ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ପ୍ରଶାନ୍ତି ଏକ୍ସପ୍ରେସ୍‌…

ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଗଡ଼ିଲା ଟ୍ରେନ୍‌। ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଚାଲିଲା ଏକ୍ସପ୍ରେସ ଟ୍ରେନ୍‌। ମରାମତି ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ…

ସାବତ ମା’ର ଆକ୍ରମଣରେ ପୁଅ-ଝିଅ ଗୁରୁତର, ମେଡିକାଲରେ ଭର୍ତ୍ତି…

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ରେ ସାବତ ମା’ର ଆକ୍ରୋଶରେ ପୁଅ ଓ ଝିଅ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟ ପୁଅ ଓ ଝିଅଙ୍କୁ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇଁ ପୁଲିସ ମା’କୁ ଥାନାରେ ଅଟକ ରଖିଛି। ପ୍ରକାଶଯୋଗ୍ୟ ବାଙ୍କୀ ପାର୍ଥପୁର…

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ରେଳମନ୍ତ୍ରୀ- କଂଗ୍ରେସ

ଭୁବନେଶ୍ୱର:ଦେଶରେ ଲଗାତାର ଟ୍ରେନ ଦୁର୍ଘଟଣା ଘଟୁଛି । ଏଥିପାଇଁ ନୈତିକ ଦାୟିତ୍ୱ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା…

ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ…

ଭୁବନେଶ୍ୱର: ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ କୋରିମିଲି ଭେଙ୍କଟ ଶ୍ରୀନିବାସ। ଭୁବନେଶ୍ୱର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ। ଏୟାରଫୋର୍ସ ଗ୍ରୁପ କ୍ୟାପିଟେନ ଥିଲେ ଶ୍ରୀନିବାସ। ଜଣେ ୧୩ ବର୍ଷୀୟ ନାବାଳିକାକୁ…

ସାଇକେଲ ଶୋଭାଯାତ୍ରା ବେଳେ ହୃଦ୍‌ଘାତ, ଟଳି ପଡ଼ିଲେ ନେତା…

ରାଲି ବେଳେ ଟଳି ପଡିଲେ ନେତା। ସାଇକେଲ ଯାତ୍ରା ବେଳେ ଆସିଲା ହୃଦ୍‌ଘାତ। ବିଚ୍‌ ରାସ୍ତାରେ ଚେତାଶୂନ୍ୟ ହୋଇପଡିଲେ ନେତା। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ। ପ୍ରକୃତରେ ଆଜି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କ…

ରାଜଭବନରେ ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ରାଜଭଜନରେ ପହଞ୍ଚିଲେ ନୂଆ ରାଜ୍ୟପାଳ । ଆସନ୍ତାକାଲି କାଲି ନେବ ଶପଥ । ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ କଡ଼ା ସୁରକ୍ଷା ଭିତରେ ରାଜଭବନରେ ପହଂଚିବା ପରେ ସ୍ୱାଗତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପଢୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ନୂଆ…

ବାଚସ୍ପତିଙ୍କୁ ଡିସେମ୍ବର ୩୧ ଯାଏ ସମୟ ଦେଲେ ସୁପ୍ରିମକୋର୍ଟ…

ଶିବସେନା ବନାମ ଶିବସେନା। ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟ କଡା ନିର୍ଦ୍ଦେଶ ନେଇଛନ୍ତି। ଅଯୋଗ୍ୟତା ଆବେଦନ ଉପରେ ନିଷ୍ପତ୍ତି ନେବାକୁ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ବେକରଙ୍କୁ ଆସନ୍ତା ଡିସେମ୍ବର ୩୧ ଯାଏ ସମୟ…

ନଭେମ୍ବର ୧ରୁ ଆରମ୍ଭ ହେବ ମିଶନ ଅଲିଭ ରିଡ଼ଲେ…

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲାର ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥାକୁ ସୁରକ୍ଷିତ ମନେ କରି ବଂଶ ବୃଦ୍ଧି କରିବା ପାଇଁ ପ୍ରଶାନ୍ତ ମହାସାଗରରୁ ହଜାର ହଜାର ନଟିକାଲ ମାଇଲ୍ ସମୁଦ୍ର ର ନୀଳ ଜଳରାଶିକୁ ଅତିକ୍ରମ କରି ବିରଳ ଅଲିଭ ରିଡଲେ କଇଁଛମାନେ ଆସିଥାନ୍ତି । ଏହି…

ପ୍ରଚାର ବେଳେ ବିଆରଏସ୍ ସାଂସଦଙ୍କୁ ଛୁରାମାଡ, ଡାକ୍ତରଖାନାରେ ଭର୍ତ୍ତି…

ତେଲେଙ୍ଗାନା ସାଂସଦ ତଥା ବିଧାନସଭା ନିର୍ବାଚନ ପ୍ରାର୍ଥୀ କୋଠା ପ୍ରଭାକର ରେଡ୍ଡିଙ୍କୁ ଛୁରାମାଡ। ପ୍ରଚାର ସମୟରେ ସାଂସଦଙ୍କ ଉପରକୁ ଛୁରାମାଡ କରାଯାଇଛି। ଏଥିରେ ତାଙ୍କ ପେଟରେ ଆଘାତ ଲାଗିଥିବା ବେଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ପ୍ରଭାବକ…

ଉତ୍କୋଚ ନେବୁନି କି ଦେବୁନି- ଏମିତି ଶପଥ ନେଲେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀ…

ଭୁବନେଶ୍ୱର:ଶପଥ ନେଲେ ସରକାରୀ କର୍ମଚାରୀ ଓ ଅଫିସର । ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖିବେ । ଉତ୍କୋଚ ନେବେ ନାହିଁ କିମ୍ବା ଦେବେ ନାହିଁ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ…