ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ପାଣିପାଗ ସରଗରମ ରହିଛି | ଏହି ବିଧାନସଭା ନିର୍ବାଚନରେ ବିଜେପି ଓ କଂଗ୍ରେସ ମଧ୍ୟରେ ଜୋରଦାର ଲଢେଇ ହେବାକୁ ଥିବାବେଳେ ନିର୍ବାଚନରେ ​​କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଲଢ଼ିପାରନ୍ତି…

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ମିନି ମାରାଥନ…

ଭୁବନେଶ୍ୱର : ଆଜି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ଏହି ଅବସରରେ ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । ସକାଳ ୭ଟା ୩୦ମିନିଟ ସମୟରେ ଆରମ୍ଭ…

ଧମକ ପରେ ବି ଗାଜାକୁ ସହାୟତା କରିବେ ଏଲନ୍‌ ମସ୍କ…

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗାଜାରେ ଗ୍ରାଉଣ୍ଡ ଅପରେସନ ଆରମ୍ଭ କରିଦେଇଛି ଇସ୍ରାଏଲ। ଚାରିପୁଟି ଇସ୍ରାଏଲ ଗାଜାକୁ ଘେରି ରହିଛି। ଇସ୍ରାଏଲ ତରଫରୁ ଗାଜାକୁ ସମସ୍ତ ପ୍ରକାର ଯୋଗାଯୋଗ ବନ୍ଦ କରିଦିଆଯାଇଛି। ଏହାର ପ୍ରଭାବ ହମାସ ଆତଙ୍କୀଙ୍କ ବ୍ୟତୀତ ଗାଜାର…

ଗଞ୍ଜେଇ ଚୋରା ଚାଲାଣ ବେଳେ, ୪ ଜଣ ଗିରଫ…

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ…

ଫ୍ରିଜ୍‌ରୁ ବାହାରିଲା ଗୋଡ଼ହାତ ବନ୍ଧା ହୋଇଥିବା ଅନ୍ତଃସତ୍ତ୍ବା ମଡେଲ୍‌ଙ୍କ ଶବ…

ଲସ୍‌ ଏଞ୍ଜେଲେସ୍‌: ହାତଗୋଡ଼ ଓ ମୁହଁ ବନ୍ଧାଯାଇଥିବା ଅବସ୍ଥାରେ ଏକ ଆପାର୍ଟମେଣ୍ଟ୍‌ରେ ଥିବା ଫ୍ରିଜ୍‌ ଭିତରୁ ଉଦ୍ଧାର କରାଯାଇଥିବା ଜଣେ ମଡେଲ୍‌ଙ୍କ ଶବର ବ୍ୟବଚ୍ଛେଦ ରିପୋର୍ଟ ଶୁକ୍ରବାର ଦିନ ପ୍ରକାଶ କରାଯାଇଥିବା କଥା ‘ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ୩୧…

ସମ୍ପର୍କୀୟ ପରିଚୟ ଦେଇ ଚୂନ ଲଗାଇଦେଲା ସାଇବର ଠକ…

ଯାଜପୁର : ସମ୍ପର୍କୀୟ ଭାବେ ପରିଚୟ ଦେଇ ଲକ୍ଷ ଲକ୍ଷ ଟଙ୍କା ଚୁନ ଲଗାଉଥିଲା ସାଇବର ଠକ । ଠକକୁ ଗିରଫ କରିଛି ଯାଜପୁର ପୋଲିସ୍ । ଫୋନରେ ଏମିତି ଭାବରେ କଥା କହୁଥିଲା କି ଯେମିତି ଅତି ନିକଟ ସମ୍ପର୍କୀୟ । ଏମିତି କରି ଅନେକ ଲୋକଙ୍କ ଟଙ୍କା ଲୁଟିଥିବା ଅଭିଯୋଗ ହୋଇଛି ।…

୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ…

ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା ପକ୍ଷରୁ ଗାଜାରେ…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’…

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ ‘ଲକ୍ଷ୍ମୀ ବସ୍‌’। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ…

ଅକ୍ଟୋବର ୩୧ରେ ସ୍ଥାପନା ହେବ ‘ମୋ ଯୁବା ଭାରତ’ ସଙ୍ଗଠନ: ପ୍ରଧାନମନ୍ତ୍ରୀ ମୋଦୀ…

ନୂଆଦିଲ୍ଲୀ: ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ୍‌ ଅକ୍ଟୋବର ୩୧ ତାରିଖରେ ଜାତୀୟସ୍ତରୀୟ ସଙ୍ଗଠନ ‘ମୋ ଯୁବା ଭାରତ’ ବା ‘ମାଇଁ ଭାରତ’ ସ୍ଥାପନା କରାଯିବ ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି…