୧୦ ଡିଗ୍ରୀ ତଳେ ୭ ସହରର ସର୍ବନିମ୍ନ ତାପମାତ୍ରା : ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଭୀଷଣ ଜାଡରେ ଥରୁଛି ସାରା ଓଡିଶା । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଫଳରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି । ଶୀତରୁ ରକ୍ଷା ପାଇବା ପାଇଁ ସକାଳୁ କିଏ ମର୍ଣ୍ଣିଂ ଓ୍ବାକ୍…

ଶ୍ରୀକୃଷ୍ଣ ଜନ୍ମଭୂମି ବିବାଦ ମାମଲା: ମୁସଲିମ ପକ୍ଷକୁ ସୁପ୍ରିମ ଝଟକା

ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମି ଜମି ବିବାଦ ଉପରେ ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ। ଶ୍ରୀକୃଷ୍ଣ ଜନ୍ମଭୂମି ଜମିରେ ଥିବା ମସଜିଦ ସର୍ଭେ ଅନୁମତିକୁ ସ୍ଥଗିତ ରଖିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ…

ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ

ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ…

୧୦୦ ଦିନରେ୧୦୦ ବର୍ଷର ସମସ୍ୟାର ସମାଧାନ, ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଏକ ଯୁଗାନ୍ତକାରୀ ଦିବସ। ବିସ୍ଥାପିତ ଲୋକମାନଙ୍କର ୧୦୦ ବର୍ଷର ସମସ୍ୟାର ଅନ୍ତ ହୋଇଛି। ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ସେମାନଙ୍କର ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…

ଧବଳେଶ୍ୱର ମହାମଣ୍ଡଳର ସଂକୀର୍ତ୍ତନ ଓ ଗ୍ରାମ ପରିକ୍ରମା

ଗୁରୁଡ଼ିଝାଟିଆ: ଧବଳେଶ୍ୱର ସଂକୀର୍ତ୍ତନ ମହାମଣ୍ଡଳର ନଗର ପରିକ୍ରମା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଛି। ପ୍ରଭୂ ଧବଳେଶ୍ୱରଙ୍କ ପୀଠରେ ପୂଜାର୍ଚ୍ଚନା ପରେ ସଂକୀର୍ତ୍ତନ ମହାମଣ୍ଡଳର ସଦସ୍ୟମାନେ ମଞ୍ଚେଶ୍ୱର, ବିଦ୍ୟାଧରପୁର, ଲିଙ୍ଗାପଦା, ନୂଆଡିହ, ପ୍ରଶନ୍ନାପୁର, କଖଡି…

ଏମ୍‌ଭି-୬୭ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ…

ମାଲକାନଗିରି : ମାଲକାନଗିରି ଜିଲା କାଲିମେଳା ବ୍ଲକ କୋଇମେଟଲା ପଞ୍ଚାୟତ ଏମ୍‌ଭି-୬୭ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗ୍ରାମର ଗୋଟିଏ ରାତିରେ ୨ଜଣଙ୍କ ଚାଷୀଙ୍କ ୪୦ରୁ ଊର୍ଦ୍ଧ୍ୱ ଛେଳି ଓ ମେଣ୍ଢାକୁ ଏହି ଜଙ୍ଗଲୀ ଅଜଣା ଜନ୍ତୁ ମାରି ଖାଇଛି। କେତେକ…

କୁଆଡେ ଗଲା ବର୍ଜ୍ୟରୁ ବିଜୁଳି ପ୍ରକଳ୍ପ : ଦୁର୍ଗନ୍ଧରେ ଅସ୍ତବ୍ୟସ୍ତ ରାଜଧାନୀବାସୀ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଦୈନିକ ସହରରୁ ବାହାରୁଥିବା ୮୦୦ ଟନ୍‌ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରିବା ଭୁବନେଶ୍ୱର ମହାନଗର ନିଗମ ଏବଂ ନଗର ଉନ୍ନୟନ ବିଭାଗ ପାଇଁ ଚ୍ୟାଲେଞ୍ଜ…

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ…

ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ନକ୍ସଲ…

ବୌଦ୍ଧ : ଦୁଇ ଜଣ ହାର୍ଡକୋର ନକ୍ସଲ ଆଜି କନ୍ଧମାଳରେ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର ବଂଶଲଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଉଛନ୍ତି ରଞ୍ଜିତ ନୈତମ ଓରଫ ବୁଟଲୁ ଓ ଉଙ୍ଗା ପୋୟାମ ଓରଫ ରାଜେଶ। ସେମାନେ ନକ୍ସଲଙ୍କ…

CISF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ରାଉରେକଲା : ରାଉରକେଲାରେ CISF ଯବାନଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। CISF ବାରାକ ପରିସର ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର। ମୃତଦେହ ଜବତ କରି ପ୍ଲାଣ୍ଟସାଇଟ୍‌ ଥାନା ପୁଲିସର ତଦନ୍ତ କରୁଛି। ମୃତ ଯବାନଙ୍କ ନାମ ସାହିଲ କୁମାର ଜଣାପଡ଼ି ଥିବା ବେଳେ ସେ…