ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

କଟକ : ପଞ୍ଚଭୂତରେ ଲୀନ ହେଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାଯାଇଛି। ସ୍ୱରୂପଙ୍କୁ ତାଙ୍କ ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ତାଙ୍କର ଶେଷକୃତ୍ୟ ସଂପନ୍ନ ସମୟରେ ବହୁ ବିଶିଷ୍ଟ…

ଓଡ଼ିଶାର ସୌନ୍ଦର୍ଯ୍ୟ ପ୍ରଧାନ ଜିତିଲେ ସ୍ୱର୍ଣ୍ଣ ଓ ରୌପ୍ୟ

ନୂଆଦିଲ୍ଲୀ : ଚୀନର ହାଙ୍ଗଝୌରେ ଚାଲିଥିବା ଏସିଆନ ପାରା ଗେମ୍ସରେ ଓଡ଼ିଶାର ସୌନ୍ଦର୍ଯ୍ୟ ପ୍ରଧାନ ଚେସ୍‌ରେ ଦୁଇଟି ପଦକ ଜିତିଛନ୍ତି। ସେଥିରୁ ଗୋଟିଏ ସ୍ୱର୍ଣ୍ଣ ଓ ଅନ୍ୟଟି ରୌପ୍ୟ। ବରଗଡ଼ର ଅତାବିରାର ଦୃଷ୍ଟି ବାଧିକ ସୌନ୍ଦର୍ଯ୍ୟ ପ୍ରଧାନ ବ୍ୟକ୍ତିଗତ ଭାବେ ରୌପ୍ୟ ପଦକ…

ସରକାରୀ କ୍ୱାର୍ଟର୍ସରୁ ରାଜସ୍ୱ ସହାୟିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କୋରାପୁଟ : ରାଜସ୍ୱ ସହାୟିକା ମୃତଦେହ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ସ୍ଥିତ ସରକାରୀ କ୍ୱାର୍ଟର୍ସରେ। ମୃତ ରାଜସ୍ୱ ସହାୟିକା ଜଣଙ୍କ ହେଲେ ସନ୍ଧ୍ୟାରାଣୀ ନାୟକ। ସନ୍ଧ୍ୟାରାଣୀ ଦୁଇ ବର୍ଷ…

୧ରୁ ୩ ତାରିଖ ଯାଏ ପୁଣି ବର୍ଷା !

ଭୁବନେଶ୍ବର : ଆଗାମୀ ୪ ଦିନ ପାଗ ସାଧାରଣତଃ ଶୁଖିଲା ରହିବ। ତେବେ ବଙ୍ଗୋପସାଗରରୁ ଆସୁଥିବା ଜଳୀୟ ବାଷ୍ପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ୧ ରୁ ୩ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଭ୍ୟନ୍ତରୀଣ ଓଡ଼ିଶାରେ…

ଯୁଦ୍ଧ ବିରାମ ପାଇଁ ଜାତିସଂଘରେ ପ୍ରସ୍ତାବ, ଭୋଟ୍‌ ଦେଲାନି ଭାରତ

ନୂଆଦିଲ୍ଲୀ : ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ବଢ଼ି ଚାଲିଛି। ଗାଜା ଉପରେ ଆଖିବୁଜା ଆକ୍ରମଣ କରୁଛି ଇସ୍ରାଏଲ। ତେବେ ଏହି ଯୁଦ୍ଧ ଉପରେ ବିରାମ ଲଗାଇବା ପାଇଁ ଜାତସଂଘ ଏକ ପ୍ରସ୍ତାବ ଆଗତ କରିଛି। ଶୁକ୍ରବାର ଏହି ପ୍ରସ୍ତାବ ଆଗତ କରାଯାଇଥିଲା। ତେବେ ଏଥିରୁ…

AIUDF ନେତାଙ୍କ ବିବାଦୀୟ ବୟାନ – ଚୋରି, ଡକାୟତି, ରେପ୍‌ ସବୁଥିରେ ଆମେ ନଂ-୧

ନୂଆଦିଲ୍ଲୀ : ‘ଆଜିର ଯୁଗରେ ଲୋକ ଜହ୍ନକୁ ଯାଉଛନ୍ତି। ହେଲେ ଆମେ ଜେଲ୍‌ ଯାଉଛୁ। କାରଣ ଚୋରି, ଡକାୟତି, ଲୁଟ୍‌, ବଳାତ୍କାର ଆଦି ସବୁ କେସ୍‌ରେ ଆମେ ନଂ-୧।’ ଏକ ଜନସଭାକୁ ସମ୍ବୋଧନ କରି ନିଜ ସମ୍ପ୍ରଦାୟ ନାଁରେ ଏପରି ବିବାଦୀୟ ବୟାନ ଦେଇଛନ୍ତି ସାଂସଦ ତଥା ଅଲ ଇଣ୍ଡିଆ…

୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ, ଅନେକ ହମାସ ସଦସ୍ୟ ମୃତ

ନୂଆଦିଲ୍ଲୀ : ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା…

ଭୁବନେଶ୍ୱରରେ ରୋଜଗାର ମେଳାର ଦଶମ ପର୍ଯ୍ୟାୟରେ ୧୭୬ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶେଷ ନୀତି ଓ ପ୍ରଭାବଶାଳୀ ପଦକ୍ଷେପ କାରଣରୁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳା ମାନଙ୍କ ଭାଗିଦାରୀ ବଢିଛି ବୋଲି ଶନିବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଦଶମ…

ଅମୃତ କଳସ ଧରି ବିଜେପିର ଶୋଭାଯାତ୍ରା

ଭୁବନେଶ୍ବର : ଅମୃତ କଳସ ଧରି ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି ବିଜେପି କାର୍ଯ୍ୟକର୍ତ୍ତା। ୩୧୪ ବ୍ଲକରୁ ୩୧୪ ଅମୃତ କଳସ ଧରି ବିଜେପିର ୬୩୦ କାର୍ଯ୍ୟକର୍ତ୍ତା ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରୁ ମାଷ୍ଟର କ୍ୟାଣ୍ଟିନ ଯାଏ ଶୋଭାଯାତ୍ରା କରି…

UNGAର ଭୋଟ୍‌ରୁ ଦୂରେଇ ରହିଲା ଭାରତ, ପ୍ରିୟଙ୍କା କହିଲେ- ଲଜ୍ଜାଜନକ

ନୂଆଦିଲ୍ଲୀ : ଇସ୍ରାଏଲ୍‌ ଓ ହମାସ ମଧ୍ୟରେ ଲାଗିଥିବା ଯୁଦ୍ଧ ଉପରେ ବିରାମ ଲଗାଇବା ନେଇ ଜାତିସଂଘରେ ଶୁକ୍ରବାର ଏକ ପ୍ରସ୍ତାବ ଆଗତ କରାଯାଇଛି। ଏହାକୁ ବହୁମତରେ ପାରିତ କରାଯାଇଥିଲା। ହେଲେ ଭାରତ ଏହି ଭୋଟିଂରୁ ଦୂରେଇ ରହିଥିଲା। ଏବେ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ…