ବିଜେପି ବିରୋଧରେ କେଜ୍ରିୱାଲଙ୍କ ଖୁଲାସା; ଆପ୍‌ ବିଧାୟକଙ୍କୁ ମିଳିଛି ୨୫ କୋଟି ଲେଖାଏଁର ଅଫର

ନୂଆଦିଲ୍ଲୀ : ‘ଦିଲ୍ଲୀରେ ପଦ୍ମ ଫୁଟାଇବାକୁ ଫୁଲ୍‌ ଦମରେ ଲାଗିଛି ବିଜେପି। ଏପରିକି ଆପ୍‌ ଛାଡ଼ି ବିଜେପିରେ ମିଶିବାକୁ ୨୫ କୋଟି ଲେଖାଏର ଅଫର । ଏଥିସହ ବିଜେପି ଟିକେଟରେ ନିର୍ବାଚନ ଲଢ଼ିବାର ଲୋଭ ବି ଦେଖାଯାଉଛି। ’ ବିଜେପି ବିରୋଧରେ ଏପରି ସାଂଘାତିକ ଅଭିଯୋଗ ଆଣିଛନ୍ତି…

ଗଭୀର ସମୁଦ୍ରରେ ବ୍ରିଟିଶ ତୈଳ ଟ୍ୟାଙ୍କରକୁ ମିଶାଇଲ ମାଡ଼, ଜାହାଜରେ ଅଛନ୍ତି ୨୨ ଭାରତୀୟ…

ନୂଆଦିଲ୍ଲୀ : ଗଭୀର ସମୁଦ୍ରରେ ବ୍ରିଟିଶ ତୈଳ ଟ୍ୟାଙ୍କରରେ ଲାଗିଛି ନିଆଁ। ହାଉତି ବିକ୍ଷୋଭକାରୀ ଟ୍ୟାଙ୍କରକୁ ଟାର୍ଗେଟ କରି ମିସାଇଲ ମାଡ଼ କରିବା ପରେ ଟ୍ୟାଙ୍କରରେ ନିଆଁ ଲାଗିଯାଇଛି। ଏଥିରେ ୨୨ ଜଣ ଭାରତୀୟ ଥିବା ସୂଚନା ମିଳିଛି। ଖବର ପାଇ ଭାରତୀୟ ନୌସେନା…

ଚାଲିଥିଲା ବ୍ରେନ୍‌ ଟ୍ୟୁମର ଅପରେସନ; ରୋଗୀ ବଜାଉଥିଲେ ଗିଟାର

ଅପରେସନ କଥା ଶୁଣିଲେ ସମସ୍ତେ ଛାନିଆ ହୋଇ ଯାଆନ୍ତି। ଅପରେସନ ଟେବୁଲକୁ ଗଲେ କଥା ସରିଲା। କିପରି ଭଲରେ ଭଲରେ ଅପରେସନ ସରିବ ସେଥିପାଇଁ ମୁଣ୍ଡିଆ ମାରୁଥାନ୍ତି ପରିବାର ଲୋକେ। ଆଉ ରୋଗୀ କଥା ତ ଛାଡ଼ । ମାତ୍ର ଏବେ ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ସେଥିରେ ଏହାର…

୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୦ ଜଣଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ…

ସାଧାରଣ ଦିବସର ଅବ୍ୟବହିତ ପୂର୍ବରୁ ଗୁରୁବାର ସନ୍ଧ୍ୟାରେ କେନ୍ଦ୍ର ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତ ବର୍ଷ ୫ ଜଣଙ୍କୁ ପଦ୍ମ ବିଭୁଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୧୦ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ । ଏଥିନିମନ୍ତେ ସେମାନଙ୍କ…

ମୂର୍ତ୍ତି ଗଢ଼ିବା ସମୟରେ ପ୍ରତିଦିନ ସନ୍ଧ୍ୟା ୪ରୁ ୫ଟା ମଧ୍ୟରେ ଏକ ମାଙ୍କଡ଼ ଆସି ରାମଲଲ୍ଲାଙ୍କୁ ଦେଖି ଚାଲିଯାଏ: ଅରୁଣ…

ନୂଆଦିଲ୍ଲୀ: ଶିଳ୍ପୀ ଅରୁଣ ଯୋଗୀରାଜ ଅଯୋଧ୍ୟା ରାମମନ୍ଦିର ପାଇଁ ରାମଲଲ୍ଲାଙ୍କ ମୂର୍ତ୍ତି ତିଆରି କରିଛନ୍ତି। ଉକ୍ତ ମୂର୍ତ୍ତିର ପ୍ରାଣପ୍ରତିଷ୍ଠା ଜାନୁଆରି ୨୨ ତାରିଖରେ ହୋଇସାରିଛି। ତେବେ ରାମଲଲ୍ଲାଙ୍କ ମୂର୍ତ୍ତି ତିଆରି କରିବା ସମୟରେ ଅରୁଣ ଯୋଗୀରାଜଙ୍କ…

