ଅଲ୍‌ଟିମେଟ୍‌ମ ଦେଲା ଶିକ୍ଷକ ସଂଘ; ୨୭ରେ ଦାବି ପୂରଣ ନହେଲେ ୨୯ରୁ ରାସ୍ତାକୁ ଓହ୍ଲାଇବୁ…

ରାଜ୍ୟ ସରକାରଙ୍କୁ ଅଲ୍‌ଟିମେଟ୍‌ ଦେଲା ଶିକ୍ଷକ ସଂଘ। ଜାନୁଆରୀ ୨୭ ସୁଦ୍ଧା ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ଶିକ୍ଷକ ସଂଘ। ଜାନୁଆରୀ ୨୯ ତାରିଖରୁ ଦାବି ପୂରଣ ନହେଲେ ସବୁ ବର୍ଗର ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଆଜି ଚେତାବନୀ ଦେଇଛନ୍ତି। ଆନ୍ଦୋଳନ ଯୋଗୁ…

କୋଇଲା ଜାଳି ଶୋଇଥିଲେ, ସକାଳୁ ବନ୍ଦ ଘରୁ ମିଳିଲା ୬ ମୃତଦେହ…

ପୁଣି ଜୀବନ ନେଲା କୋଇଲା ଧୂଆଁ। ଶୀତରୁ ବଞ୍ଚିବା ପାଇଁ କୋଇଲା ଅଙ୍ଗାର ଜାଳି ଶୋଇଥିଲା ପୂରା ପରିବାର। ହେଲେ ସକାଳୁ ବନ୍ଦ ଘରୁ ମିଳିଲା ମୃତଦେହ। ଗୋଟିଏ ପରିବାରର ୪ ଜଣଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ରାଜଧାନୀ ଦିଲ୍ଲୀରେ ଘଟିଛି ଏଭଳି କିଛି ଘଟଣା। ପୁଲିସ ସୂଚନା…

ଭଳିକିଭଳି ଫୁଲ ଦେଖିବାକୁ ଏକାମ୍ର କାନନରେ ଲୋକଙ୍କ ଭିଡ…

ଭୁବନେଶ୍ୱର : ଚାରିଆଡ଼ ଫୁଲର ଭଣ୍ଡାର । ମନକୁ ଯେତିକି ମୋହିତ କରୁଛି ହୃଦୟକୁ ସେତିକି ଶାନ୍ତି ବିଦେଉଛି। ପ୍ରକୃତିର ଅବଦାନ ବି ବଡ ବିଚିତ୍ର । ବିଭିନ୍ନ ଫଳ ଫୁଲ ଗଛରେ ହସି ଉଠେ ଧରଣୀ ରାଣୀ । ଲୋକମାନେ ନିଜର ଉପୋଭୋଗ ପାଇଁ ବିଭିନ୍ନ ଫୁଲ ଗଛ ବାଡି ବଗିଚାରେ…

ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି, ଦୃଶ୍ୟମାନ ଦୂରତା ‘ଶୂନ’କୁ ଖସିଲା…

ଦିଲ୍ଲୀରେ ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ସହିତ ଚଳିତ ଶୀତଋତୁରେ ଆଜିର ସକାଳଟି ଦିଲ୍ଲୀ ପାଇଁ ଥିଲା ସବୁଠୁ ଥଣ୍ଡା ସକାଳ। ଲୋଧି ରୋଡ୍ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ପ୍ରବଳ…

ଦେଢ଼ ମାସର ଶିଶୁ କନ୍ୟାକୁ ବଞ୍ଚେଇବାକୁ ଯାଇ ନିଆଁରେ ଜଳିଗଲେ ମାଆ…

ଢେଙ୍କାନାଳ: ଭୁବନ ଥାନା କୃଷ୍ଣପୁର ଗାଁରେ ଅଭାବନୀୟ ଘଟଣା। ଦେଢ଼ ମାସର ଛୁଆକୁ ବଞ୍ଚାଇବାକୁ ଯାଇ ଜଳିଗଲେ ମାଆ। ଗୁରୁତର ମହିଳା ଜଣଙ୍କ ଭୁବନ ଥାନା ଯମୁନାକୋଟ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ଗାଁର ସୁନି ପାତ୍ର। ସୂଚନା ଅନୁସାରେ, ସୁନି ତାଙ୍କର ଦେଢମାସର ଛୁଆକୁ ଚୁଲି…

