୪ର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆଇଟି ରେଡ୍

ରାଉରକେଲା: ଚତୁର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଚାଲିଛି ଆଇଟି ବିଭାଗର ରେଡ । ଓଡିଶାର ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ରେଡ୍ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଯବାନ ସାମିଲ ହୋଇଛନ୍ତି । ଏଯାବତ୍ ଘନଶ୍ୟାମଙ୍କ ଘରୁ ମିଳିଲାଣି ୫କୋଟି…

ଅତିଥିଙ୍କୁ ସୁରକ୍ଷା ଦେବେ ୧୩ହଜାର ସୁରକ୍ଷା ବାହିନୀ, କରାଯାଇଛି ଏସବୁ ବ୍ୟବସ୍ଥା

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଲୋକମାନେ ବିଶାଳ ଉଦଘାଟନକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ରାଜ୍ୟରୁ ରାମଲାଲାଙ୍କ ପାଇଁ ବିଭିନ୍ନ ପ୍ରକାରର ଉପହାର ଆସୁଛି। ଜାନୁଆରି ୨୨ରେ…

ବାଲୁକା କଳାରେ ଶୋଭା ପାଉଛନ୍ତି ପ୍ରଭୁ ଶ୍ରୀରାମ…

ଅଯୋଧ୍ୟା: ରାମ ମୟ ଦେଶ । ରାମଙ୍କ ଭକ୍ତିରେ ଦେଶବାସୀ । ସେଥିପାଇଁ ଖୁବ ଜୋରସୋରରେ ଚାଲିଛି ସାଜ୍ଜସଜ୍ଜା । ଏହାରି ଭିତରେ ୫୦୦ ମିନିଚର୍ ବ୍ୟବହାର କରି ଭଗବାନ ଶ୍ରୀରାମଙ୍କ ୨୩ ଫୁଟର ବାଲୁକା କଳା ପ୍ରସ୍ତୁତ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।…

ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ, ୨୦୨୨ରେ ଶିବକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଥିଲା…

ଭୁବନେଶ୍ୱର : ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ । ଗିରଫ ନିଶା ବେପାରୀର ଜବତ ନଗଦ ଟଙ୍କା ଓ ବ୍ୟାଙ୍କ ଜମା ଟଙ୍କାକୁ ବାଜ୍ୟାପ୍ତ କରାଯାଇଛି । ୭୪ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତ ହୋଇଛି । ବ୍ରାଉନସୁଗର କାରବାର କରି ଗିରଫ ହୋଇଥିଲା ଖୋର୍ଦ୍ଧା…

ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ…

ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ…

କଂଗ୍ରେସର ଭାଷା କହୁଛନ୍ତି ଅବିମୁକ୍ତେଶ୍ବରାନନ୍ଦ ସରସ୍ବତୀ: ସ୍ୱାମୀ ଅଧୋକ୍ଷଜାନନ୍ଦ…

ନୂଆଦିଲ୍ଲୀ: ଅଯୋଧ୍ୟାରେ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ କେତେକ ଶଙ୍କରାଚାର୍ଯ୍ୟ ପ୍ରଶ୍ନ ଉଠାଇଥିବାବେଳେ ଏହାକୁ ନେଇ ପ୍ରୟାଗରାଜରେ ଥିବା ସାଧୁ ଓ ସନ୍ଥମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଗୋବର୍ଦ୍ଧନ ପୀଠର ମୁଖ୍ୟ ଧର୍ମଚାର୍ଯ୍ୟ, ଜଗତଗୁରୁ…

ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ…

କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର: ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ…

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ

ଭୁବନେଶ୍ୱର : ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌ କରି ଫସାଉଥିଲେ। ନିଜକୁ…

ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼…

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା…