ରାମଲଲାଙ୍କ ପାଇଁ ରାଲି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ, ୧୩ ଗିରଫ

ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ତେବେ ଏହା ପୂର୍ବରୁ ରବିବାର ମୁମ୍ବାଇରେ ଜୟ ଶ୍ରୀ ରାମ ନାରା ଦେଇ ବାଇକ୍‌ ଓ କାର୍‌ ରାଲି ହୋଇଥିଲା। ଏହି ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଭୟଙ୍କର ସଙ୍ଘର୍ଷ ହୋଇଥିଲା। ଏହି ମାମଲାରେ ଆଜି ମୁମ୍ବାଇ ପୁଲିସ…

ପ୍ରାଣ ପ୍ରତିଷ୍ଠା ପରେ ଦୀପୋତ୍ସବ, ସବୁଠି ଜଳିଲା ରାମ ଜ୍ୟୋତି…

ଅଯୋଧ୍ୟରେ ସମ୍ପନ୍ନ ହୋଇଛି ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା। ୫୦୦ ବର୍ଷର ଅପେକ୍ଷା ପରେ ପ୍ରଭୁ ଶ୍ରୀ ରାମ ଅଯୋଧ୍ୟାର ରାମ ମନ୍ଦିରରେ ବିରାଜିଛନ୍ତି। ପ୍ରାଣ ପ୍ରତିଷ୍ଠା ଉତ୍ସବ ପରେ ଆରମ୍ଭ ହୋଇଛି ଦୀପୋତ୍ସବ। ସବୁଠି ଜଳିଛି ରାମ ଜ୍ୟୋତି। ସାରା ଦେଶବାସୀ ଦୀପ ଜାଳି…

ଅଯୋଧ୍ୟାରେ ଜଟାୟୁ ମୂର୍ତ୍ତିର ଉନ୍ମୋଚନ କଲେ ମୋଦୀ…

ଅଯୋଧ୍ୟା: ଅଯୋଧ୍ୟାରେ ନବନର୍ମିତ ଶ୍ରୀରାମ ମନ୍ଦିରରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ସାରା ଦେଶରେ ଉତ୍ସାହ ଜାରି ରହିଛି । ଏହି ସମାରୋହର ସମସ୍ତ ରୀତିନୀତି ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ରାମ ମନ୍ଦିର ପରିସରରେ ଥିବା କୁବେର ଟିଲାରେ…

ଦୁର୍ମୂଲ୍ୟ ରତ୍ନ ପିନ୍ଧିଛନ୍ତି ଭଗବାନ ରାମଲଲ୍ଲା…

ଅଯୋଧ୍ୟା: ଭଗବାନ ରାମଲଲ୍ଲା ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ଶେଷ ହୋଇଛି। ସାମ୍ନାକୁ ଆସିଛି ଭଗବାନ ରାମଙ୍କର ଆକର୍ଷଣୀୟ ବିଗ୍ରହ। ଭଗବାନ ରାମଙ୍କ ମୂର୍ତ୍ତିକୁ ଅତ୍ୟନ୍ତ ଆକର୍ଷଣୀୟ ଅଳଙ୍କାରରେ ସଜାଯାଇଛି । ଆସନ୍ତୁ ଜାଣିବା ଏହି ଅଳଙ୍କାର ତିଆରିରେ କେଉଁ ରତ୍ନପଥର…

୧୪ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ୧୨ ବିଭାଗର ୧୪ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ଆଉ ଗୋଟାଏ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିବା ବେଳେ ଅଧିକ ଆଲୋଚନା ପାଇଁ ରଖା ଯାଇଛି। ଓଡ଼ିଶାରେ ଜିନ୍ଦଲ କରିବ ଇଲେକ୍ଟ୍ରିକ୍ ଭେଇକିଲ ମାନୁ ଫାକଚରିଁ ୟୁନିଟ। ଏହି ପ୍ରସ୍ତାବ ଉପରେ…

କଂଗ୍ରେସ ପ୍ରଭାରୀଙ୍କୁ ଭେଟିଲେ ମୋକିମ ଓ ଚିରଞ୍ଜିବ…

ଭୁବନେଶ୍ୱର: ୬ ମାସରୁ ଅଧିକ ଦିନ ଧରି କଂଗ୍ରେସରୁ ନିଲମ୍ବନ ହୋଇଥିବା ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ ଖୁବଶୀଘ୍ର ଦଳକୁ ଫେରିପାରନ୍ତି । ଆଜି ଦୁଇ ହେଭିୱେଟ୍ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିବା ପରେ ଏ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଏପରିକି ଖୋଦ୍…

କେନାଲରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର…

ଅନୁଗୁଳ : କେନାଲରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ଜନ୍ମପରେ କେହି ନାଳରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲାରେ। ନାଲକୋ ଥାନା ଅନ୍ତର୍ଗତ ହଟିଙ୍ଗ ନିକଟ କେନାଲରେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ…

ମର୍ମନ୍ତୁଦ ଦୁର୍ଘଟଣା, ଆଖିବୁଜିଲେ ଦମ୍ପତି…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଆଖିବୁଜିଲେ ଦମ୍ପତି । ମୃତ ଦମ୍ପତି ହେଲେ ଆୟତପୁର ଗାଁର ବାବୁଲା ପ୍ରଧାନ ଓ ବାଟୁରୀ ପ୍ରଧାନ । ଆଜି ସକାଳେ ଉଭୟ ବାଇକରେ ନିଜ ଗାଁରୁ ବାହାରି…

ବିଜେପିରେ ମିଶିଲେ ପଶ୍ଚିମ ଓଡ଼ିଶା ନେତା ମଧୂସୁଦନ ଶର୍ମା…

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଯୁବନେତା ମଧୂସୁଦନ ଶର୍ମା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। କେବଳ ଇସ୍ତଫା ଦେଇନାହାନ୍ତି ବରଂ ବିଜେପିରେ ନିଜ ଦଳବଳ ସହିତ ବିଜେପିରେ ଯୋଗ ଦେଇଛନ୍ତି। ସେପଟେ ବିଜେପିରେ ଯୋଗ ଦେଇଥିବା ଏହି ନେତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ…

ଶୀତ ବଢାଉଛି କୋହଲା ପାଗ…

ଭୁବନେଶ୍ଵର: ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱର ରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା,…