ବିଆରଏସ୍‌ ନେତ୍ରୀ କବିତା ଦେଲେ ଧମକ; ପ୍ରିୟଙ୍କା ଗାନ୍ଧି ରାଜ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଲେ କରିବେ ପ୍ରତିବାଦ…

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ରାଜ୍ୟ ଯୋଜନାର ଉଦଘାଟନ ପାଇଁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧିଙ୍କୁ ନିମନ୍ତ୍ରଣ କରାଯିବ ବୋଲି କହିବାର ଗୋଟିଏ ଦିନ ପରେ ବିଆରଏସ ଏମଏଲସି କେ କବିତା ଏକ…

‘ଭାରତ ରତ୍ନ ମୋର ନୀତି ଓ ଆଦର୍ଶକୁ ମିଳିଛି’: ଆଡଭାନୀ …

ନୂଆଦିଲ୍ଲୀ : ଭେଟରାନ ରାଜନେତା ଲାଲକୃଷ୍ଣ ଆଡଭାନୀ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନରେ ସମ୍ମାନୀତ ହେବେ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତ ସରକାର ତାଙ୍କୁ ଭାରତ ରତ୍ନରେ ସମ୍ମାନୀତ କରିବାକୁ ଯାଉଥିବାରୁ ଆଡଭାନୀ…

କବାଟ ଖୋଲିଲେନି ସିଭିଲ୍‌ ଜଜ୍‌, ଘରୁ ବାହାରିଲା ଝୁଲନ୍ତା ମୃତଦେହ…

ଲକ୍ଷ୍ନୌ : ଉତ୍ତରପ୍ରଦେଶର ବଦାୟୁରେ ଘଟିଛି ଏକ ଅଭାବନୀୟ କାଣ୍ଡ। ଜଣେ ସିଭିଲ ଜଜ୍‌ ନିଜ ସରକାରୀ ବାସଭବନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପୁଲିସ୍‌ ଓ ଫରେନସିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ ସିଭିଲ୍‌ ଜଜ୍‌ଜଣକ ଜ୍ୟୋତ୍ସ୍ନା…

ଝାଡ଼ଖଣ୍ଡରେ ଫ୍ଲୋର ଟେଷ୍ଟ ପୂର୍ବରୁ ରିଜର୍ଟ ପଲିଟିକ୍ସ, ହାଇଦ୍ରାବାଦରେ ୪୦ ବିଧାୟକ

ରାଞ୍ଚି : ଥମୁନି ଝାଡଖଣ୍ଡ ପଲିଟିକ୍ସ। ମୁଖ୍ୟମନ୍ତ୍ରୀ ବଦଳିଛନ୍ତି କିନ୍ତୁ ଜାରି ରହିଛି ହଟଚମଟ। ହେମନ୍ତ ସୋରେନ୍‌ଙ୍କୁ ଇଡି ନେବା ପରେ ଚମ୍ପାଇ ସୋରେନ୍‌ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଚମ୍ପାଇ ସରକାରଙ୍କ ସ୍ଥିତି ଏବେ ଟଳମଳ ରହିଛି।…

ଶିମିଳିପାଳ ଅଭୟାରଣ୍ୟରୁ ୫ ଶିକାରୀ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ମାତିଛନ୍ତି ଶିକାରୀ । ପୋଲିସ ଓ ବନବିଭାଗକୁ ଚକମା ଦେଇ ଜଙ୍ଗଲ ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି । ତେବେ ଶିକାର ପାଇଁ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ୫ ଜଣ ଶିକାରୀକୁ ଧରିବାରେ ସଫଳ ହୋଇଛି ବନବିଭାଗ । ଏଥି…

ନୂଆପଡ଼ା ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଲେ 5T ଅଧ୍ୟକ୍ଷ

ନୂଆପଡ଼ା: ଶୁକ୍ରବାର ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତ କରିଛନ୍ତି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଜିଲ୍ଲା ଗସ୍ତରେ ଆସି ନୂଆପଡା ନ୍ୟାସନାଲ କଲେଜରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ। ଏହା ସହ ବୋଡେ଼ନ ବ୍ଲକ…

ଦୋକାନରେ ମିଠା ପ୍ୟାକିଂ କରୁଥିବା ବେଳେ ଟଳିପଡ଼ିଲେ ଯୁବକ

ମୃତ୍ୟୁ କେତେବେଳେ ଓ କେଉଁଠି ଆସେ, ତାହା କଳ୍ପନା କରିବା ବେଶ ମୁସ୍କିଲ। ମୃତ୍ୟୁ ହଠାତ୍‌ ଆମେ ଓ ସବୁ କିଛି ବରବାଦ କରି ଚାଲିଯାଏ। ଏମିତି ଏକ ହଠାତ ମୃତ୍ୟୁର ଘଟଣା ଉତ୍ତର ପ୍ରଦେଶର ଆଗ୍ରାରୁ ସାମ୍ନାକୁ ଆସିଛି। ଦୋକାନାରେ ମିଠା ପ୍ୟାକିଂ କରୁଥିବା ବେଳେ ହଠାତ୍‌ ଟଳି…

ଆସନ୍ତାକାଲି ସୋନପୁର ଅଭିମୁଖେ ପ୍ରଥମ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି (ଫେବୃଆରୀ ୩)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ନୂଆ ଟ୍ରେନ୍ ସେବା, ଷ୍ଟେସନ ପୁନଃନିର୍ମାଣ ଯୋଜନା ଓ ଦୁଇଟି ରେଳ ଲାଇନ ସମେତ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ…

ବାପାଙ୍କ କୋଳରେ ଶୋଇଥିଲା ପୁଅ, ମାରି ଖାଇ ଦେଲେ ବୁଲା କୁକୁର

ସାମ୍ନାକୁ ଆସିଛି ଅତ୍ୟନ୍ତ ବିଚଳିତ କରିବା ଭଳି ଘଟଣା। ବାପା କୋଳରେ ଶୋଇଥିବା ବର୍ଷକର ପୁଅକୁ ଘୋଷାଡ଼ି ନେଇ ମାରି ଖାଇ ଦେଇଛନ୍ତି କିଛି ବୁଲା କୁକୁର। ତେଲେଙ୍ଗାନାର ଶାମଶାବାଦରେ ଗୁରୁବାର ଭୋର ସମୟରେ ଏପରି ଲୋମହର୍ଷଣକାରୀ ଘଟଣା ଘଟିଛି। ପିଲାଟି ବାପାଙ୍କ ସହ ମାଟି…

କେନାଲରୁ ଜେଇଙ୍କ ମୃତ ଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା…!!

କଳାହାଣ୍ଡି : ମୁଖୀଗୁଡା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ମୁଖ୍ୟ ସ୍ରୋତ ସୁନାମାଲ ନିକଟରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ ଦେହ ଭାସୁଛି। ହତ୍ୟା ନା ଆତ୍ମହତ୍ୟା ସନ୍ଦେହ । ମୃତକ ଯନ୍ତ୍ରୀ ଭବାନୀ ଶଙ୍କର ମହନ୍ତ ହୋଇଥିବା ବେଳେ ସେ ଗତକାଲି କାର୍ଯ୍ୟକୁ…