ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ : ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା ଉକ୍ତ ମାଛଧରା ବନ୍ଦର ମଧ୍ୟରେ…

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ…

ଭୁବନେଶ୍ୱର : ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି ଅବ୍ୟବସ୍ଥା ଦେଖାଯାଇଥିଲା। ଶେଷରେ ମୃତଦେହକୁ ସତ୍ୟନଗର ଶ୍ମଶାନକୁ ନିଆଯାଇ ସେଠାରେ ଦାହ କରାଯାଇଥିଲା।…

ବର୍ଜ୍ୟବସ୍ତୁ ପରିଚାଳନାର ଦୁର୍ଦ୍ଦଶା ଭୋଗୁଛନ୍ତି ରାଜଧାନୀବାସୀ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାର୍ଡ(ଟିଟିଏସ୍‌)ରୁ ବାହାରୁଥିବା ଦୁର୍ଗନ୍ଧ ସାରା ସହରକୁ ଅସ୍ତବ୍ୟସ୍ତ କରୁଛି।…

ଯୋଡ଼ା ମୁଣ୍ଡ ଶିଶୁ ଜଗା ଓ ତା’ ବାପାଙ୍କୁ ଆକ୍ରମଣ, ଶୁଣୁନି ପୁଲିସ୍‌

ଫୁଲବାଣୀ : ଯୋଡ଼ା ମୁଣ୍ଡରୁ ଅଲଗା ଶିଶୁ ଜଗା ଏବଂ ତା ବାପା ଭୂୟାଁ କହଁର ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। । ଜଣେ ଯୁବକ ଜଗାଙ୍କ ବାପାଙ୍କୁ ଠେଲାପେଲା କରିବା ସମୟରେ ଜଗା ତଳେ ପଡ଼ିଯାଇ ମୁଣ୍ଡ ମାଡ଼ ହୋଇଥିବା ଜଣାଯାଇଛି। ଏପରି ଘଟଣା ଫୁଲବାଣୀ ଜିଲ୍ଲା ମୁଖ୍ୟ…

ସରକାରଙ୍କୁ ଘାରିଲା ମାଟ୍ରିକ ଡ୍ରପ୍ ଆଉଟ୍ ଚିନ୍ତା, ମାଗିଲେ ରିପୋର୍ଟ

ଭୁବନେଶ୍ବର : ଆଉ ୨ ମାସ ପରେ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା। ମାତ୍ର ଏହା ପୂର୍ବରୁ ସରକାରଙ୍କୁ ଘାରିଲାଣି ମାଟ୍ରିକ ଡ୍ରପ୍‌ ଆଉଟ୍‌ଙ୍କ ଚିନ୍ତା। ଆଗୁଆ ସଜାଗ ହେଲାଣି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଚଳିତ ବର୍ଷ ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଦେଇ ନଥିବା…

ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ପୁତ୍ର ଜୀବନ୍ତ ଦଗ୍ଧ…

ପଟ୍ଟାମୁଣ୍ଡାଇ : ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ। ସେହି ନିଆଁରେ ପୋଡ଼ିହୋଇ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ। ଆଉ ଦୁଇ ଜଣ ବରଯାତ୍ରୀ ଗୁରୁତର ଆହତ ହୋଇ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା…

ଗୋଟିଏ ଦସ୍ତଖତରେ ଲଟକିଛି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପ୍ରସଙ୍ଗ: ସାଂସଦ

ଜୟପୁର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଦସ୍ତଖତରେ ଲଟକି ରହିଛି ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ। ତେବେ କେଉଁ କାରଣ ପାଇଁ ଜୟପୁରରେ ଏହି ବିଦ୍ୟାଳୟ ଖୋଲିବାକୁ କେନ୍ଦ୍ର ସରକାର ଚାହୁଁ ନାହାନ୍ତି ଏହି ପ୍ରଶ୍ନ ଜୟପୁର ସହରବାସୀଙ୍କ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ହେବ ଯଜ୍ଞସ୍ଥଳ

ପୁରୀ : ଶ୍ରୀମନ୍ଦିର ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ହେବ ୪୦ ଫୁଟିଆ ଯଜ୍ଞସ୍ଥଳ। ଏହାଛଡ଼ା ବଡ଼ ଆଖଡା ମଠର ଉତ୍ତର ପଛପଟେ ମୁଖ୍ୟମନ୍ତ୍ରୀ ଓ ବିଶିଷ୍ଟ ଅତିଥିଙ୍କ ବସିବା ପାଇଁ ସେଡ୍‌ ବ୍ୟବସ୍ଥା ହେବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଆଜି ବସିଥିବା…

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଜନଶତାବ୍ଦୀ ଏକ୍ସପ୍ରେସ୍…

କଟକ: ଆଜି ସକାଳେ କଟକ ରେଳ ଷ୍ଟେସନରେ ଜନଶତାବ୍ଦୀ ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଓ ଧୂଆଁ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରୁ ହାୱଡ଼ା ଯାଉଥିବା ଜନଶତାବ୍ଦୀ ଟ୍ରେନରେ ହଠାତ୍ ପ୍ରବଳ ଧୂଆଁ ବାହାରିଥିଲା। କଟକ ଷ୍ଟେସନରେ ଛିଡ଼ା ହୋଇଥିବାବେଳେ ଟ୍ରେନ୍ ବଗ ତଳୁ ଧୂଆଁ…

କୁଆଖିଆ ଓ ପିପିଲିରେ ସଡ଼କ ଦୁର୍ଘଟଣା: ଚାଲିଗଲା ଦୁଇଜଣଙ୍କ ଜୀବନ…

ଯାଜପୁର/ପୁରୀ : ଆଜି ସକାଳେ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଛି। ସୂଚନା ଅନୁଯାୟୀ, ୧୬ ନଂ ଜାତୀୟ ରାଜପଥର କୁଆଖିଆଠାରେ ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାର ଲଷ୍ମୀନାରାୟଣପୁର…