ବିଜେପିକୁ ଫେରିଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର…

ବେଙ୍ଗାଲୁରୁ : ବିଜେପିକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର। ଗତ ବର୍ଷ ଦଳ ଛାଡି କଂଗ୍ରେସରେ ଯୋଗ ଦେଇଥିବା ଏହି ବରିଷ୍ଠ ନେତା ଆଜି ପୁନର୍ବାର ବିଜେପିରେ ଯୋଗ ଦେଇଛନ୍ତି। 2023 କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ଛାଡିଥିଲେ…

କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ; ମୋଦିଙ୍କୁ ପ୍ରଶଂସାରେ ପୋତିଲେ ନୀତୀଶ…

ପାଟନା : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଏବଂ ସମାଜସେବୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ଘୋଷଣା ପରେ ବଦଳି ଯାଇଛି ରାଜନୈତିକ ପାଣିପାଗ। କାରଣ ମେଣ୍ଟ ଦଳରେ ଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ରର ବିଜେପି…

ପଶ୍ଚିମବଙ୍ଗରେ ପ୍ରବେଶ କଲା ରାହୁଲଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା, ବିରୋଧ ପ୍ରଦର୍ଶନ କଲା ଟିଏମସି

କୋଲକାତା : କଂଗ୍ରେସ ଦଳର ପୂର୍ବତନ ମୁଖ୍ୟ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ପଶ୍ଚିମବଙ୍ଗରେ ପ୍ରବେଶ କରିଛି। ଏହି ପ୍ରବେଶ ସହିତ ରାହୁଲ ଗାନ୍ଧୀ ବାର୍ତ୍ତା ଦେଇଛନ୍ତି ଯେ ସେ ଇଣ୍ଡିଆ ମେଣ୍ଟ ସହଯୋଗୀ ତୃଣମୂଳ କଂଗ୍ରେସକୁ ଚ୍ୟାଲେଞ୍ଜ କରିବା ପାଇଁ ନୁହେଁ…

ଗଙ୍ଗା ସ୍ନାନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପିଟିଲା ଟ୍ରକ୍‌ – ୧୨ ମୃତ…

ଲକ୍ଷ୍ନୌ : ଅଧା ରହିଗଲା ଗଙ୍ଗା ସ୍ନାନ। ଅଟୋରେ ଗଙ୍ଗା ସ୍ନାନ ପାଇ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପଛରୁ ପିଟିଲା ଟ୍ରକ୍‌। ଚାଲିଗଲା ୧୨ ଜଣଙ୍କ ଜୀବନ। ଉତ୍ତରପ୍ରଦେଶର ଶାହାଜାହାଁପୁରରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଜି ସକାଳୁ ଶହାଜାହାଁପୁର ମଦନାପୁର…

ପ୍ରକଳ୍ପ ଉଦ୍‌ଘାଟନ କରିବାକୁ ଯାଇ ହଟହଟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା…

ବେଙ୍ଗାଲୁରୁ : ପ୍ରକଳ୍ପ ଉଦ୍‌ଘାଟନ କରିବାକୁ ଯାଇ ହଟହଟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା। ସ୍ୱିଚ୍ ଟିପିବା ପରେ ବି ଷ୍ଟାର୍ଟ ହେଲାନି ମଟର୍‌। ସର୍ବସମ୍ମୁଖରେ ଲୋକହସା ହେଲେ ମୁଖ୍ୟମନ୍ତ୍ରୀ। ଏହି ଘଟଣା ପରେ ଆକ୍ସନ ମୁଡ୍‌କୁ ଆସିଛନ୍ତି କର୍ଣ୍ଣାଟକ…

ଗଣତନ୍ତ୍ର ଦିବସରେ ୧୧୩୨ ଜଣ ବୀରଙ୍କୁ ମିଳିବ ସମ୍ମାନ, ଜମ୍ମୁ କଶ୍ମୀରରୁ ପାଇବେ ସର୍ବାଧିକ…

ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପ୍ରଦର୍ଶନ ପାଇଁ ୧୧୩୨ ଜଣଙ୍କୁ ମିଳିବ ସମ୍ମାନ। ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଲିକା ପ୍ରକାଶ କରିଛି।ଆସନ୍ତାକାଲି ୭୫ତମ ଗଣତନ୍ତ୍ର ଦିବସରେ ଏହି ସମ୍ମାନ ପ୍ରଦାନ କରାଯିବ। ପୁଲିସ, ଅଗ୍ନିଶମ,…

ପ୍ରଥମ ଦିନରେ ଅଯୋଧ୍ୟା ରାମ ମନ୍ଦିରକୁ ଦାନ ହୋଇଛି ୩ କୋଟି ଟଙ୍କା…

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା। ତା’ପର ଦିନ ଅର୍ଥାତ୍ ଜାନୁଆରୀ ୨୩ରେ ଏହାକୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲି ଦିଆଯାଇଥିଲା। ଆଉ ପ୍ରଥମ ଦିନରେ ହିଁ ଭକ୍ତମାନେ ରାମ ମନ୍ଦିରକୁ ୩.୧୭ କୋଟି…

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୨୮୬ଟି ସ୍କୁଲ ଲୋକାର୍ପିତ…

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା…

ନବମ ଦିନରେ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା…

ବରଗଡ଼ : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ ଯାତ୍ରା କରିଛନ୍ତି ।…

‘ଇଣ୍ଡିଆ’କୁ ଝଟ୍‌କା, ‘ଏକଲା ଚଲୋ’ ନାରା ଦେଲେ ଦିଦି…

ପାଖେଇ ଆସୁଛି ଲୋକସଭା ନିର୍ବାଚନ। ତେବେ ଏହାପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ପଶ୍ଚିମବଙ୍ଗରେ ଲାଗିଛି ଜୋରଦାର ଝଟ୍‌କା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ 'ଏକଲା ଚଲୋ' ନାରା ଦେଇଛନ୍ତି। ଆଗାମୀ ଲୋକସଭା ନିର୍ବାଚନରେ ଟିଏମ୍‌ସି…