ଇତିହାସ ରଚିଲା ଏସସିବି, ପ୍ରଥମ ଥର ପାଇଁ ଅସ୍ଥିମଜ୍ଜା ଟ୍ରାନ୍ସପ୍ଲାଣ୍ଟ ସଫଳ…

କଟକ : କଟକ ଏସସିବି ମେଡିକାଲ କଲେଜରେ ପ୍ରଥମ ହାପଲୋ ଅସ୍ଥିମଜ୍ଜା ପ୍ରତିରୋପଣ ସଫଳ । ସଂପୂର୍ଣ୍ଣ ମାଗଣାରେ ଏହି ଚିକିତ୍ସା କରାଯାଇଛି । ଜଣେ ରକ୍ତ କର୍କଟ ରୋଗୀଙ୍କ ଶରୀରରେ ହାପଲୋ ପଦ୍ଧତିରେ ଅସ୍ଥିମଜ୍ଜା ପ୍ରତିରୋପଣ ହୋଇଥିବା ବେଳେ ଉଭୟ ଷ୍ଟେମ…

ବାଲି ଉଠାଣ ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ : ମେସିନ ଦ୍ଵାରା ବାଲି ଉଠାଣ ଉପରେ ପୁଣି ରୋକ ଲଗାଇଲେ ହାଇକୋର୍ଟ । ଖଣି ବିଭାଗ ବିଜ୍ଞପ୍ତି ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରାଯାଇଛି । ଗତ ଡିସେମ୍ବର ୨୧ରେ ଖଣି ବିଭାଗ ପକ୍ଷରୁ ଜାରି ହୋଇଥିଲା ବିଜ୍ଞପ୍ତି। ଏଥିରେ ଆବଶ୍ୟକତା ଅନୁଯାୟୀ ମେସିନ ଦ୍ଵାରା…

ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ…

ଖୋର୍ଦ୍ଧା : ପ୍ରେମିକାକୁ ଛୁରାମାଡ଼ ଘଟଣାରେ ମାମଲା ରୁଜୁ। ଗୁରୁତର ପ୍ରେମିକାଙ୍କ ଭାଇଙ୍କ ଏତଲା ଆଧାରରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳରେ…

ବ୍ଲାକ୍ ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣ କାରୀକୁ ଧରିଲା ପୋଲିସ…

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ପୋଲିସ କୁ ପୁଣି ମିଳିଛି ବଡ ସଫଳତା । କଳା ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣକାରୀକୁ ଧରିଲା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ । କଳା ପଲସର ଗାଡ଼ିରେ ଆସି ସୁନାହାର ସହ ବିଭିନ୍ନ…

ହ୍ରାସ ହେବ ରାତି ତାପମାତ୍ରା, ଆହୁରୀ ବଢିବ ଶୀତର ପ୍ରକୋପ…

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତବର୍ଷ ପ୍ରବଳଶୀତରେ କଲବଲ ହେଉଛନ୍ତି ଓଡିଶାବାସୀ । ତେବେ ବର୍ତ୍ତମାନ ଶୀତରେ ଥରହର ହେଉଛଥିବାବେଳେ, ଆଗକୁ ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…

ସମନ ଭିତରେ ସୋରେନ୍‌ଙ୍କ ବଡ଼ ନିର୍ଦ୍ଦେଶ, କେନ୍ଦ୍ରୀୟ ଏଜେନ୍ସିକୁ ଦିଅନି ଉତ୍ତର…

ଇଡି ଜାଲରେ ଫସିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସାତ ଥର ସମନ କରିସାରିଲାଣି। ତଥାପି ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇନାହାନ୍ତି। ଏହାରି ଭିତରେ ସେ ରାଜ୍ୟର ସବୁ ବିଭାଗକୁ ଦେଇଛନ୍ତି ଏକ ବଡ଼ ନିର୍ଦ୍ଦେଶ।…

କରସେବକଙ୍କ ଉପରେ ଗୁଳି ଚଳାଇବା ନିଷ୍ପତ୍ତି ଠିକ୍‌ ଥିଲା

ପୁଣି ଥରେ ବିବାଦ ଭିତରକୁ ଟାଣି ହେଲେ ସାମଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟା। ସେ ପୁଣି ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। କାରସେବକମାନଙ୍କ ଉପରେ ହୋଇଥିବା ଗୁଳିକାଣ୍ଡ ଘଟଣାକୁ ସେ ସଠିକ୍‌…

ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ…

ସୁନ୍ଦରଗଡ଼ : ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା ସନ୍ଦେହ ବଢିଛି । ବଡ଼ଗାଁ…

ମଝି ଆକାଶରେ ବିମାନର କବାଟ ଛିଡିବା ମାମଲା, ଜଣାପଡିଲା ତ୍ରୁଟି…

ନିକଟରେ ମଝି ଆକାଶରେ ଅଲାସ୍କା ଏୟାରଲାଇନ୍ସର ଏକ ବୋଇଂ ବିମାନର କବାଟ ହାଠାତ୍‌ ଛିଡି ଯାଇଥିଲା। ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଥିଲା। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନଟିକୁ ଜରୁରୀ ଅବତରଣ କରିବାକୁ ପଡିଥିଲା। ତେବେ କବାଟଟି କାହିଁକି ଛିଡିଲା ତା’ର ପ୍ରକୃତ କାରଣ ଏବେ…

ଗୋଟିଏ ପାଣି ବୋତଲରେ ଥାଏ ଲକ୍ଷାଧିକ ପ୍ଲାଷ୍ଟିକ କଣିକା..!

ଦୈନନ୍ଦିନ ବ୍ୟବହାରରେ ପ୍ଲାଷ୍ଟିକ ଏକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପାଲଟିଯାଇଛି। ପାଣି ବୋଟଲଠୁ ନେଇ ଟିଫିନ ବ୍ୟାଗ୍ ପର୍ଯ୍ୟନ୍ତ ସବୁକିଛି ପ୍ଲାଷ୍ଟିକରୁ ତିଆରି ହେଉଛି। ଏହି ପ୍ଲାଷ୍ଟିକ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଆମେ ଜାଣିଛେ, ହେଲେ ବଜାରରେ ବିକ୍ରି ହେଉଥିବା…