ଯୁଧିଷ୍ଠିରଙ୍କ ଉତ୍ତରକୁ ଭିତ୍ତି କରି ରାୟ ଶୁଣାଇଲେ ବିଚାରପତି…

ରାଞ୍ଚି: ଝାଡ଼ଖଣ୍ଡ ହାଇକୋର୍ଟ ଆଜି ଜଣେ ପିତା ଏବଂ ପୁଅଙ୍କ ବିବାଦରେ ନିଜର ରାୟ ପ୍ରଦାନ କରି ମହାଭାରତ ଏବଂ ବେଦକୁ ସୂଚାଇ କହିଛନ୍ତି ଯେ ପୁଅର ପିତାମାତାଙ୍କ ପ୍ରତି କର୍ତ୍ତବ୍ୟ ଅଛି ଏବଂ ପିତାଙ୍କ ସ୍ଥାନ ସ୍ୱର୍ଗଠାରୁ ଅଧିକ। ଜଷ୍ଟିସ ସୁଭାଷ ଚନ୍ଦ ମହାଭାରତରେ ଯକ୍ଷଙ୍କ…

ଭାଙ୍ଗିଯିବ ବିହାର ସରକାର! ପୁଣି ମୁଖ୍ୟମନ୍ତ୍ରୀ ହେବ ନୀତୀଶ କୁମାର

ଶେଷରେ ଭାଙ୍ଗିବାକୁ ଯାଉଛି ଆରଜେଡି-ଜେଡିୟୁ ମେଣ୍ଟ। ବିହାରରେ ଗଠନ ହୋଇପାରେ ବିଜେପି-ଜେଡିୟୁ ସରକାର। ଆସନ୍ତା ଜାନୁଆରୀ 28ରେ ଜେଡିୟୁ-ବିଜେପି ସରକାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତୀଶ କୁମାର। ବିଶେଷ ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ଆସନ୍ତା…

ସମ୍ପର୍କରେ ତିକ୍ତତା ମଧ୍ୟରେ ଭାରତକୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲା କାନାଡା

ଭାରତ-କାନାଡା ସମ୍ପର୍କରେ ତିକ୍ତତା ମଧ୍ୟରେ ଭାରତକୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲା କାନାଡା। ଭାରତରେ ଥିବା କାନାଡାର ହାଇକମିଶନ ୭୫ତମ ଗଣତନ୍ତ୍ର ଦିବସ ଅବସରରେ ଅଭିନନ୍ଦନ ଜଣାଇଛନ୍ତି। ଏକ ଏକ୍ସ ପୋଷ୍ଟ ମାଧ୍ୟମରେ ହାଇକମିଶନର କହିଛନ୍ତି, “ଭାରତକୁ ଗଣତନ୍ତ୍ର…

ଏବେ କାଶୀ, ମଥୁରା ବାକି ଅଛି :ଗିରିରାଜ ସିଂ

ନୂଆଦିଲ୍ଲୀ: ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଜ୍ଞାନବାପି ମସଜିଦ ପରିସରର ସର୍ଭେ ରିପୋର୍ଟ ହିନ୍ଦୁ ଓ ମୁସଲମାନ ପକ୍ଷକୁ ପ୍ରଦାନ କରାଯାଇଛି। ହିନ୍ଦୁ ପକ୍ଷର ଆଇନଜୀବୀ ବିଷ୍ଣୁ ଶଙ୍କର ଜୈନ ଗୁରୁବାର (ଜାନୁଆରୀ ୨୬) ଦାବି କରିଛନ୍ତି ଯେ ଏଏସଆଇ ରିପୋର୍ଟରୁ ଜଣାପଡିଛି ଯେ…

‘ନୀତୀଶ ଯଦି ଇଣ୍ଡିଆ ମେଣ୍ଟରେ ରହନ୍ତେ, ତେବେ ପ୍ରଧାନମନ୍ତ୍ରୀ ହୋଇପାରନ୍ତେ’

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିଜେପି ସହ ମେଣ୍ଟ କରିବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ। ଅଖିଳେଶ କହିଛନ୍ତି, ଯଦି ନୀତୀଶ କୁମାର ଦୃଢ ଭାବେ ଇଣ୍ଡିଆ ମେଣ୍ଟରେ ରହନ୍ତେ, ତେବେ ସେ ପ୍ରଧାନମନ୍ତ୍ରୀ…