ଗଞ୍ଜାମ ସୁନାପୁର ବେଳାଭୂମିକୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ୍ ମାନ୍ୟତା…

ବ୍ରହ୍ମପୁର: ପ୍ରଥମେ ପୁରୀ ଆଉ ଏବେ ଗଞ୍ଜାମ ଜିଲ୍ଲାର ସୁନାପୁର ବିଚ୍ କୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ୍ ବିଚ୍ ର ମାନ୍ୟତା । ଏହି ଖବର ଆସିବା ପରେ ‘ଏକ୍ସ’ ରେ ପୋଷ୍ଟ କରି ଖୁସି ଜାହିର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ମୁତାବକ, ୭୭ ଟି…

ଆମେରିକାରେ ପୁଣି ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ଦିନକୁ ଦିନ ଭାରତୀୟ ଛାତ୍ରଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି ଆମେରିକା। ଏହିଠାରୁ ବାରମ୍ବାର ଛାତ୍ର ମୃତ୍ୟୁର ଖବର ସାମ୍ନାକୁ ଆସୁଛି। ଏବେ ପୁଣି ଜଣେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଆମେରିକାର ଇଣ୍ଡିଆନା ସ୍ଥିତ ପର୍ଡୁ ୟୁନିଭରସିଟିରେ ପଢୁଥିବା…

୧୯ ଜଣିଆ ରାଜ୍ୟ ମୁଖପାତ୍ରଙ୍କ ତାଲିକା ଘୋଷଣା କଲା ବିଜେପି…

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ନିଜର ମୁଖପାତ୍ର ତାଲିକା ଘୋଷଣା କରିଛି । ୧୯ ଜଣ ମୁଖପାତ୍ର, ୧୨ ଜଣ ପ୍ୟାନେଲିଷ୍ଟ ଏବଂ ରାଜ୍ୟ ଗଣମାଧ୍ୟମ ସଂଯୋଜକ ନାମ ଘୋଷଣା କରିଛି । ସୁଜିତ୍ କୁମାର ଦାସଙ୍କୁ ଦଳର ଗଣମାଧ୍ୟମ ସେଲ୍ ସହସଂଯୋଜକରୁ ସଂଯୋଜକକୁ…

୫ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ, ପ୍ରତ୍ୟାହାର ହେଲା ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ…

ସିମି ଉପରେ ଲାଗିଥିବା ବ୍ୟାନ୍‌ ଆଉ ୫ ବର୍ଷ ବଢ଼ିଲା

ଆତଙ୍କବାଦୀ ସଂଗଠନ ସିମି ଉପରେ ଲାଗିଥିବା ବ୍ୟାନ୍‌କୁ ଆଜି କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ସିମି ଗୋଟିଏ ବେଆଇନ ସଂଗଠନ ହୋଇଥିବାରୁ ଏହା ଉପରେ ଲାଗିଥିବା ବ୍ୟାନ ଆଉ ୫ ବର୍ଷ ବଢ଼ିଛି। କଠୋର ୟୁଏପିଏ ବଳରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବ୍ୟାନ ଅବଧି ବୃଦ୍ଧି କରିଛି।…

ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କଲେ ଖଡ଼ଗେ

ଭୁବନେଶ୍ୱର: ରାଜ୍ୟ ଅତିଥି ଭବନରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କରିଛନ୍ତି | ୨୦୨୪ ନିର୍ବାଚନକୁ ନେଇ ବୈଠକରେ ଆଲୋଚନା ହୋଇଥିବାବେଳେ ବୈଠକରେ ସିପିଆଇ ନେତା ଅଭୟ ସାହୁ, ସିପିଆଇଏମର ନେତା…

ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ପ୍ରଥମ ପୁରସ୍କାର…

ଭୁବନେଶ୍ୱର: ପ୍ରଥମ ସ୍ଥାନ ହାସଲ କଲା ଓଡ଼ିଶା ପ୍ରଜ୍ଞାପନ ମେଢ । ଗଣତନ୍ତ୍ର ଦିବସରେ ପରେଡରେ ଚଳିତ ଥର ସ୍ଥାନ ପାଇଥିବା ଓଡ଼ିଶାର ପ୍ରଜ୍ଞାପନ ପ୍ରଥମ ସ୍ଥାନ ହାସଲ କରିଛି । ନାରୀ ସଶକ୍ତିକରଣ ଉପରେ ଅଧାରିତ ଓଡ଼ିଶାର ପ୍ରଜ୍ଞାପନ ମେଢ ବିଚାରକ ମଣ୍ଡଳି ଦ୍ବାରା ଶ୍ରେଷ୍ଠ…

ଉତ୍ତରାଖଣ୍ଡରେ ଲାଗୁ ହେବ ୟୁସିସି..!

ୟୁନିଫର୍ମ ସିଭିଲ କୋଡ (ୟୁସିସି) ବା ଏକକ ନାଗରିକ ସଂହିତା ଲାଗୁ କରିବାକୁ ଅଣ୍ଟା ଭିଡୁଛି ଉତ୍ତରାଖଣ୍ଡ। ଦେଶର ପ୍ରଥମ ରାଜ୍ୟ ଭାବେ ଉତ୍ତରାଖଣ୍ଡ ସରକାର ଲାଗୁ କରିବାକୁ ଯାଉଛନ୍ତି ୟୁସିସି ନିୟମ। ଏନେଇ ଏକ ବଡ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି।…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏନେଇ ଆଜି ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ୧୫ଟି ରାଜ୍ୟରେ ଖାଲି ପଡିବାକୁ ଥିବା ୫୬ ଆସନ ପାଇଁ ନିର୍ବାଚନ ହେବ। ନିର୍ବାଚନ ଆୟୋଗଙ୍କ ଚିଠି ଅନୁଯାୟୀ, ରାଜ୍ୟସଭା ନିର୍ବାଚନ ପାଇଁ…

ବିହାରରେ ରାହୁଲଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’…

ବିହାରରେ ବଦଳି ସାରିଛି ମେଣ୍ଟ। କଂଗ୍ରେସକୁ ସମର୍ଥନ କରୁଥିବା ଜେଡିୟୁ ଏବେ ଏନ୍‌ଡିଏ ନୌକାରେ ବସିଛି। ପୁଣିଥରେ ୟୁ-ଟର୍ଣ୍ଣ ମାରି ସାରିଛନ୍ତି ନୀତୀଶ। ବିରୋଧୀଙ୍କୁ ଦେଇଛନ୍ତି ଧୋକା। ଏହାରି ଭିତରେ ଏବେ ବିହାରରେ ପହଞ୍ଚିଛି ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ନ୍ୟାୟ…