ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ: ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

କଟକ :  ଜଣେ ୬ ବର୍ଷ ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ନିର୍ଯାତନା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଗୁରୁବାର ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ତଣ୍ଡିତ…

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଅଧା ଦିନ ବନ୍ଦ ରହିବ ଓଡ଼ିଶା ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍‌ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ…

ସହରରେ ପଶିଲା ହାତୀ, ନାକେଦମ୍ ବନ ବିଭାଗ

ବାରିପଦା : ଗତ କାଲି ରାତିରେ ବାରିପଦା ସହରରେ ଏକ ଦନ୍ତା ହାତୀ ଲୋକଙ୍କ ନିଦ ହଜାଇ ଦେଇଛି। । ଏ ଗଳିରୁ ସେ ଗଳି ବୁଲି ବନ ବିଭାଗକୁ କରୁଛି ନାକେଦମ୍। ବନ ବିଭାଗ ହାତୀଟି ଟ୍ରାଙ୍କୁଲାଇଜ କରିବା କରିବାକୁ…

ବିଶିଷ୍ଟ ରେଳ ସେବା ପୁରସ୍କାର; ଇଷ୍ଟକୋଷ୍ଟ ପକ୍ଷରୁ ୪୬ ରେଳ କର୍ମଚାରୀ ସମ୍ମାନିତ

ଭୁବନେଶ୍ବର : ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରାଯାଇଛି। ଇଷ୍ଟ କୋଷ୍ଟ ରେଳବାଇ ଅଡିଟୋରୀୟମ ଠାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ…

ଖୋଲିଲା ପରିକ୍ରମା ମାର୍ଗ: ସୃଷ୍ଟିହେଲା ରଥଯାତ୍ରା ଭ୍ରମ

ପୁରୀ: ମନେ ରହିବ ଏ ମୁହୂର୍ତ୍ତ। ଅମଳିନ ରହିବ ଶ୍ରୀମନ୍ଦିର ଇତିହାସରେ ଯୋଡ଼ି ହୋଇଥିବା ନୂଆ ଅଧ୍ୟାୟ। ଦୀର୍ଘ ପ୍ରତୀକ୍ଷା, ତମାମ ଆଲୋଚନା-ପର୍ଯ୍ୟାଲୋଚନା, ଅଧିକାରୀଙ୍କ ଅଦମ୍ୟ ନିଷ୍ଠା, ୫ଶହରୁ ଅଧିକ…

ମହାପ୍ରଭୁଙ୍କ ଦର୍ଶନ ସାରି ଫେରୁଥି‌ଲେ ମହିଳା, ସିଂହଦ୍ୱାର ନିକଟରେ ଚାଲିଗଲା ଜୀବନ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ସମ୍ମୁଖ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି। ତେବେ ମୃତ ମହିଳାଙ୍କ ପରିଚୟ ମିଳିନାହିଁ। ପୁଲିସ ବିଭିନ୍ନ…

ମହାପ୍ରଭୁ ଜଗନ୍ନାଥଙ୍କ ନାଁରେ ଆଦାୟ ହୋଇଥିବା ଗୁଆ, ଚାଉଳ ଓ ଦକ୍ଷିଣା ଟଙ୍କା ଶ୍ରୀକ୍ଷେତ୍ରରେ କେବେ ପହଞ୍ଚିବ

ଭୁବନେଶ୍ବର : ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ହେଲେ ମହାପ୍ରଭୁ ଜଗନ୍ନାଥଙ୍କ ନାଁରେ ଆଦାୟ ହୋଇଥିବା ଗୁଆ, ଚାଉଳ ଓ ଦକ୍ଷିଣା ଟଙ୍କା ଶ୍ରୀକ୍ଷେତ୍ରରେ ପହଞ୍ଚି ପାରିଲା ନାହିଁ। ଏପରିକି କେବେ…

ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍‌ ଗାଡ଼ି; ୪ ମୃତ…

ବରଗଡ଼ : ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍‌ ଗାଡ଼ି। ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ବିର୍ଜାମ ଗାଁରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ମୃତାହତ ମଧ୍ୟପ୍ରଦେଶର ହୋଇଥିବା…

ବିଭିନ୍ନ ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କଲା ରାଜ୍ୟ ବିଜେପି…

ଭୁବନେଶ୍ବର : ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଆଜି ଘୋଷଣା କରାଯାଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ସେମାନଙ୍କ ନାମ ଘୋଷଣା କରାଯାଇଛି। ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ ମୋର୍ଚ୍ଚା ପ୍ରଭାରୀ କରାଯାଇଥିବା ବେଳେ…

ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ସେବା ଆରମ୍ଭ, ମା’ମାନଙ୍କ ପାଇଁ ଟିକଟ ମୂଲ୍ୟ ୫୦ ପ୍ରତିଶତ ରହିବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ…