ପାରାଦୀପ ବନ୍ଦରର ବିକାଶରେ ବାଧକ ସାଜିଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ପାରାଦୀପରେ ବୈଇତ ବନ୍ଦାଣ ଉତ୍ସବ ପାଳନ ହେବା ପରେ ପାରାଦୀପ ବନ୍ଦରର ବିକାଶରେ ରାଜ୍ୟ ସରକାର ବାଧା ସାଜିଛନ୍ତି ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ…

୧୦ ଲକ୍ଷ ଟଙ୍କା ପାଇଁ ଅପହରଣ କରାଯାଇଥିଲା, କିନ୍ତୁ ପରିତ୍ୟକ୍ତ ପଡ଼ିଆରୁ ନାବାଳିକା ଉଦ୍ଧାର…

କେରଳର ପୋୟାପ୍ପାଲୀରୁ ଅପହରଣ ହୋଇଥିବା ନାବାଳିକା ଶେଷରେ ଉଦ୍ଧାର ହୋଇଛି। ପ୍ରାୟ ୨୧ ଘଣ୍ଟା ତଳେ ୬ ବର୍ଷର ଝିଅକୁ କିଛି ଲୋକ ଅପହରଣ କରି ନେଇଥିଲେ। ଏଥିସହ ତାଙ୍କୁ ଛାଡ଼ିବା ପାଇଁ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ମଧ୍ୟ ମାଗିଥିଲେ। ପରିବାର ଲୋକ ଓ ପୁଲିସ୍‌…

ଡିସେମ୍ବର ୧ ରେ ତୁଳସୀ ଯାତ୍ରା, ସାରା ରାଜ୍ୟରୁ ସଂଗୃହୀତ ହେବ ତୁଳସୀ…

ଭୁବନେଶ୍ବର: ଡିସେମ୍ବର ୧ ରେ କଂଗ୍ରେସ ପକ୍ଷରୁ ଆୟୋଜିତ ହେବ ତୁଳସୀ ଯାତ୍ରା । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି । ଭୁବନେଶ୍ବରରୁ ଶରଧାବାଲି ପର୍ଯ୍ୟନ୍ତ ହେବ ତୁଳସୀ ଯାତ୍ରା । ଶରଧାବାଲିରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ…

ହିନ୍ଦୁସ୍ତାନ ଉପରେ ରାଜ କରିବେ ତେଲୁଗୁ ଲୋକ: ମନ୍ତ୍ରୀ ମଲା ରେଡ୍ଡୀ

ହାଇଦ୍ରାବାଦ: ବଲିଉଡ ଅଭିନେତା ରଣବୀର କପୁରଙ୍କ ଅଭିନୀତ ଆନିମଲ ଆସନ୍ତା ମାସ ୧ ତାରିଖରେ ପରଦାକୁ ଆସିବ। ଏହା ହିନ୍ଦୀ ସମେତ ତେଲୁଗୁ ଓ ତାମିଲ ଭାଷାରେ ପ୍ରଦର୍ଶିତ ହେବ। ଯେଉଁଥିରେ ରଣବୀର, ରଶ୍ମିକା ମନ୍ଦନା, ବବି ଦେଓଲ୍, ଅନିଲ କପୁର ଏବଂ ତ୍ରୁପ୍ତି ଡିମ୍ରି ପ୍ରମୁଖ ଭୂମିକାରେ ନଜର ଆସିବେ।…

ଝାରପଡା ଜେଲ୍ ରେ ବିଚାରଧୀନ କଏଦୀର ମୃତ୍ୟୁ

ଭୁବନେଶ୍ୱର: ଆଜି (ମଙ୍ଗଳବାର) ଭୁବନେଶ୍ୱରର ଝାରପଡା ସ୍ପେଶାଲ ଜେଲରେ ଜଣେ ବିଚରାଧୀନ କଏଦୀଙ୍କର ହୃଦଘାତ ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ କଏଦୀଙ୍କ ନାମ ସୁକାନ୍ତ ଭୋଇ ବୋଲି ଜଣାପଡିଛି । ମିଳିଥିବା ଖବର ଅନୁସାରେ, ଯୌତୁକ ନିର୍ଜାତନା ଓ ହତ୍ୟାମାମଲାରେ…

