ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର

ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ପୋଚିଲିମା ସ୍ଥିତ ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ ଗୁରୁବାର ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ

ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି ‘ଆପଣ କେଉଁଯାଏଁ ପଢିଛନ୍ତି ଆମର ଦରକାର ନାହିଁ । ଆପଣ ସ୍କୁଲରେ

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା

ଚୋରାବାଲି ଚାଲାଣ ବେଳେ ଗାଡ଼ିକୁ ଜବତ କଲା କିଏ…?

ବାବୁ ମାନେ କାହା ନିର୍ଦ୍ଦେଶ କୁ ଅପେକ୍ଷା କରିଛନ୍ତି….! ରାସ୍ତା କଡରେ ଛିଡା ହୋଇଛି ଚୋରା ବାଲି ବୋଝେଇ ଗାଡି ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ନଦୀରୁ ବେଆଇନ ଭାବେ ବେଧଡ଼କ ଚୋରା ବାଲି ଚାଲାଣ ହେଉଛି। ଆସିକା ଅଞ୍ଚଳରୁ ଗତ ଗୁରୁବାର ଦିନ ଅପରାହ୍ଣ ରେ ବେଆଇନ ଭାବେ ଚୋରା ବାଲି

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ ଫେରାଇ ଆଣିବାକୁ ଉଦ୍ୟମ କରାଯାଉଥିବା ମନ୍ତ୍ରଣାଳୟ

ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି । ଅପ୍‌ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣିଥରେ