ବିତ୍ତୀୟ ନିଅଣ୍ଟ ବଜେଟର ୫.୮% ରହିବ ବୋଲି ଆକଳନ କରାଯାଇଛି

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆର୍ଥିକ ବର୍ଷ ୨୦୨୪ରେ ସଂଶୋଧିତ ବୀତ୍ତିୟ ନିଅଣ୍ଟ ୫.୮% ରହିବ। ସେହିପରି ଏହାକୁ ୫.୧% କରିବାକୁ ସରକାର…

ଦେଶର ବିକାଶକୁ ଗତି ମିଳିବ: ବଜେଟ୍ ଉପରେ ମୋଦୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି ବଜେଟ୍ ଦେଶର ବିକାଶକୁ ତ୍ୱରାନ୍ୱିତ କରିବ।…

କାମଚଳା ବଜେଟ ଉପସ୍ଥାପିତ : ମୋଟ ୪୭.୬୬ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ୨୦୨୪-୨୫ ବର୍ଷ ଲାଗି କାମଚଳା ବଜେଟ୍ ଉପସ୍ଥାପିତ କରିଛନ୍ତି | ବଜେଟରେ  ଟିକସ ସ୍ଲାବ ହ୍ରାସ ହୋଇ ନଥିବା ବେଳେ ଭିତ୍ତିଭୂମିକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ସେହିପରି ୨୦୪୭ ସୁଦ୍ଧା ଭାରିତକୁ ବିକଶିତ ରାଷ୍ଟ୍ରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ

ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ହେବେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ…

ପେଟିଏମ ପେମେଣ୍ଟସ୍‌ ବ୍ୟାଙ୍କ ଜମା ଗ୍ରହଣ କରିପାରିବ ନାହିଁ: ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ଲିମିଟେଡ୍‌ ଉପରେ ପ୍ରତିବନ୍ଧକ ଲଗାଇଛି। ଆସନ୍ତା ୨୯ ଫେବ୍ରୁଆରି ୨୦୨୪ ପରେ ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ କୌଣସି ଗ୍ରାହକଙ୍କ ଆକାଉଣ୍ଟ, ପ୍ରିପେଡ୍‌ ଉପକରଣ,…

ଫେବ୍ରୁଆରୀ ୩ରୁ ଏକାମ୍ର ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ…

ଇଡି ଅଧିକାରୀଙ୍କ ବିରୋଧରେ ଅଭିଯୋଗ କଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇଡିଙ୍କ ବିରୋଧରେ ଆଣିଲେ ଅଭିଯୋଗ । ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ନିବାରଣ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଅଭିଯୋଗ ଆଣିଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଇଡି ଅଧିକାରୀମାନେ ନିର୍ଯାତନା ଦେଉଛନ୍ତି। ହେମନ୍ତ ସୋରେନ କିଛି…

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି,…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ୫ମ ସମନ ଜାରି କଲା ED

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ ଏବଂ ଏହା ରାଜନୈତିକ ଷଡଯନ୍ତ୍ର ବୋଲି ସେ…

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡ ୟୁନିଭର୍ସିଟି ମାନ୍ୟତା। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍‌ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି। IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ…