ଲଜରୁ ମହିଳାଙ୍କ ମୃତଦେହ ଉଦ୍ଧାର…

ବ୍ରହ୍ମପୁର : ଲଜରୁ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ। ମୃତ ମହିଳା କେରଳର ଅବଦୁଲ ପରିପାଲିପ । ତାଙ୍କ ବୟସ ୪୦ରୁ ୪୫ ମଧ୍ୟରେ ହେବ। ବ୍ରହ୍ମପୁର ଗୋଇଲୁଣ୍ଡି-କୋର୍ଟପେଟା ରାସ୍ତାରେ ଥିବା ଏକ ଲଜରୁ ମୃତଦେହ ଉଦ୍ଧାର କରିଛି ପୋଲିସ। ସୂଚନା ଅନୁସାରେ ଗତ ୧୯ ତାରିଖରେ ମହିଳା ଜଣକ ତାଙ୍କ…

ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ତରଣ ଓ ଗଜଭୋଗ…

କଟକ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ବଡ଼ସିଂହାର ସହ ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର।…

ବଡ଼ବେତରାର ଫୁଲରଥ ଓ ରାସ ଉତ୍ସବର ଅନନ୍ୟ ପରମ୍ପରା…

ହରିହର ତ୍ରିପାଠୀ କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ଗ୍ରାମର ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୁ ମଦନମୋହନ ଓ ଜଟେଶ୍ବର । ଗ୍ରାମର ଦକ୍ଷିଣଭାଗରେ ଜଟେଶ୍ବର ମହାଦେବଙ୍କ ମନ୍ଦିର ଅବସ୍ଥିତ ଥିବାବେଳେ ଗାଁ ମଝିରେ ସ୍ଥାପିତ ମଦନମୋହନ ଓ…

ବଣଭୋଜି ସ୍ଥଳରେ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ମନା…

ପୁରୀ: ବଣଭୋଜି ସ୍ଥଳକୁ ଏଣିକି କେହି ଏକକ ବ୍ୟବହାର୍ଯ୍ୟ(ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ୍‌ ନେଇପାରିବେ ନାହିଁ। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ୍‌ କିମ୍ବା ଅନ୍ୟ କୌଣସି ପ୍ଲାଷ୍ଟିକ୍‌ ପକାଇ ପ୍ରଦୂଷିତ କରିବେ ନାହିଁ। ପୁରୀର ରାମଚଣ୍ଡୀ, ଚନ୍ଦ୍ରଭାଗା ଇକୋ…

ଓଡ଼ିଶା ପ୍ରତି ବାତ୍ୟା ଭୟ ନାହିଁ…

ଭୁବନେଶ୍ୱର,୨୫ା୧୧ : ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୬ ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଧୀରେ ଧୀରେ…

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ…

ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହା ସହିତ…

ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା…

ଭୁବନେଶ୍ୱର, ୨୫।୧୧: ରାଜ୍ୟର ପ୍ରଥମ ସରକାରୀ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଛି A++ ମାନ୍ୟତା। ନ୍ୟାସନାଲ ଆସ୍ସେସମେଣ୍ଟ ଆଣ୍ଡ ଆକ୍ରୀଡେସନ କାଉନ୍ସିଲ (ନାକ ଟିମ) ପରିଦର୍ଶନ ପରେ ରାଙ୍କ୍‌ରେ ଏହି ମାନ୍ୟତା ମିଳିଛି। ନଭେମ୍ବର ୨୦…

ତେଜିଲା ବିବାଦ; ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ…

କଟକ : ଭକ୍ତ ଓ ଭଗବାନଙ୍କ ମିଳନରେ ବାଧକ ସାଜିପାରିଲାନି ବିବାଦ। ଆଠଗଡ଼ ବାବା ଧବଳେଶ୍ୱରଙ୍କ ମନ୍ଦିର ମୁଖ୍ୟ କବାଟ ଭାଙ୍ଗି ଦର୍ଶନ କଲେ ଶ୍ରଦ୍ଧାଳୁ। ଆଜି ବଡ଼ ଓଷାରେ ଶହ ଶହ ଶ୍ରଦ୍ଧାଳୁ ମନ୍ଦିରରେ ଭିଡ଼ ଜମାଇଥିଲେ। ତେବେ ଗତକାଲିରୁ ଲାଗି ରହିଥିବା ବିବାଦ ଯୋଗୁଁ ଆଜି ବି…

ମୃତ୍ୟୁସଂଖ୍ୟା ୬କୁ ବଢ଼ିଲା, କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ମାଲକାନଗିରି : ମାଲକାନଗିରି ସ୍ୱାଭିମାନ ଅଞ୍ଚଳର ହନ୍ତାଲଗୁଡ଼ା ଘାଟିରେ ଆଜି ସକାଳେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟାକୁ ୬କୁ ବୃଦ୍ଧି ପାଇଛି। ଲୁହା ରଡ଼, ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ଘଟଣା ସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଆଉ ୮ ଜଣ…

ଧାନ କାଟିବା ପାଇଁ ଆନ୍ଧ୍ରକୁ ଚାଲାଣ କରାଯାଉଥିଲା,୨୧ ଶିଶୁ ଶ୍ରମିକ ଉଦ୍ଧାର…

ସେମିଳିଗୁଡ଼ା : ଧାନ କାଟିବା କାର୍ଯ୍ୟରେ ନିୟୋଜନ ପାଇଁ ଆନ୍ଧ୍ରକୁ ଚାଲାଣ କରାଯାଉଥିଲା। ବସ୍ ଷ୍ଟାଣ୍ଡରୁ ୧୭ ନାବାଳିକା ଓ ୪ ନାବାଳକଙ୍କୁ ଉଦ୍ଧାର କରିଛି ପୁଲିସ। ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ଏହି ଘଟଣାରେ ପୁଲିସ ୩ ଜଣ ଦଲାଲଙ୍କୁ ଅଟକ ରଖିଛି। ଉଦ୍ଧାର ଶିଶୁ…