ମହାତ୍ମା ଗାନ୍ଧୀଙ୍କୁ ମୋଦିଙ୍କ ସହ ତୁଳନା କରି ବିବାଦରେ ଉପରାଷ୍ଟ୍ରପତି…

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ମହାତ୍ମା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତୁଳନା କରି ବିବାଦୀୟ ହୋଇପଡିଛନ୍ତି। ସେ ଗାନ୍ଧୀଙ୍କୁ ଗତ ଶତାବ୍ଦୀର ମହାପୁରୁଷ ଏବଂ ମୋଦିଙ୍କୁ ଯୁଗପୁରୁଷ ବୋଲି କହିଛନ୍ତି। ଧନଖଡଙ୍କ ଏହି ମନ୍ତବ୍ୟକୁ ନେଇ ଆରମ୍ଭ ହୋଇଯାଇଛି…

ସୃଷ୍ଟ ଲଘୁଚାପ ୩୦ରେ ଅବପାତର ରୂପ ନେବା ସମ୍ଭାବନା…

ଭୁବନେଶ୍ୱର: ଦକ୍ଷିଣ-ଆଣ୍ଡାମାନ ସାଗର ଓ ତାହାର ସଂଲଗ୍ନ ମଲାକ୍କା ଷ୍ଟ୍ରେଟ୍‌ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି। ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୩୦ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପରେ ଏହା…

ପୋଲିସ ପଞ୍ଝାରେ ଚୋର, ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବୁଲାଉଥିଲା…

ଭୁବନେଶ୍ୱର: ପୋଲିସ ପଞ୍ଝାରେ ଲୁଟେରା। ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବଲାଉଥିଲା ଚୋର। ଥାନାରେ ଅଭିଯୋଗ କରିବା ପରେ ଲୁଟେରାକୁ ବାନ୍ଧିଲା ପୋଲିସ। ଏହାସହିତ ଲୁଟେରା ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ ହୋଇଛି। ଏପରି ଚୋରି ଘଟଣା…

କଟକରେ କଳାଧନ ସମ୍ପର୍କିତ ଏସଆଇଟି ବୈଠକ ଶେଷ…

କଟକ: କଟକରେ କଳାଧନ ସମ୍ପର୍କିତ ଏସଆଇଟି ବୈଠକ ଶେଷ । ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତଙ୍କ ତେଲେଙ୍ଗାବଜାର ସ୍ଥିତ ବାସ ଭବନରେ ଦୁଇ ଘଣ୍ଟା ଧରି ବୈଠକ ଚାଲିଥିଲା । ଇଷ୍ଟର୍ଣ୍ଣ ରିଜନର ଏସଆଇଟି ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ବହୁ ବରିଷ୍ଠ ପଦାଧିକାରୀ…

ଆତ୍ମହତ୍ୟା କଲେ ଅଗ୍ନିବୀର ଟ୍ରେନିଂ ନେଉଥିବା ଯୁବତୀ

ଝୁଲି ପଡ଼ିଲେ ଭାରତୀୟ ନୌସେନା ପାଇଁ ଅଗ୍ନିବୀରର ଟ୍ରେନିଂ ନେଉଥିବା ଯୁବତୀ। ଜଣେ ୨୦ ବର୍ଷୀୟ ଯୁବତୀ ଆତ୍ମହତ୍ୟା କରିଛନ୍ତି। ମୁମ୍ବାଇରେ ଏହି ଘଟଣା ଘଟିଛି। ମଙ୍ଗଳବାର ଏନେଇ ପୁଲିସ ସୂଚନା ଦେଇଛି। ମୁମ୍ବାଇ ପୁଲିସ ମୁତାବକ, ମୃତ ଯୁବତୀ ଜଣକ ହେଲେ ଅପର୍ଣ୍ଣା ନାୟର୍‌।…