ଭିଜିଲାନ୍ସ ଏସପି ପରିଚୟରେ ୭.୬୦ଲକ୍ଷ ଠକେଇ ଅଭିଯୋଗ, ଅଧ୍ୟାପକ ଗିରଫ

ଭୁବନେଶ୍ୱର: ୭.୬୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଧ୍ୟାପକ ଗିରଫ । ନିଜକୁ ଭିଜିଲାନ୍ସ ଏସପିର ପରିଚୟ ଦେଇ ଠକେଇ କରିଥିବା ଅଭିଯୋଗ । ଗିରଫ ଅଭିଯୁକ୍ତ ମୟୂରଭଞ୍ଜ ଉଦଳା ଝାଡେଶ୍ୱରୀ କଲେଜରେ ମନସ୍ତତ୍ତ୍ୱ ବିଭାଗର ଅଧ୍ୟାପକ ମନୋଜ କୁମାର ମାଝୀ । ଗତବର୍ଷ ମେ ୩୧ତାରିଖରେ…

ବାଲେଶ୍ବର ଏସ୍‌ପି ମନେପକାଇଲେ ଚାଟଶାଳୀ କଥା, ପିଲାଙ୍କ ସହ ନେଲେ ସେଲ୍‌ଫି…

ନୀଳଗିରି: ପିଲାଙ୍କ ସହ ପିଲା ହେଲେ। ପଦ ପଦବି ଭୁଲି ଚାଟଶାଳୀର ଚଟାଣରେ ବସି ପିଲାଙ୍କୁ କୋଳେଇ ନେଲେ। ମନୋଲୋଭା ନୃତ୍ୟ ଦେଖି ପ୍ରସଂଶା ମଧ୍ୟ କରିଲେ। ନିଜର ପଦବି ଓ ନାଲିବତୀର କଥା ଭୁଲି ଚାଟଶାଳୀର ଶିଷ୍ୟ ହୋଇ ଉପଭୋଗ କଲେ ସମସ୍ତ କାର୍ଯ୍ୟକ୍ରମ। ବାଲେଶ୍ବର ଏସପି…

ବଦଳିବ ବାଲେଶ୍ୱର ରେଳ ଷ୍ଟେସନର ଇଂରାଜୀ ନାମ…

ବାଲେଶ୍ୱର: ଆଉ ଇଂରାଜୀରେ ଲେଖାଯିବନି ବଲାଶୋର। ଏଣିକି ସଠିକ ଉଚ୍ଚାରଣ ସହ ଲେଖା ଯିବ ବାଲେଶ୍ଵର। ବଦଳିବ ବାଲେଶ୍ବର ରେଳ ଷ୍ଟେସନର ଇଂରାଜୀ ନାମ। ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଷ୍ଟେସନରେ ଥିବା ଫଳକରେ ନାମ ପରିବର୍ତ୍ତନ ହେବ। ଏନେଇ ଘୋଷଣା କରିଛନ୍ତି କେନ୍ଦ୍ର ରେଳ…

ପୁଣି ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ନିକ୍ଷେପ କଲା ଉତ୍ତର କୋରିଆ…

ସିଓଲ୍‌: ପୂର୍ବ ଉପକୂଳ ସମୁଦ୍ର ମଧ୍ୟକୁ ଉତ୍ତର ‌କୋରିଆ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କଥା ଆଜି ଦକ୍ଷିଣ କୋରିଆ କହିଥିବା କଥା ନିଉଜ୍‌ ଏଜେନ୍‌ସି ‘ଏପି’ ରିପୋର୍ଟ କରିଛି। ଦକ୍ଷିଣ କୋରିଆର ଜଏଣ୍ଟ୍‌ ଚିଫ୍‌ସ୍‌ ଅଫ୍‌ ଷ୍ଟାଫ୍‌ ଏ କଥା ଘୋଷଣା…

ପରିକ୍ରମା ପ୍ରକଳ୍ପରେ ମନ ମୋହୁଛି ସବୁଜବଳୟ…

ପୁରୀ: ବହୁ ବର୍ଷର ଅପେକ୍ଷା ପରେ ଶେଷରେ ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହୋଇଛି। ଖଣ୍ଡୋଲାଇଟ୍‌ ପଥରରେ ନିର୍ମିତ କଳାକୃତି କଳିଙ୍ଗ ଉତ୍କର୍ଷ କଳାର ଗାଥା ବଖାଣୁଛି । ଆଉ ମାତ୍ର ୫ଦିନ ଅର୍ଥାତ୍ ଜାନୁଆରୀ ୧୭ତାରିଖରେ ଲୋକାର୍ପଣ ହେବ…

