ଉତ୍ତରକାଶୀର ସିଲକ୍ୟାରା ସୁଡ଼ଙ୍ଗରୁ ବାହାରିଲେ ସମସ୍ତ ୪୧ ଶ୍ରମିକ

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଦେଶବାସୀଙ୍କ ପ୍ରାର୍ଥନା ଶୁଣିଛନ୍ତି ଭଗବାନ୍ । ଭଗବାନ ଓ ବିଜ୍ଞାନର କରାମତିରେ ଜିତିପାରିଛି ଜୀବନ । ଶେଷରେ ଅନ୍ଧାର ଗମ୍ଭୀରା ଟନେଲ ଭିତରୁ ବାହାରିଛନ୍ତି ଶ୍ରମିକମାନେ । ଦୀର୍ଘ ୧୭ ଦିନର ପରିଶ୍ରମ ପରେ ଏବେ ଉଦ୍ଧାର ହୋଇଛନ୍ତି ୪୧ ଶ୍ରମିକ ।…

ସେତେ ଗୁରୁତର ରୋଗ ହୋଇନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମନି ଲଣ୍ଡ୍ରିଙ୍ଗ ମାମଲାରେ ଗିରଫ ହୋଇଥିବା ତାମିଲନାଡୁର ମନ୍ତ୍ରୀ ସେନ୍ଥିଲ ବାଲାଜୀଙ୍କୁ ଆଜି ଝଟକା ଲାଗିଛି | ବାସ୍ତବରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି। ଚିକିତ୍ସା ଆଧାରରେ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରି…

ମୁସଲିମ ବହୁଳ ଅଂଚଳରେ ଶୁକ୍ରବାର ସ୍କୁଲ ଛୁଟି, ରାମନବମୀ, ଜନ୍ମାଷ୍ଟମୀ ଛୁଟି ବାତିଲ…

ପଟନା: ବିହାର ଶିକ୍ଷା ବିଭାଗର ଏକ ନିଷ୍ପତ୍ତିକୁ ନେଇ ରାଜନୀତି ସରଗରମ ହୋଇଉଠିଛି। ବିହାର ସରକାର ଶୁକ୍ରବାର ଦିନ ଉର୍ଦ୍ଦୁ ବିଦ୍ୟାଳୟଗୁଡ଼ିକରେ ସାପ୍ତାହିକ ଛୁଟି ଘୋଷଣା କରିଛନ୍ତି, ଅର୍ଥାତ୍ ଯେଉଁ ଅଞ୍ଚଳରେ ଅଧିକ ମୁସଲମାନ ଜନସଂଖ୍ୟା ରହିଛି ଅର୍ଥାତ୍ ସେମାନଙ୍କ…

ତୁମେ କଣ, ତୁମ ବାପା ବି ରୋକିପାରିବେନି, ହାଇଦ୍ରାବାଦ ଆମର: ଓୱେସି

ହାଇଦ୍ରାବାଦ: ତେଲେଙ୍ଗାନାରେ ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସ ଏବଂ ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମ (ଏଆଇଏମଆଇଏମ) ମଧ୍ୟରେ ବୟାନ ବିବାଦ ଲାଗି ରହିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ତାଙ୍କ ଦଳର ନେତାମାନେ ଏଆଇଏମଆଇଏମକୁ ବିଜେପିର ବି ଦଳ ବୋଲି…

ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧ ରୁ ସମୁଦ୍ର ଯିବାକୁ ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଉପରେ ଆଇଏମଡିର ପୂର୍ବାନୁମାନ ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଓଡିଶା ଉପକୂଳରେ ଥିବା ମତ୍ସ୍ୟଜୀବୀଙ୍କ ପାଇଁ ହାଇ ଆଲର୍ଟ ଜାରି କରିଛି। ଏସଆରସି କହିବା ଅନୁସାରେ ବାତ୍ୟା ମିଚାଉଙ୍ଗ୍‌ ପଶ୍ଚିମ ଓ ଉତ୍ତର-ପଶ୍ଚିମ…

ଚୀନର ନୂଆ ଭାଇରସ, ଭୟଭୀତ ନହେବାକୁ ପରାମର୍ଶ

କୋଭିଡ୍ ପରେ ଏବେ ଚୀନର ଆଉ ଏକ ଭାଇରସ୍ ‘ଏଚ୯ଏନ୨’କୁ ନେଇ ଗଣମାଧ୍ୟମରେ ଆଶଙ୍କା ଲାଗି ରହିବାରୁ ମୁହଁ ଖୋଲିଛନ୍ତି ରାଜ୍ୟ ସରକାର। ଚୀନର ଏହି ଭାଇରସକୁ ନେଇ କୌଣସି ଭୟଭୀତ ହେବାର ନାହିଁ ବୋଲି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି।…

ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ

ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ । ଦୁଇ ଦିନ ହେଲା ଥାନା ବାବୁଙ୍କ ଘରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ । ୩୭ ଲକ୍ଷ ୨୭ ହଜାର ନଗଦ ଟଙ୍କା ଜବତ ହୋଇଛି । ଗତକାଲିଠୁ ଆଇଆଇସି ସୁଶାନ୍ତ ଶତପଥୀଙ୍କ ଘରେ ରେଡ୍ କରିଥିଲା ଭିଜିଲାନ୍ସ । ବଣ୍ଡଲ ବଣ୍ଡଲ…

ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ସନ୍‌ଲିସା

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଦାବି ଯୁକ୍ତିଯୁକ୍ତ। ରାଜ୍ୟ ସରକାରଙ୍କ ସହ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଲୋଚନା କରିବା ବେଳେ ଦାବିକୁ ସ୍ବୀକାର କରିଛନ୍ତି ଶିଳ୍ପ ସଚିବ। ଏହାପରେ ମଙ୍ଗଳବାର ଫିଲ୍ମ ନିର୍ମାତା ସାନଲିସା ପଟେଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଯେଉଁ ଧାରଣା ଦେଇଥିଲେ…

ହାତ ପାଆନ୍ତାରେ ବ୍ୟାଙ୍କ ସେବା, ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହାତ ପାଆନ୍ତାରେ ବ୍ୟାଙ୍କ ସେବା । ଆମ ବ୍ୟାଙ୍କ ସେବାର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ୭୫୦ CSP ପ୍ଲସ୍ ଶାଖାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪ ହଜାର ୩ ଶହରୁ ଅଧିକ ବ୍ୟାଙ୍କ ନଥିବା ପଞ୍ଚାୟତରେ CSP ପ୍ଲସ୍ ଶାଖା ରହିବ। ଯେଉଁଥିରେ…

ଗୁପ୍ତଚର ଉପଗ୍ରହ ମାଧ୍ୟମରେ ହ୍ୱାଇଟ୍‌ ହାଉସ୍‌ ଉପରେ ନଜର ରଖିଛନ୍ତି କିମ୍…

ନୂଆଦିଲ୍ଲୀ: ଉତ୍ତର କୋରିଆ ନିକଟରେ ଏକ ସାମରିକ ଗୁପ୍ତଚର ଉପଗ୍ରହକୁ କକ୍ଷପଥରେ ସ୍ଥାନିତ କରି ଏକ ନୂତନ ସଫଳତା ହାସଲ କରିଛି | ଉତ୍ତର କୋରିଆ ଦାବି କରିଛି ଯେ ଏହାର ପ୍ରଥମ ଗୁପ୍ତଚର ଉପଗ୍ରହ ମହାକାଶକୁ ଉତକ୍ଷେପଣ ପରଠାରୁ ହ୍ୱାଇଟ ହାଉସ୍, ପେଣ୍ଟାଗନ୍ ଏବଂ ନିକଟସ୍ଥ…