ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଭୁବନେଶ୍ବର : ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି। ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି…

ଓଡ଼ିଶାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୮କୁ ବଢ଼ିଲା

ଭୁବନେଶ୍ବର : ଓଡ଼ିଶାରେ ଗୁରୁବାର ସୁଦ୍ଧା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଂଚିଛି । ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଏଂଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। କେନ୍ଦ୍ର…

ଭୀମଭୋଇ ମେଡିକାଲ କଲେଜରେ ଉତ୍ତେଜନା, ହାଉସ ସର୍ଜନଙ୍କୁ ଆକ୍ରମଣ

ବଲାଙ୍ଗୀର : ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଛି। ହାଉସ ସର୍ଜନ ଛାତ୍ରଙ୍କୁ ଜଣେ ଦୁର୍ବୃତ୍ତର ଆକ୍ରମଣ ପରେ ଉତ୍ତେଜନା ପ୍ରକାଶ ପାଇଛି। କଲେଜ ନିକଟରେ କେହି ଜଣେ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣ…

ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତ ଜଙ୍ଗଲରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ…

କୋରାପୁଟ: ସୁରକ୍ଷାବାହିନୀକୁ ବଡ଼ଧରଣର ସଫଳତା ମିଳିଛି। କୋରାପୁଟ-ମାଲକାନଗିରି-ଆନ୍ଧ୍ରପ୍ରଦେଶ ସୀମାନ୍ତ ଜଙ୍ଗଲରେ ଏସ୍‌ଓଜି ଯବାନମାନେ ମାଟି ତଳୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଉଦ୍ଧାର କରିଛନ୍ତି। କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅଧୀନ କୋଡ଼ାପୁଟ ଓ…

ରାଜ୍ୟ ବାହାରେ ପ୍ରସିଦ୍ଧ ମନ୍ଦିରକୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ନିମନ୍ତ୍ରଣପତ୍ର…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ପତ୍ର ବିଭିନ୍ନ ମନ୍ଦିରମାନଙ୍କୁ ପ୍ରେରଣ କରାଯାଉଛି। ଆଜି ତ୍ରିଚିନ୍ନାପଲ୍ଲୀର ଶ୍ରୀରଙ୍ଗନାଥ ସ୍ବାମୀ ମନ୍ଦିର, ବିଶାଖାପାଟଣା ସୀମାଞ୍ଚଳମ ମନ୍ଦିର, ଜଗନ୍ନାଥ ମନ୍ଦିର, ଦିଲ୍ଲୀର ଜଗନ୍ନାଥ ମନ୍ଦିର,…

ଜାନୁଆରି ୬ରେ ଓଡ଼ିଶା ଆସିବେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର…

ଭୁବନେଶ୍ଵର: ଆଜି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥ‌ିବା ୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଯୋଗ ଦେଇଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଖିଳ ଭାରତ…

୧୭ ଦଫା ଦାବି ନେଇ ଜାନୁଆରି ପହିଲାରୁ ରାଜ୍ୟବ୍ୟାପି ରାସନ୍ ବନ୍ଦ ଆନ୍ଦୋଳନ ଘୋଷଣା

ଜଳେଶ୍ଵର: ଅଲ ଇଣ୍ଡିଆ ଫେୟାର ପ୍ରାଇସ ସପ୍ ଡିଲର୍ସ ଫେଡରେସନ୍ ଓଡ଼ିଶା ଶାଖା ତରଫରୁ ଗୁରୁବାର ଦିନ ନୂଆବଜାରସ୍ଥିତ ଶୋଭା କଲ୍ୟାଣ ମଣ୍ଡପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଫେଡରେସନ୍‌ର ରାଜ୍ୟ ସଭାପତି ନଗେନ୍ଦ୍ର ଜେନା…

ପଶ୍ଚିମବଙ୍ଗର ଡିଜିପି ହେଲେ ବିବାଦୀୟ ଆଇପିଏସ୍ ଅଧିକାରୀ ରାଜୀବ କୁମାର, ବିଜେପିର ବିରୋଧ…

କୋଲକାତା: କୋଲକାତାର ପୂର୍ବତନ ପୁଲିସ କମିସନର ତଥା ବରିଷ୍ଠ ଆଇପିଏସ୍ ଅଧିକାରୀ ରାଜୀବ କୁମାରଙ୍କୁ ପଶ୍ଚିମବଙ୍ଗର ନୂଆ ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ସେ ଗୁରୁବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ବର୍ତ୍ତମାନର ଡିଜି ମନୋଜ ମାଲବ୍ୟଙ୍କ ସ୍ଥାନରେ…

ଅଯୋଧ୍ୟାର ୮୪ କୋଶ ପରିକ୍ରମା ମାର୍ଗରେ ମଦ ବିକ୍ରି ହେବ ନାହିଁ, ୨୫୦ କିମି ଭିତରେ ରହିବନି ମଦ ଦୋକାନ…

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଜାନୁଆରି ୨୨ ତାରିଖରେ ହେବାକୁ ସ୍ଥିର ହୋଇଛି। ଏହି ଦିନ ପାଇଁ ସମଗ୍ର ଅଯୋଧ୍ୟାରେ କାର୍ଯ୍ୟ ଚାଲିଛି। ଏହି କାରଣରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଘୋଷଣା କରିଛନ୍ତି ଯେ…

୧୫ ଘଣ୍ଟାରୁ ଅଧିକ ବିଳମ୍ବରେ ଗନ୍ତବ୍ୟସ୍ଥଳରେ ପହଞ୍ଚିଲା ଏକାଧିକ ବନ୍ଦେ ଭାରତ ଟ୍ରେନ…

ନୂଆଦିଲ୍ଲୀ: ପଞ୍ଜାବ, ହରିୟାଣା, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ସହିତ ଘନ କୁହୁଡି ଦେଖାଯାଉଛି। କୁହୁଡ଼ି ଯୋଗୁଁ ରାସ୍ତାରେ ଦୁର୍ଘଟଣା ବୃଦ୍ଧି ପାଇଥିବାବେଳେ ବିମାନ ସେବା ମଧ୍ୟ ପ୍ରଭାବିତ ହୋଇଛି। କମ୍ ଦୃଶ୍ୟମାନତା କାରଣରୁ ଦିଲ୍ଲୀକୁ…