ମାର୍ଚ୍ଚ ୧୫ ପୂର୍ବରୁ ମାଳଦ୍ୱୀପ ଛାଡନ୍ତୁ ଭାରତୀୟ ସେନା…

ଭାରତ ଓ ମାଳଦ୍ୱୀପର ସମ୍ପର୍କ ଦିନକୁ ଦିନ ବିଗିଡିବାରେ ଲାଗିଛି। ରାଜନୈତିକ ବିବାଦ ଭିତରେ ଭାରତକୁ ନାଲି ଆଖି ଦେଖାଇଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ। ମାର୍ଚ୍ଚ ୧୫ ତାରିଖ ପୂର୍ବରୁ ଭାରତୀୟ ସେନାଙ୍କୁ ମାଳଦ୍ୱୀପ ଛାଡିବାକୁ ସେ କହିଛନ୍ତି। ଚୀନ୍‌ରୁ…

ବିନା ଟ୍ରେନିଙ୍ଗରେ ଏଭରେଷ୍ଟ ଚଢ଼ିଲେ ଓଡିଆ ମହିଳା ମମତା…

କଟକ : ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ହେଉଛି ଏଭରେଷ୍ଟ, ଆଉ ଏହି ଏଭରେଷ୍ଟ ଚଢ଼ିଲେ ଓଡିଆ ଝିଅ । ଯାହାପରେ ଓଡିଆ ଝିଅ ହାସଲ କରିଛନ୍ତି ବଡ ସଫଳତା । ଏଭରେଷ୍ଟର ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡିଶାର ମହିଳା। ଓଡ଼ିଆ ମହିଳା ମମତା ରାଉତ ସଫଳତାର ସହ ଆରୋହଣ କରିଛନ୍ତି…

ହାତ ଛାଡ଼ି ଏକନାଥ ସିନ୍ଦେଙ୍କ ଧନୁ ତୀର ଧରିଲେ ମିଲିନ୍ଦ…

ହାତ ଛାଡି ଏକନାଥ ସିନ୍ଦେଙ୍କ ଧନୁ ତୀର ଧରିଲେ ପୂର୍ବତନ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ମିଲିନ୍ଦ ଦେଓରା। ଆଜି ସକାଳୁ କଂଗ୍ରେସରୁ ଇସ୍ତଫା ଦେଇଥିବା ମିଲିନ୍ଦ ସିନ୍ଦେ ଗ୍ରୁପର ଶିବ ସେନାରେ ସାମିଲ ହୋଇଛନ୍ତି। ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ…

ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ…

ନୂଆପଡା : ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ। ନୂଆପଡା ଜିଲ୍ଲା 353 ଜାତୀୟ ରାଜପଥର ତରବୋଡ଼ ସମ୍ଭବ ପ୍ରୋଜେକ୍ଟ ନିକଟରେ ଦୁର୍ଘଟଣା ଘଟିଛି । ଏଥିରେ ମୋଟ ୧୨ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତରବୋଡ ସ୍ବାସ୍ଥ୍ୟକେନ୍ଦ୍ର ଓ ନୂଆପଡା ଜିଲ୍ଲା…

ବଜ୍ରକାପ୍ତା ଡିଲ୍‌ ବେଳେ ୩ ଜଣଙ୍କୁ ମାଡ଼ି ବସିଲା ବନ ବିଭାଗ…

ନବରଙ୍ଗପୁର : ନବରଙ୍ଗପୁର ବନବିଭାଗକୁ ମିଳିଛି ସଫଳତା। ଜୀବନ୍ତ ବଜ୍ରକାପ୍ତା ମୁଲଚାଲ ସମୟରେ ମାଡି ବସିଲା ବନବିଭାଗ। ୩ ଅଭିଯୁକ୍ତ ଗିରଫ ବନ ବିଭାଗ। କୋଡିଙ୍ଗା ବନାଞ୍ଚଳ ଅଞ୍ଚଳରେ ବଜ୍ରକାପ୍ତାର ମୁଲଚାଲ ହେଉଥିବା ବିଶେଷସୂତ୍ରରୁ ଖବର ପାଇଁ ବନ ବିଭାଗ ଚଢ଼ଉ କରି ଅଭିଯୁକ୍ତଙ୍କୁ ଧରିବାରେ…