ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା…

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବା ଖବରକୁ ଖଣ୍ଡନ କଲେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଏପ୍ରିଲ ୧୬ରେ ହେବ ବୋଲି କୁହାଯାଉଥିବା ଖବରକୁ ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ମଙ୍ଗଳବାର ଖଣ୍ଡନ କରିଛନ୍ତି। ସିଇଓଙ୍କ କାର୍ଯ୍ୟାଳୟରୁ ଏକ ଚିଠି ସୋସିଆଲ ମିଡିଆରେ ଆସିବା ପରେ ମତଦାନ ତାରିଖକୁ ନେଇ ଚର୍ଚ୍ଚା ଆରମ୍ଭ…

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ଓ ପରାକ୍ରମ ଦିବସ…

ଭୁବନେଶ୍ୱର : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ନେତାଜୀ ଜୟନ୍ତୀ। ଏହି ଅବସରରେ କଟକ ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନ ସଜେଇ ହୋଇଛି। ଏହି ମହାନ ସ୍ୱାଧୀନତା…

୨୬ରୁ ଆଦିବାସୀ ମେଳା,୧୧ଦିନ ଚାଲିବ…

ଭୁବନେଶ୍ୱର : ଆସନ୍ତା ୨୬ତାରିଖରୁ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଆଦିବାସୀ ପଡ଼ିଆରେ ଏହି ମେଳା ୧୧ଦିନ ଧରି ଚାଲିବ । ଏହି ମେଳା ଅପରାହ୍ନ ସାଢ଼େ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ରାଜ୍ୟ ଅନୁସୂଚିତ ଜାତି…

ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା…

ଭୁବନେଶ୍ୱର : ବିଜେଡିର ପରିବାର ସମ୍ପର୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା ଓ କର୍ମକର୍ତ୍ତା…

ଗୁଳି ବିନିମୟ ପରେ ନକ୍ସଲଙ୍କ ଛତ୍ରଭଙ୍ଗ; ବିପୁଳ ବିସ୍ଫୋରକ ଜବତ…

ବୌଦ୍ଧ : ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ତେବେ କିଛି ଘଣ୍ଟା ଧରି ଗୁଳି ବିନିମୟ ଚାଲିବା ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି। ପୁଲିସ୍ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରଖିଛି।…

ବାଇକ୍‌ରେ ଆସି ମହିଳାଙ୍କ ଠାରୁ ଝାମ୍ପି ନେଲେ ୫୦ ହଜାର ଟଙ୍କା…

କେନ୍ଦ୍ରାପଡ଼ା : ଦୁଇ ଜଣ ଲୁଟେରା ବାଇକରେ ଆସି ଜଣେ ମହିଳାଙ୍କ ଠାରୁ ଝାମ୍ପି ନେଇଗଲେ ୫୦ହଜାର ଟଙ୍କା। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଛକ ନିକଟସ୍ଥ ବେହେରା ଗଳିରେ ଘଟିଛି ଏହି ଘଟଣା। ଆଜି ଦିନ ପ୍ରାୟ ୧୧ଟା ବେଳେ ଲୋକାପଡ଼ା ଗାଁର ରଶ୍ମିତା ରାୟ ଆଳି ଷ୍ଟେଟ ବ୍ୟାଙ୍କ…

ଶୁଆ ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ ୨ ଗିରଫ…

ରାଉରକେଲା : ବେଆଇନ୍ ପକ୍ଷୀ କାରବାର ପଡ଼ିଲା ମହଙ୍ଗା। ରାଉରକେଲା ଏବଂ ଝାଡ଼ଖଣ୍ଡ ସୀମାରୁ ବହୁ ପରିମାଣର ଶୁଆ ଉଦ୍ଧାର କରିଛି ବନ ବିଭାଗ। ଏହି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଆଉ ଦୁଇ ଜଣ ଫେରାର ଅଛନ୍ତି। ବେଆଇନ ଶୁଆ ଚୋରା ଚାଲାଣା ହେଉଥିବା ଖବର ପାଇ…

ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ପାଇଁ ‘ନୂଆ-ଓ’ କାର୍ଯ୍ୟକ୍ରମର ଆୟୋଜନ : ୫ଟି ଅଧ୍ୟକ୍ଷ

ପାରଳାଖେମୁଣ୍ଡି: ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଆଜି ଦିନିକିଆ ଗଜପତି ଗସ୍ତ କରିଛନ୍ତି। ସେ ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ…

ଅନୁରାଧା ପୌଡୱାଲ ଓ ଶଙ୍କର ମହାଦେବନଙ୍କ ଭକ୍ତି ସଂଗୀତ ପରିବେଷଣ…

ଅଯୋଧ୍ୟା: ଅଯୋଧ୍ୟାର ରାମମନ୍ଦିରରେ ପ୍ରାଣପ୍ରତିଷ୍ଠା ସମାରୋହରେ ମନୋରଞ୍ଜନ ଜଗତର ଶ୍ରେଷ୍ଠ କଳାକାରମାନେ ଉପସ୍ଥିତ ଥିଲେ। ପ୍ରସିଦ୍ଧ ଗାୟକ ସୋନୁ ନିଗମ ଏହି ସମାରୋହରେ ରାମଚରିତମାନସର କିଛି ଦୋହା ଗାନ କରିଥିଲେ। ଏକ ଜଣାଶୁଣା ଗଣମାଧ୍ୟମ ଏଜେନ୍ସିକୁ ଗାୟକ କହିଛନ୍ତି…