ଭାରସାମ୍ୟ ହରାଇ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର…

ଯାଜପୁର : ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ଭାରସାମ୍ୟ ହରାଇ ମାଡିଗଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ୟାଙ୍କର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି ।…

ଫେବୃଆରୀ ୫ରୁ ବିଧାନସଭା, ଆଗତ ହେବ କାମଚଳା ବଜେଟ୍…

ଭୁବନେଶ୍ଵର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ । ସୂଚନା ଅନୁସାରେ,…

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍, ଦୁଇ ସାଙ୍ଗଙ୍କ ମୃତ୍ୟୁ

ଜଳେଶ୍ୱର : ବାଇକ୍ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଥିବା ବେଳେ ଅନ୍ଯ ଜଣେ ଗୁରୁତର ଅବସ୍ଥାରେ…

ମୃତ୍ୟୁ ବରଣ କଲା ରାକ୍ଷସୀ ପୁତନା, ଆଜି ହେବ କାଳୀୟ ଦଳନ…

ବରଗଡ଼: ବିଶ୍ୱର ସର୍ବ ବୃହତ ଖୋଲା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ ଧନୁଯାତ୍ରା ଚତୁର୍ଥ ଦିନରେ ପହଞ୍ଚିଛି। ଚତୁର୍ଥ ଦିନରେ ଭଗବାନ ଶ୍ରୀକୃଷ୍ଣ, ବଳରାମଙ୍କ ହାତରେ କଂସଙ୍କ ପ୍ରେରିତ ପୁତନା ରାକ୍ଷସୀ ସମେତ ଷଡମଲ୍ଲଙ୍କ ସଂହାର ହୋଇଥିବା ବେଳେ ଗୋପପୁରରେ ଦେଖିବାକୁ…

ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ଅରୁଆ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି ଓ ପିଠା…

ପୁରୀ : ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଭକ୍ତଙ୍କ ଅର୍ଘ୍ୟ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ଅର୍ଘ୍ୟକୁ ସସମ୍ମାନେ ଗ୍ରହଣ କରିବ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ । ଶ୍ରୀଜୀଉଙ୍କ ପାଇଁ ଭକ୍ତ ଦେଇଥିବା ଚାଉଳ, ଗୁଆ, ଶ୍ରୀଫଳକୁ ତର୍ଜମା କରି…

କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ଘରେ IT ରେଡ…

ସୁନ୍ଦରଗଡ: ଆୟକର ବିଭାଗର ବଡ଼ ଧରଣର ଚଢ଼ଉ । ସୁନ୍ଦରଗଡ଼ର ପ୍ରତିଷ୍ଠିତ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଇଛି । ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍‍, ଛତିଶଗଡରେ ଥିବା ଆଇରନ, ଷ୍ଟିଲ ଓ ପାୱାର ପ୍ଲାଣ୍ଟ…

ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ । ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ହେବ । ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି…

କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ…

ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ…

ପାକିସ୍ତାନର ପାଲଟା ଜବାବ, ଇରାନର ଆତଙ୍କୀ ଠିକଣା ଉପରେ ଏୟାରଷ୍ଟ୍ରାଇକ୍…

ଇରାନ ଏୟାର୍‌ଷ୍ଟ୍ରାଇକ୍‌ର ପ୍ରତିଶୋଧ ନେଲା ପାକିସ୍ତାନ। ଦେଲା ପାଲଟା ଜବାବ। ଇରାନ୍‌ର ଅନେକ ଆତଙ୍କୀ ଠିକଣା ଉପରେ ପାକିସ୍ତାନ ଏୟାରଷ୍ଟ୍ରାଇକ୍‌ କରିଛି। ବାଲୁଚିସ୍ତାନ ଲିବରେସନ୍ ଫ୍ରଣ୍ଟ ଏବଂ ବାଲୁଚିସ୍ତାନ ଲିବରେସନ୍ ଆର୍ମି ପୋଷ୍ଟ ଉପରେ ପାକିସ୍ତାନ ଆକ୍ରମଣ କରିଥିବା…

ସର୍ଚ୍ଚ ଅପରେସନ୍‌ ବେଳେ ନକ୍ସଲଙ୍କ ଗ୍ରେନେଡ୍‌ ମାଡ଼

ଫୁଲବାଣୀ : ସର୍ଚ୍ଚ ଅପରେସନ୍‌ ବେଳେ ନକ୍ସଲଙ୍କ ଗ୍ରେନେଡ୍‌ ମାଡ଼। ଏଥିରେ କୌଣସି ଯବାନ ଆହତ ହୋଇନଥିଲେ ମଧ୍ୟ ଦିଆଯାଇଥିଲା ପାଲଟା ଜବାବ। ଦୀର୍ଘ ସମୟର ଘମାଘୋଟ୍‌ ଆକ୍ରମଣ ଓ ପ୍ରତିଆକ୍ରମଣ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ଘଞ୍ଚ ଜଙ୍ଗଲକୁ ପଳାଇ ଯାଇଥିଲେ। ଏପରି ଖବର…