ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ଫେବୃଆରୀ ୨୭ରେ ନିର୍ବାଚନ

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୫୬ଟି ଆସନ ମଧ୍ୟରେ ଓଡିଶାର ତିନୋଟି ରହିଛି ସେହିପରି ଉତ୍ତରପ୍ରଦେଶର…

୩୦, ୩୧ରେ ଘନ କୁହୁଡି; ୧ ଓ ୨ରେ ବର୍ଷା..!

ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ସୁବର୍ଣ୍ଣପୁରରେ ଛାତ୍ରଛାତ୍ରୀଙ୍କ ସହ ସାମିଲ ହେଲେ ରାଜ୍ୟପାଳ…

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ମହାମହିମ ରାଜ୍ୟପାଳ ରଘୁବର ଦାସ । ଜିଲ୍ଲାର ହରଡଖୋଲ ସ୍ଥିତ ପଥ ପାର୍ଶ୍ବ ସୁବିଧା କେନ୍ଦ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସହ ଆଲୋଚନା କରିଥିଲେ । ପରେ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ପ୍ରଧାନମନ୍ତ୍ରୀ ଙ୍କ ଦ୍ଵାରା…

କଟକ ଦରଖାପଟଣା ଦୁର୍ଗା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି…

କଟକ: ଠାକୁରଙ୍କୁ ବି ଛାଡିଲେନି ଦୁର୍ବୁତ୍ତ ମନ୍ଦିରରେ ପଶି ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ । ଏଭଳି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି କଟକ ଦରଖାପଟଣାରେ । ଗତକାଲି ବିଳମ୍ୱିତ ରାତିରେ ଦୁର୍ଗା ମନ୍ଦିରରୁ ମାଆଙ୍କର ବହୁ ମୁଲ୍ୟବାନ ସୁନା ରୁପା ଅଳଙ୍କାର ଚୋରି…

ବହୁ ଚର୍ଚ୍ଚିତ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ, ଫିଟିପାରିଲାନି ହତ୍ୟାକାଣ୍ଡର ଗୁମର

ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟାକାଣ୍ଡକୁ ବର୍ଷେ ପୁରିଛି । ହେଲେ ନବ ଦାସଙ୍କୁ କାହିଁକି ଓ କେଉଁ କାରଣରୁ ହତ୍ୟା କରାଗଲା ତାହା ଏବେ ବି ରହସ୍ୟ ଘେରରେ ରହିଛି । ଇତିମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରି…

ପୁଣି ପଲଟିବେ ନୀତୀଶ, ଯଦି ଏଭଳି ନଘଟେ ମୁଁ ରାଜନୀତି ଛାଡ଼ିଦେବି : ପ୍ରଶାନ୍ତ କିଶୋର

ବିହାରରେ ପୁଣି ଭାଙ୍ଗିଛି ମେଣ୍ଟ। ମହାମେଣ୍ଟକୁ ବାଏ ବାଏ କହି ପୁଣି ଥରେ ବିଜେପି କାନି ଧରିଛନ୍ତି ନୀତୀଶ କୁମାର। ଏନ୍‌ଡିଏ ସମର୍ଥନରେ ସେ ପୁଣି ଥରେ ବିହାର ମୁଖ୍ୟମନ୍ତ୍ରୀ ଆସନ ଅକ୍ତିଆର କରିଛନ୍ତି। ତେବେ ବିହାରରେ ନୀତୀଶ କୁମାରଙ୍କ ଏହି ଦଳବଦଳ ରଜନୀତିକୁ ନେଇ…

ଏଣିକି ଖରାପ ବ୍ୟବହାର କଲେ ଶିକ୍ଷକଙ୍କ ସମ୍ପତ୍ତି ଉପରେ ଚଢ଼ାଯିବ ବୁଲଡୋଜର: ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ରାଜସ୍ଥାନର କୋଚିଂ ସେଣ୍ଟର କୋଟରେ ପହଞ୍ଚି ଶିକ୍ଷାମନ୍ତ୍ରୀ ଆକସନ ମୋଡରେ ନଜର ଆସିଥିଲେ। ଏଣିକି ଶିକ୍ଷା ବିଭାଗ ପ୍ରତି ଯଦି କୌଣସି ଶିକ୍ଷକ ଆଞ୍ଚ ଆଣନ୍ତି ତେବେ ସେମାନଙ୍କ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବା ନେଇ ଶିକ୍ଷାମନ୍ତ୍ରୀ କଡ଼ା ଚେତାବନୀ…

ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ପିଙ୍ଗିଲେ ସୁପ୍‌

ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍ ଗ୍ଲାସରେ…

ଲୋକସଭା ନିର୍ବାଚନରେ ଲଢ଼ିବେ ନାହିଁ ଦିଗବିଜୟ

ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଭୋପାଳ କିମ୍ବା ରାଜଗଡ଼ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବା ଗୁଜବକୁ ନେଇ ସଫେଇ ଦେଇଛନ୍ତି | ଦିଗବିଜୟ ସିଂ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି, ସେ କହିଛନ୍ତି ଯେ ସେ…

ନିଆଁରେ ଜଳି ପାଉଁଶ ହୋଇଗଲେ ପରିବାରର ୫ ସଦସ୍ୟ

ଉତ୍ତର ପ୍ରଦେଶର ବରେଲି ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ଏଠାରେ ଫରିଦପୁରସ୍ଥିତ ଏକ ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ସଦସ୍ୟ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକମାନଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ତିନି ସନ୍ତାନ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା…