କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ

ନୂଆଦିଲ୍ଲୀ : କାଲିଫର୍ଣ୍ଣିଆରେ ଆତଙ୍କ ଆଣିଛି ଏଭିଏନ୍ ଫ୍ଲୁ । ମଣିଷ ଓ ଗୃହପାଳିତ ପଶୁମାନଙ୍କୁ କବଳିତ କରିଚାଲିଛି ଏଭିଏନ୍ ଭୁତାଣୂ । ଏଭିଆନ୍ ଫ୍ଲୁ ନିର୍ଦ୍ଦିଷ୍ଟ ପ୍ରକାରର ଭୂତାଣୁ ଯାହା ଶ୍ବାସନଳୀକୁ ସଂକ୍ରିମିତ କରିଥାଏ । ପକ୍ଷୀଙ୍କ ଠାରୁ ମନୁଷ୍ଯକୁ…

ଅଯୋଧ୍ୟା ଶ୍ରୀରାମ ମନ୍ଦିରକୁ ରୁପା ଝାଡୁ ଦାନ…

ଅଯୋଧ୍ୟା ଶ୍ରୀରାମ ମନ୍ଦିର ପାଇଁ ଭକ୍ତଙ୍କ ରୁପା ଝାଡୁ ଦାନ । ଅଖିଳ ଭାରତୀୟ ମଙ୍ଗ ସମାଜ ରାମ ଜନ୍ମଭୂମି କ୍ଷେତ୍ର ଟ୍ରଷ୍ଟକୁ ଏହି ସୁନ୍ଦର ରୁପାର ଝାଡୁ ପ୍ରଦାନ କରିଛନ୍ତି । ରାମଲାଲାଙ୍କ ଗର୍ଭଗୃହକୁ ସ୍ବଚ୍ଛ ଓ ପରିଚ୍ଛନ୍ନ ରଖିବା ପାଇଁ ଏହି ଝାଡୁକୁ ବ୍ୟବହାର କରିବା…

ଫେବ୍ରୁଆରୀ ୩ ଓ ୧୦ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ…

ଭୁବନେଶ୍ବର: ପ୍ରଥମେ ଫେବ୍ରୁଆରୀ ୩ ଓ ପରେ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଥମେ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ ସମ୍ମିଳନୀରେ ଯୋଗଦେବେ । ଏହାପରେ ପୁଣି ୧୦ ତାରିଖରେ…

ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ; ଜଣେ ମୃତ, ୪ ଗୁରୁତର

ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଶନିବାର ସକାଳେ ଦୁଇ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇ ଜଣେ ଗ୍ରାମୀଣ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଯେତେବେଳେ ଏକ ସଶସ୍ତ୍ର ଗୋଷ୍ଠୀ ସତାଙ୍ଗ କୁକିଙ୍କ ପାହାଡ଼ି ଗାଁରେ…

ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ…

ରାଉରକେଲା //ବଣାଇ : ବିଷାକ୍ତ ଖାଦ୍ୟ ଖାଇ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ବଇଦପାଲି ଆଦିବାସୀ ସେବାଶ୍ରମରେ ୩୦ରୁ ଉର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ସମସ୍ତଙ୍କୁ ବଣାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବଇଦପାଲିର ଆଦିବାସୀ ବାଳିକା ଉଚ୍ଚ…

ମନ୍ଦିରରେ ମଞ୍ଚ ଭୁଶୁଡ଼ି ଜଣେ ମହିଳା ମୃତ, ୧୭ ଆହତ…

ଦିଲ୍ଲୀର କାଲକାଜୀ ମନ୍ଦିରରେ ମଞ୍ଚ ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଶନିବାର ମଧ୍ୟରାତ୍ରରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି ଘଟଣା ଘଟିଥିଲା। ମଞ୍ଚ ଭୁଶୁଡ଼ି ପଡ଼ିବା ପରେ ଗୁରୁତର ଭାବେ ଆହତ ହୋଇଥିବା ଜଣେ…

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ…

ସମ୍ବଲପୁର : ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି…

ଆରପାରିରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ…

ଯାଜପୁର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଘଟିଛି। ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ଯାଜପୁର…

ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ସ୍ଥାନିତ କରିବା ନେଇ ଯୁବ-ଛାତ୍ର ବିଜେଡିର ଦାବି

ଆଠଗଡ଼: ଆଠଗଡ଼ ବିଜୁ ଯୁବ -ଛାତ୍ର ଜନତା ଦଳ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତର ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ…

ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଶ୍ରମ ବିଭାଗର ପ୍ରାଥମିକତା; ମିଳିଲା ୧,୧୩,୩୧,୦୦୦/- ଟଙ୍କାର ସହାୟତା

ଭୁବନେଶ୍ବର : ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ୟ୍ୟାଳୟ, ଭୁବନେଶ୍ୱର ଦ୍ବାରା ପରିଚାଳିତ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ,ବାଲିଅନ୍ତା ଓ ବାଲିପାଟଣା ବ୍ଲକ ଅଧିନରେ ପଞ୍ଜୀକୃତ ନିର୍ମାଣ…