ଜାନୀଆରୀ ୧୯ରେ ଶିକ୍ଷକ ଯୋଗ୍ୟତା ପରୀକ୍ଷା…

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ଜାନୁଆରୀ ୧୯ରେ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ୪୭,୭୪୪ ପରୀକ୍ଷାର୍ଥୀଙ୍କ ନିମନ୍ତେ ୧୬୫ଟି ପରୀକ୍ଷା…

ଓଡିଆ ଜାତି ଭିତରେ ନୂଆ ଜାଗରଣ ପାଇଁ ମାର୍ଗ ପ୍ରଶସ୍ତ କରିଛି ପ୍ରଗତି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ…

ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା; ବାଦ ପଡ଼ିଲେ ସୁର ଓ ତାରା

ଭୁବନେଶ୍ବର : ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି। କମିଟିରେ ଜଣେ ଅଧ୍ୟକ୍ଷଙ୍କ ସହ ୧୮ ସଦସ୍ୟ ସ୍ଥାନୀତ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଆସନ୍ତା ୨୦୨୪…

ନର୍ଥଇଷ୍ଟ ଭାରତର ନୂଆ ଇଞ୍ଜିନ ପାଲଟିଛି’…

ଭୁବନେଶ୍ବର : ‘ଆଜି ଦିଲ୍ଲୀ ଓ ମୁମ୍ବାଇ ପରି ମେଟ୍ରୋ ନଗରୀର ଯେତିକି ଉନ୍ନତି ହେଉଛି, ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ବି ସେତିକି ଉନ୍ନତି ହେଉଛି। ଏବେ ନର୍ଥଇଷ୍ଟ ଭାରତର ନୂଆ ଇଞ୍ଜିନ ପାଲଟିଛି।’ ଆଜି ‘ଓଟିଭି’ର ବାର୍ଷିକ ଚିନ୍ତନ କାର୍ଯ୍ୟକ୍ରମ…

ଓୟୋ ହୋଟେଲ ରୁମରେ ଅଙ୍ଗନବାଡ଼ି କର୍ମୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ, ପ୍ରେମିକ ଅଟକ…

ବ୍ରହ୍ମପୁର : ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ସ୍ଥିତ ଓୟୋ ହୋଟେଲ ରୁମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି। ମୃତ ଯୁବତୀ ଜଣଙ୍କ ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କ ଘର ପୁରୀ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଗୁରୁତର…

କୋରାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ପାତ୍ରପୁଟ ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ଧନିଆ ଖରା ଓ ମାଣିକ ଖେମୁଣ୍ଡୁ। ସେମାନେ ନନ୍ଦପୁର ବ୍ଲକ ଖମରା…

ମା’ଙ୍କୁ ଦର୍ଶନ କରିବା ସହ ସମଲେଇ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ…

ସମ୍ବଲପୁର: ସମ୍ବଲପୁର ଗସ୍ତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ଆଜି ସକାଳ ୭ଟାରେ ସେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମଲେଇ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା ବୈଠକ କରିଥିଲେ। ଏହି ସମୀକ୍ଷା ବୈଠକରେ ଆରଡିସି, ଜିଲ୍ଲାପାଳ ଓ ମହାନଗର ନିଗର କମିଶନର ପ୍ରମୁଖ…

ପୁଣି ଟାର୍ଗେଟ କଲେ ୫-ଟି ଅଧ୍ୟକ୍ଷ; କହିଲେ- ଓଡ଼ିଶାରେ ସବୁଠାରୁ ଖରାପ ୫୫ ନମ୍ବର ଜାତୀୟ ରାଜପଥ

ଭୁବନେଶ୍ବର/କୁଚିଣ୍ଡା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶନିବାର ଫାଇଭ-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ସମ୍ବଲପୁର-କଟକ ୫୫ ନମ୍ବର ଜାତୀୟ ରାଜପଥର ଅବସ୍ଥା ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ତାତ୍ସଲ୍ୟ କରିଛନ୍ତି। କୁଚିଣ୍ଡାରେ…

ନୂଆ-ଓ କାର୍ଯ୍ୟକ୍ରମର ଆୟୋଜକ ଓ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ କଂଗ୍ରେସର ଏତଲା…

ରାୟଗଡ଼ା: ରାୟଗଡ଼ା ଠାରେ ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହୋଇଥିବା ଅବ୍ୟବସ୍ଥା ଏବଂ ଅଘଟଣକୁ ନେଇ କଂଗ୍ରେସ ଓ ବିଜେପି ତରଫରୁ ଉଦବେଗ ପ୍ରକାଶ କରାଯାଇ ଜିଲ୍ଲାପାଳ ଏବଂ ଏସପିଙ୍କୁ ଭେଟି ଆୟୋଜକ ଏବଂ କଲେଜ…

ରାଜ୍ୟରେ ଆରମ୍ଭ ହେଲା ଇ–ଲେକଚର ବ୍ୟବସ୍ଥା…

ଭୁବନେଶ୍ବର: ରାଜ୍ୟ ସରକାର ଉଚ୍ଚଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ଇ–ଲେକଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏଥିରେ କଲେଜ ଓ ବିଶ୍ଵବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ଼ କରାଯାଇଛି, ଯାହା ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା…