‘ହେମନ୍ତ ସୋରେନଙ୍କ ଘରୁ ଜବତ BMW କାର୍ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କର’

ରାଞ୍ଚି : ଅର୍ଥ ହେରଫେର୍ ମାମଲାରେ ଗିରଫ ହୋଇଥିବା ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଜବତ ସମ୍ପତ୍ତିକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଇଡି ତାଙ୍କ ଘରୁ ଜବତ କରିଥିବା BMW କାର୍…

ବେଙ୍ଗଲରେ ଟିଏମସି, ପଞ୍ଜାବରେ ଜଲୱା ଦେଖାଇବେ ଆପ ଓ କଂଗ୍ରେସ

ନୂଆଦିଲ୍ଲୀ : ଆସନ୍ତା ଲୋକସଭା ନିର୍ବାଚନ ଓ ଫଳାପଳ ପୂର୍ବରୁ କିଛି ଜାତୀୟ ଗଣମାଧ୍ୟମ ସେମାନଙ୍କ ସର୍ଭେ ରିପୋର୍ଟ ପ୍ରକାଶ କରିବାରେ ଲାଗିଛନ୍ତି। ବିଶାଳ ଜନସଂଖ୍ୟା ମଧ୍ୟରୁ ମାତ୍ର କିଛି ହଜାର ଲୋକଙ୍କୁ ସର୍ଭେ…

ନୋଏଡା ସୀମା ସିଲ, ହରିଆଣାରେ ବ୍ୟାରିକେଡ୍‌

ନୂଆଦିଲ୍ଲୀ : ନିଜର ହକ ପାଇଁ ଦିଲ୍ଲୀରେ ବିକ୍ଷୋଭ କରିବାକୁ ଆସୁଥିବା ଶତାଧିକ ଚାଷୀଙ୍କ ବାଟ ଓଗାଳିବାକୁ ଉତ୍ତର ପ୍ରଦେଶ ଓ ହରିଆଣା ସରକାର ବ୍ୟାପକ ଯୋଜନା କରିଛନ୍ତି। ନୋଏଡା ପ୍ରଶାସନ ନିଜର ସୀମା ସିଲ…

ବୋମାମାଳ ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ହରଦ‌ାର କଂଗ୍ରେସ ବିଧାୟକ ରାମକିଶୋର ଦୋଗନେ ବେକରେ ଏକ ବୋମାମାଳ ପକାଇ ବିଧାନସଭାରେ ପହଞ୍ଚିଥିବା ଘଟଣା ଚର୍ଚ୍ଚାକୁ ଆସିଛି। ବିଧାୟକଙ୍କ ଏଭଳି ଅବତାର ଦେଖି ବିଧାନସଭାରେ…

ନିର୍ବାଚନ ବେଳେ ଆତଙ୍କବାଦୀ ଆକ୍ରମଣ,୫ ପୁଲିସ କର୍ମୀ ମୃତ

ନୂଆଦିଲ୍ଲୀ: ପାକିସ୍ତାନରେ ଚାଲିଥିବା ସାଧାରଣ ନିର୍ବାଚନ ପାଇଁ ଭୋଟଗ୍ରହଣ ମଧ୍ୟରେ ଗୁରୁବାର ଅପରାହ୍ନରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଜିଲ୍ଲାର…

ବିଜେପିକୁ ଜିତାଇବାକୁ ୨୫ ଲକ୍ଷ ଲୋକ କରିବେ କଲ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ​​ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କ୍ଷମତାକୁ ଫେରାଇ ଆଣିବା ଏବଂ ବିଜେପିକୁ ରେକର୍ଡ ସଂଖ୍ୟକ ୪୦୦ ସିଟ୍ ଜିତିବାରେ ସାହାଯ୍ୟ କରିବାକୁ…

ବିକାଶ ଓ ଅପରାଧକୁ ନେଇ ରାଜନୀତି କରିବା ଠିକ୍ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ ରାଜନୀତି କରୁଛନ୍ତି। ଗତକାଲି ପରୀ ଘଟଣାରେ ଦୋଷୀ ଦଣ୍ଡ ପାଇଛି।…

ଆଇକନିକ୍ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୂପାନ୍ତରଣରେ ସଜେଇ ହୋଇଛି ଓଡ଼ିଶା। ବିଭିନ୍ନ ବିଭାଗକୁ ସମୃଦ୍ଧ କରିବା ସହ ରାଜ୍ୟକୁ ସାରା ବିଶ୍ୱରେ ପରିଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତତ୍ପରତା ଦେଖାଇଛନ୍ତି। ତେବେ ଶିକ୍ଷା ସମୃଦ୍ଧ ଧାରାରେ ଯୋଡ଼ି ହେଉଛି ନୂଆ ଏକ ଅଧ୍ୟାୟ।…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପ୍ରକଳ୍ପ ଚୟନରେ ଜନ ପ୍ରତିନିଧିଙ୍କୁ ସାମିଲ କର: ହାଇକୋର୍ଟ

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା। ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ…

ଏସ୍‌ସି/ଏସଟି ସଂରକ୍ଷଣ ବ୍ୟବସ୍ଥା ବିରୋଧରେ ଥିଲେ ନେହରୁ

ସଂରକ୍ଷଣ ବ୍ୟବସ୍ଥାକୁ ନେଇ ବିରୋଧୀ କଂଗ୍ରେସ ବାରମ୍ବାର କ୍ଷମତାସୀନ ବିଜେପିକୁ ଟାର୍ଗେଟ କରି ଚାଲିଛି। କିନ୍ତୁ ଆଜି ରାଜ୍ୟସଭାରେ ଏହାକୁ କାଉଣ୍ଟର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁ କୁଆଡ଼େ…