ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌, ଭିସି ଯୋଗେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ…

‘ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଜାଣିଶୁଣି ସୁକେଶଙ୍କ ଅପରାଧର ଆୟ ଗ୍ରହଣ କରୁଥିଲେ’: ED

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ସମସ୍ୟା ବଢ଼ିଛି । ଦିଲ୍ଲୀ ହାଇକୋର୍ଟରେ ଇଡି ଏମିତି ଏକ ଖୁଲାସା କରିଛି, ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ଇଡି ଯୁକ୍ତି ଦେଇଛି ଯେ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜ୍‌…

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍

ନବରଙ୍ଗପୁର: ଏଟିଏମରୁ ଟଙ୍କା ପଇସା ଲୁଟି ଜଙ୍ଗଲରେ ଲୁଚିଥିଲେ ୫ ଲୁଟେରା। ରାତିତମାମ ଜଙ୍ଗଲରେ ଛାନଭିନ୍‌ ପରେ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ। ଏପରି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ। ଗିରଫ ୫ ଜଣକୁ ଡାବୁଗାଁ ଥାନାରେ ଅଟକ ରଖି ପଚରା ଉଚରା କରୁଛି ପୁଲିସ।…

ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା ଭୁଜାଲି…

ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା, ଭୁଜାଲି । ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ। ହଠାତ୍‌ ବୁଝି ପାରରୁନଥିଲେ କଣ ଏସବୁ ହେଉଛି । କାହିଁକିନା କିଛି ସମୟ ରାଜ ରାସ୍ତା ପାଲଟିଲା…

ଦୁଇ କବାଡିଆଙ୍କୁ ଚାପି ଦେଲା ଟ୍ରକ୍‌: ଜଣେ ମୃତ, ଜଣେ ଗୁରୁତର…

ଦଶପଲ୍ଲା : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଏକ ମଦ ବୋଝେଇ ଟ୍ରକ ୨ ଜଣ କବାଡିଆଙ୍କୁ ଧକ୍କା ଦେଇଥିଲା । ଫଳରେ ଜଣେ କବାଡିଆଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଡାକ୍ତରଙ୍କ ପାଇଁ ଲାଗୁ ହେଲା କଡ଼ା ନିୟମ, ୨ ବର୍ଷ ବଣ୍ଡ ଅବଧି ପୁରଣ ନକଲେ ଡବଲ ଜରିମାନା

ଡ଼ାକ୍ତରଙ୍କ ପାଇଁ ଆସିଲା ନୂଆ ନିର୍ଦ୍ଦେଶନାମା । ଏଣିକି ସରକାରୀ ମେଡିକାଲରେ ପଢ଼ୁଥିବା ଡାକ୍ତରୀ ଛାତ୍ର ଅତି କମରେ ୨ ବର୍ଷ କାମ କରିବାକୁ ପଡିବ । ନହେଲେ ଗଣିବେ ଡବଲ ଫାଇନ । ଏମିତି ନିୟମ ଆଣିଛନ୍ତି ରାଜ୍ୟ ସରକାର । ଡାକ୍ତରୀ ଛାତ୍ର ରାଜ୍ୟ ସରକାରଙ୍କ ଅଧୀନରେ ୨…

ବିନା ଅନୁମତିରେ ଦିଲ୍ଲୀ-ବାକୁ ବିମାନ ଉଡ଼ାଣ ଭରିବାରୁ ଇଣ୍ଡିଗୋର ପାଇଲଟ ନିଲମ୍ବିତ

ନୂଆଦିଲ୍ଲୀ: ଦିଲ୍ଲୀରୁ ଆଜରବାଇଜାନର ରାଜଧାନୀ ବାକୁ ଯାଉଥିବା ଇଣ୍ଡିଗୋ ବିମାନର ପାଇଲଟମାନଙ୍କୁ ବିମାନ ଉଡ଼ାଣରୁ ହଟାଇ ଦିଆଯାଇଛି ଏବଂ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଆବଶ୍ୟକ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ (ଏଟିସି) ଅନୁମତି ବିନା ଉଡ଼ାଣ…

ନିର୍ବାଚନ ଲଢ଼ିବେନି କଂଗ୍ରେସର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର

ଭୁବନେଶ୍ୱର : ୨୪ ନିର୍ବାଚନ ଲଢ଼ିବେ କିଛି ଭେଟରାନଙ୍କ ପୁଅ । ବାପାଙ୍କ ସ୍ଥାନରେ ସେମାନେ ମଇଦାନକୁ ଓହ୍ଲାଇବେ । ଏନେଇ ଆରମ୍ଭ ହେଲାଣି ଚର୍ଚ୍ଚା । ଆସନ୍ତା ନିର୍ବାଚନ ଲଢ଼ିବେନି କଂଗ୍ରେସର ଭେଟରାନ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର । …

ମେୟର ନିର୍ବାଚନରେ ଜିତିଲା ବିଜେପି, ବର୍ଷିଲେ କେଜ୍ରିୱାଲ…

ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଜିମାତ କରିଛି ବିଜେପି। ଦଳ ପାଖରେ ବିଜୟୀ ହେବାକୁ ସଂଖ୍ୟା ନଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ମେୟର ହୋଇଛନ୍ତି। ବିରୋଧୀ ଆପ୍‌ ଓ କଂଗ୍ରେସ ପାଖରେ ୨୦ଟି ଭୋଟ ଥିଲା। କିନ୍ତୁ ପ୍ରିଜାଇଡିଂ ଅଫିସର ହଠାତ୍‌ ୮ଟି ଭୋଟକୁ ନାକଚ କରି ଦେଇଥିଲେ।…