ପାକିସ୍ତାନକୁ ଭାରତର ଦାବି, କହିଲା- ଆମକୁ ଦିଅ ହାଫିଜ ସଇଦ…

ନୂଆଦିଲ୍ଲୀ : ପାକିସ୍ତାନକୁ ଦାବି କଲା ଭାରତ। ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲଶ୍କର-ଇ-ତୋଏବା ପ୍ରତିଷ୍ଠାତା ହାଫିଜ ସଇଦକୁ ଭାରତକୁ ହସ୍ତାନ୍ତର କରିବାକୁ ପାକିସ୍ତାନକୁ ଦାବି କରାଯାଇଛି। ପାକିସ୍ତାନରୁ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ ପାଇଁ ଭାରତ ସରକାର…

ସିଟ ଶେୟାରିଂକୁ ନେଇ ଇଣ୍ଡିଆ ମେଣ୍ଟରେ ଫାଟ ! ଉଦ୍ଧବ ମାଗିଲେ ୨୩ ସିଟ, ମନାକଲା କଂଗ୍ରେସ

ନୂଆଦିଲ୍ଲୀ : ବିଜେପି ବିରୋଧରେ ଲଢ଼ିବାକୁ ଅଣ୍ଟା ଭିଡ଼ି ଥିବା ବିରୋଧୀ ମେଣ୍ଟରେ ପୁଣି ଫାଟ ଦେଖିବାକୁ ମିଳିଛି। ଏଥର ସିଟ ଶେୟାରିଂକୁ ନେଇ ଉଦ୍ଧବ ଠାକରେଙ୍କ ଶିବସେନା ଓ କଂଗ୍ରେସ ମଧ୍ୟରେ ମତାନ୍ତର ହୋଇଛି। ଆଗାମୀ ସାଧାରଣ ନିର୍ବାଚନରେ ଉଦ୍ଧବ ସେନା ମହାରାଷ୍ଟ୍ରର ୨୩…

ନୂଆବର୍ଷରେ ନନ୍ଦନକାନନକୁ ଆସିବେ ଚିତା ଓ ଧଳା ସିଂହ ଶାବକ

ଭୁବନେଶ୍ବର: ନୂଆବର୍ଷରେ ନନ୍ଦନକାନନ ଚିଡ଼ିଆଖାନା ପାଇବ ନୂଆ ଅତିଥି। ନନ୍ଦନକାନନ ଚିଡ଼ିଆଖାନାକୁ ଆସିବେ ଚିତା, ଧଳା ସିଂହ ଶାବକ ଓ ନୂଆ ପକ୍ଷୀ। ଦୁବାଇ ଚିଡ଼ିଆଖାନା ସହ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅଧୀନରେ ଜାନୁଆରୀ ମାସରେ ଏମାନଙ୍କୁ ଅଣାଯିବ। ସେହିପରି ଆଲିପୁର ଜୁ ସହ…

‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଭୁବନେଶ୍ବର: ‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି। ତେବେ ଓଡ଼ିଶାର କେଉଁ ସ୍ଥାନକୁ ରାହୁଲ ଆସବେ, ତାହା ସ୍ପଷ୍ଟ ହୋଇନାହିଁ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି…

କେନ୍ଦ୍ର ସରକାର ବିକ୍ରି କରିବେ ଚାଉଳ, ମାତ୍ର ୨୫ ଟଙ୍କା କିଲୋ…

ସାଧାରଣ ଲୋକଙ୍କୁ ଶସ୍ତା ଦରରେ ଚାଉଳ ଯୋଗାଇବେ କେନ୍ଦ୍ର ସରକାର। ମାତ୍ର ୨୫ ଟଙ୍କା କିଲୋ ଦରରେ ଚାଉଳ ଉପଲବ୍ଧ ହେବ। ମହଙ୍ଗାମାଡ଼ରୁ ଖାଉଟିଙ୍କୁ ମୁକ୍ତି ଦେବା ପାଇଁ ସରକାର ‘ଭାରତ ବ୍ରାଣ୍ଡ’କୁ ଆଗକୁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ କେନ୍ଦ୍ର ସରକାର ଦେଶରେ…

ବନ୍ଧା ହେଲେ IDCO ଚିଫ ଜେନେରାଲ ମ୍ୟାନେଜର…

ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ IDCO ଚିଫ ଜେନେରାଲ ମ୍ୟାନେଜର ଗିରଫ ହୋଇଛନ୍ତି । ଗିରଫ ପରେ ସରୋଜ କାନ୍ତ ମହାନ୍ତିଙ୍କୁ କୋର୍ଟ ଚାଲାଣ କରାଯାଇଛି। ତାଙ୍କ ଠାରୁ ୧୦ ପ୍ଲଟ, ଦୁଇ କୋଠା, ୮୭୧ ଗ୍ରାମ ସୁନା, ବ୍ୟାଙ୍କ୍ ଜମା, ଇନସ୍ୟୁ ରାନସ୍…

WFI ପାଇଁ ଗଠନ ହେଲା କାମଚଳା କମିଟି…

କୁସ୍ତି ମହାସଂଘ ପାଇଁ ଗଠନ ହେଲା ଆଡ୍‌ ହକ୍‌ କମିଟି ତଥା କାମ ଚଳା କମିଟି। ଭାରତୀୟ ଅଲିମ୍ପିକ ଆସୋସିଏସନ୍‌ ୩ ଜଣିଆ ସଦସ୍ୟ ବିଶିଷ୍ଟ ଏହି ଆଡ ହକ୍ କମିଟି ଗଠନ କରିଛି। ଭାରତୀୟ କୁସ୍ତି ସଂଘକୁ ନିଲମ୍ବନ କରାଯିବା ପରେ ଏହି କମିଟି ଗଠନ କରାଯାଇଛି। ଏହି ଆଡ୍‌ ହକ୍‌…

କାଲି ରାତିରେ ଘରକୁ ଫେରିନଥିଲେ ଯୁବକ: ଆଜି ବିଲରୁ ମିଳିଲା ମୃତଦେହ…

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅଧୀନସ୍ଥ ନହରା ପଞ୍ଚାୟତର କଣ୍ଠାଳିଆ ଗାଁ ନିକଟରେ ବିଲ ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ସେହି କଣ୍ଠାଳିଆ ଗ୍ରାମର…

ଦିଲ୍ଲୀରେ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ…

ଦିଲ୍ଲୀରେ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ ଘଟଣାର ସିସିଟିଭି ଫୁଟେଜ୍ ଆସିଛି । ଏଥିରେ ଦୁଇଜଣ ସନ୍ଦିଗ୍ଧଙ୍କୁ ଦେଖିବାକୁ ମିଳିଛି । ଚାଣକ୍ୟପୁରୀ ଠାରେ ଇସ୍ରାଏଲ ଦୂତାବାସ ପଛପଟେ ଥିବା ଜାଗାରେ ଗତକାଲି ସନ୍ଧ୍ୟାରେ ବିସ୍ଫୋରଣ ହୋଇଥିଲା । ସଂଧ୍ୟା ପ୍ରାୟ ୫ଟା ୪୫…

୧୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ବରିଷ୍ଠ କିରାଣି ସୁବ୍ରତ କାନୁନଗୋ…

ଯାଜପୁର: ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ମଙ୍ଗଳ ବିଭାଗର ବରିଷ୍ଠ କିରାଣି ସୁବ୍ରତ କୁମାର କାନୁନଗୋ। ୧୦ ହଜାର ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ହରିଜନ ଓ ଆଦିବାସୀ ଅନୁକମ୍ପା ରାଶି ବିଲ୍‌ ପାସ କରାଇଦେବା ନେଉଥିଲେ…