ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ଦଂପତିଙ୍କ ମୃତ୍ୟୁ

ରାଉରକେଲା: ବାଇକ୍‌ ଆରୋହୀ ଦଂପତିଙ୍କ ଉପରେ ଦ୍ରୁତଗାମୀ ଟ୍ରକ୍‌ ଚଢ଼ିଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅଧୀନ ଉପରବାହାଲ ନିକଟରେ ଆଜି ଅପରାହ୍‌ଣରେ ଏଭଳି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ…

ଆରମ୍ଭ ହେଲା ଆଦିବାସୀ ମେଳା; ପଡ଼ିଛି ୧୦୯ ଷ୍ଟଲ୍

ଭୁବନେଶ୍ୱର : ଭୁବନେଶ୍ୱରରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ। ଆଦିବାସୀ ମେଳାରେ ୧୦୯ ଷ୍ଟଲ୍ ଲାଗିଥିବା ବେଳେ ମେଳାରେ ମୁଖ୍ୟ…

କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା; ୨ମହିଳାଙ୍କୁ କଚାଡି ମାରିଲା

ଦେବଗଡ଼ : ଅନ୍ଧାର ରାତିରେ କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା। ଶୁଣ୍ଢରେ ଉଠାଇ ମହିଳା ଦୁଇ ଜଣଙ୍କୁ କଚାଡି ମାରିଲା। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଗତ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ…

ଧରା ପଡ଼ିଲେ ନକଲି ଶିକ୍ଷକ, ବହିଷ୍କାର କଲେ ବିଇଓ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲାରୁ ନକଲି ଶିକ୍ଷକ ଧରାପଡ଼ିବାର ଧାରା ଜାରି ରହିଛି। ଜାଲ ସାର୍ଟିଫିକେଟର କାରଖାନା ବଲାଙ୍ଗିରରୁ ବାହାରିବ ପରେ ସାର୍ଟିଫିକେଟ ଯାଞ୍ଚକୁ ଜୋରଦାର କରାଯାଇଛି। ଜାଲ ସାର୍ଟିଫିକେଟ ଦେଇ…

ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଜୀବନ ହାରିଲେ ବାଇକ୍‌ ଆରୋହୀ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ…

ଏମ୍ସ ଭୁବନେଶ୍ୱରରେ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ…

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅ ଛାଡ଼ି ପଳାଇଗଲେ ବାପା…

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌କୁ ଅବଗତ କରାଇଛି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ…

ଏପଟେ ସମଲେଇ ପ୍ରକଳ୍ପ ଲୋକାର୍ପିତ, ସେପଟେ ବିସ୍ଥାପିତଙ୍କ ପ୍ରତିବାଦ

ସମ୍ବଲପୁର : ମହାଆଡମ୍ୱରେ ଲୋକାର୍ପିତ ହୋଇଛି ମାଆ ସମଲେଇ ପ୍ରକଳ୍ପ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ। ହେଲେ ଏଥିରେ ଦେଖିବାକୁ ମିଳିଥିଲା ବିଚିତ୍ର ଚିତ୍ର। ଏପଟେ ସମଲେଇ ପ୍ରକଳ୍ପ ପାଇଁ ଲୋକାର୍ପଣ ଚାଲିଥିଲା। ସେପଟେ ପ୍ରକଳ୍ପ ପାଇଁ ବିସ୍ଥାପିତ…

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ଦେବଗଡ଼ : ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର…

ଜଳିଗଲା କାର୍‌, ୪ ଜୀବନ୍ତ ଦଗ୍ଧ

ଚଣ୍ଡୀଗଡ଼ : ପଞ୍ଜାବର ହୋସିଆରପୁରରେ ଗତରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ କାର୍‌ରେ ନିଆଁ ଲାଗିବା ଯୋଗୁ ଘଟଣାସ୍ଥଳରେ କାର୍‌ଟି ଜଳି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ୍‌ ମାମଲାର ଯାଞ୍ଚ ଆରମ୍ଭ କରିଛି।ଏହି ଭୟଙ୍କର ଦୁର୍ଘଟଣା ହୋସିଆରପୁରର…