କେନ୍ଦ୍ରମନ୍ତ୍ରୀଙ୍କ କେନ୍ଦୁପତ୍ରରୁ ଜିଏସଟି ଛାଡ ପ୍ରତିଶ୍ରୁତି କୁଆଡେ ଗଲା…

ରେଢାଖୋଲ: ସମ୍ବଲପୁର ରେଢାଖୋଲରୁ କେନ୍ଦ୍ରମନ୍ତ୍ରୀଙ୍କ ଉପରେ ସିଧାସଳଖ ବର୍ଷିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ରରୁ ଜିଏସଟି ଛାଡ ନେଇ କେନ୍ଦ୍ରମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି କେବେ ପୂରଣ ହେବ। ସ୍ଥାନୀୟ ଲୋକଙ୍କୁ ଉଦବୋଧନ ଦେବା ଅବସରରେ…

କ୍ଷୀରଚୋରା ଗୋପିନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅଶ୍ୱିନୀ ବୈଷ୍ଣବ : ଯାତ୍ରୀନିବାସ ଲାଗି ୫୦ ଲକ୍ଷ ଘୋଷଣା କଲେ

ବାଲେଶ୍ୱର: ବାଲେଶ୍ୱରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ଆଜି ସକାଳେ ଅଶ୍ୱିନୀ ବୈଷ୍ଣବ ରେମୁଣାରେ ଥିବା ପ୍ରସିଦ୍ଧ କ୍ଷୀରଚୋରା ଗୋପିନାଥ ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିଛନ୍ତି । ଏହା ପରେ ବିକଶିତ…

କେନ୍ଦ୍ର ସରକାର ଓଡ଼ିଶାକୁ ମାଗଣା ଚାଉଳ ଦେଉଛନ୍ତି: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବାଲେଶ୍ୱରରେ ନୂଆ ଷ୍ଟେସନ ଓ ମେମୁ ଟ୍ରେନର ଲୋକାର୍ପଣ କରିଛନ୍ତି। ବାଲେଶ୍ୱର ଜିଲ୍ଲା ଗୋପୀନାଥପୁର ରେଳ ଷ୍ଟେସନ୍‌ର ଲୋକାର୍ପଣ କରିଥିବା ବେଳେ, କେନ୍ଦ୍ର ରେଳମନ୍ତ୍ରୀ ନୀଳଗିରି-ବାଲେଶ୍ୱର ମେମୁ ଟ୍ରେନ୍ର…

ଜାନୁଆରୀ ୨୬ରୁ ରାଜଧାନୀରେ ଆଦିବାସୀ ମେଳା…

ଭୁବନେଶ୍ଵର: ଆସନ୍ତା ୨୬ ତାରିଖରୁ ରାଜଧାନୀରେ ଆଦିବାସୀ ମେଳା ଅନୁଷ୍ଠିତ ହେବ । ଏଥିଲାଗି ଆଦିବାସୀ ପଡିଆରେ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ସହରୀ ପରିବେଶରେ ଦେଖିବାକୁ ମିଳିବ ଗାଁର ଆସର। ଚଳିତବର୍ଷ ଜାନୁଆରୀ ୨୬ ତାରିଖରୁ ମେଳା ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ…

ଶୁଭ୍ରାଂଶୁ ସେନାପତିଙ୍କ ପ୍ରଥମ ରଣଜୀ ଦ୍ବିଶତକ…

ଭୁବନେଶ୍ବର: ଇନ୍ଦୋର ରଣଜୀରେ ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁ ସେନାପତି ଅପରାଜିତ ଦ୍ବିଶତକ ହାସଲ କରିଛନ୍ତି। ମଧ୍ୟ ପ୍ରଦେଶ ବିପକ୍ଷ ରଣଜୀରେ ଅପରାଜିତ ୨୭୭ ରନ ସଂଗ୍ରହ ସହ ରେକର୍ଡ ସୃଷ୍ଟି କରିଛନ୍ତି। ୧୯ଟି ଚୌକା ଓ ୧୧ଟି ଛକା ଜରିଆରେ ଶୁଭ୍ରାଂଶୁଙ୍କ ଚମତ୍କାର…