ମଣିପୁରରେ ଥମୁନି ହିଂସା; ପିତାପୁତ୍ର ସମେତ ୪ ଜଣଙ୍କୁ ଅପହରଣ ପରେ ହତ୍ୟା

ପୁଣି ଅଶାନ୍ତ ହୋଇ ଉଠିଛି ମଣିପୁର। ହୋଇଛି ରକ୍ତପାତ । ଗଡ଼ିଛି ନିରୀହ ମୁଣ୍ଡ। ଆତଙ୍କବାଦୀମାନେ ୪ ନିରୀହ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତ ବୁଧବାରଠୁ ମଣିପୁରର ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ନିଖୋଜ ଥିବା ବେଳେ ଗତକାଲି ସେମାନଙ୍କ ମୃତଦେହ ବିଷ୍ଣୁପୁର…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ । ବିଜେଡି ବିରୋଧରେ ମାମଲା ଗ୍ରହଣ କଲେନାହିଁ ଦିଲ୍ଲୀ ହାଇକୋର୍ଟ। ସରକାରୀ ଯୋଜନା ପ୍ରୋମୋରେ BJDର ଶଙ୍ଖ ଚିହ୍ନ ବ୍ୟବହାର ନେଇ ବିଜେଡି ବିରୋଧରେ ଅଭିଯୋଗ ହୋଇଥିଲା । ବିଜେପି ନେତା ଯତିନ ମହାନ୍ତିଙ୍କ ଆବେଦନକୁ…

ଭାରତର ଦୀର୍ଘତମ ସମୁଦ୍ର ସେତୁ ଲୋକାର୍ପିତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ହେଉଛି ଦେଶର ଦୀର୍ଘତମ ସମୁଦ୍ର ସେତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାଁରେ ଏହାକୁ ନାମିତ କରାଯାଇଛି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି।…

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର…

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର…

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭବାନୀପାଟଣା ଠାରେ ବିଜେଡି ପକ୍ଷରୁ ଅନୁଷ୍ଠିତ ସମାବେଶ ରେ 5T ଅଧ୍ୟକ୍ଷ ଯୋଗୋଦାନ କରି ଲକୋଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବିଜୁ ସ୍ୱାସ୍ଥ୍ୟ କାର୍ଡ ,ଲଷ୍ମୀ ବସ ଯୋଜନା ଉପରେ କହିଥିଲେ 5T…

ଚଢ଼ାଉ ପାଇଁ ଯାଇଥିବା ବେଳେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାରେ ୨ ଗିରଫ…

ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲ୍ଲାର ସନ୍ଦେଶଖାଲୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି। ଏହି ଦୁଇ ଅଭିଯୁକ୍ତ ହେଉଛନ୍ତି ମେହବୁର ମୋଲ୍ଲାହ ଓ ସୁକଲାମ ସରକାର। ଇଡି ଟିମ୍‌କୁ ଆକ୍ରମଣ କରିବା ପରେ…

ଆରମ୍ଭ ହେଲା ଇଣ୍ଟରନେସନାଲ୍ କ୍ରାଫ୍ଟ ସମିତ, ଯୋଗ ଦେଲେ ବଲିଉଡ଼ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି…

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଇଣ୍ଟରନେସନାଲ୍ କ୍ରାଫ୍ଟ ସମ୍ମିଟ୍ ବା ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭର୍ଚୁଆଲ ମୋଡ଼ରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ହସ୍ତତନ୍ତ, ବସ୍ତ୍ର ଏବଂ ହସ୍ତଶିଳ୍ପ…

ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟି ପରୀକ୍ଷା…

ସମ୍ବଲପୁର: ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟିର ପରୀକ୍ଷା । ଜାନୁଆରୀ ୧୩ ରେ ହେବାକୁ ଥିବା ପରୀକ୍ଷା ୨୪ ତାରିଖରେ ହେବ । ଆସନ୍ତକାଲି (ଶନିବାର) ସମ୍ବଲପୁର ମନ୍ଦଲିଆ ଗ୍ରାଉଣ୍ଡରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶାର କାର୍ଯ୍ୟ ପାଇଁ…

ସନ୍ତାନ ପ୍ରସବ କଲା ୯ମ ଶ୍ରେଣୀ ବାଳିକା; ନିଲମ୍ବିତ ହେଲେ ହଷ୍ଟେଲ୍‌ ୱାର୍ଡେନ୍‌

ଚିକ୍କବଲ୍ଲାପୁର: ଜଣେ ୯ମ ଶ୍ରେଣୀ ଛାତ୍ରୀ ଡାକ୍ତରଖାନାରେ ସନ୍ତାନ ପ୍ରସବ କରିବା ପରେ କର୍ଣ୍ଣାଟକର ଚିକ୍କବଲ୍ଲାପୁରରେ ଜଣେ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କୁ ନିଲମ୍ବନ କରାଯାଇଛି ବୋଲି ପୁଲିସ କହିଛି। ଏହି ଘଟଣାରେ ପୁଲିସ ‘ପୋକ୍‌ସୋ’ ମାମଲା ମଧ୍ୟ ରୁଜୁ କରିଥିବା କଥା…