ହନୁମାନ ବାଟିକାରେ ଜଳିବ ବିଶ୍ବର ସବୁଠାରୁ ବଡ଼ ଦ୍ବୀପ

ରାଉରକେଲା : ରାଉରକେଲାର ହନୁମାନ ବାଟିକାରେ ଜଳିବ ବିଶ୍ବର ସବୁଠାରୁ ବଡ଼ ଦ୍ବୀପ। ଅଯୋଧ୍ୟା ରାମ ଜନ୍ମଭୂମିରେ ରାମଲାଲାଙ୍କ ପାଇଁ ଚାଲିଥିବା କାର୍ଯ୍ୟକ୍ରମରେ ସାମିଲ୍ ହେବ ରାଉରକେଲା । ଗତ ୬ ତାରିଖରୁ ଆଠ ଜଣ ରାଜ୍ୟ ତଥା ରାଜ୍ୟ ବାହାରର କାରିଗରଙ୍କ ଦ୍ଵାରା…

GRP କନେଷ୍ଟବଳଙ୍କ ପାଇଁ ନୂଆ ଜୀବନ ପାଇଲେ ବୃଦ୍ଧା

ଭଦ୍ରକ : ମହାନତା ଦେଖାଇଲେ GRP କନେଷ୍ଟବଳ। ମହିଳା ଜଣକ ଚଳନ୍ତା ଟ୍ରେନରୁ ଖସି ପଡ଼ିଥିବା ବେଳେ ଉଦ୍ଧାର କଲେ ଡିୟୁଟିରେ ଥିବା କନେଷ୍ଟବଳ ପ୍ରତାପ ଚନ୍ଦ୍ର ଗିରି। ସୂଚନା ଅନୁଯାୟୀ ଗତ ଡିସେମ୍ବର ମାସ ୨୨ ତାରିଖରେ ଭଦ୍ରକ ଚରମ୍ପା ରେଳ ଷ୍ଟେସନରେ ବାଲେଶ୍ୱରକୁ…

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି

ମାଲକାନଗିରି : ଲାଲଗଡ଼କୁ ସିଧାବିମାନ । ବିକାଶ ଯାତ୍ରାରେ ମାଲକାନଗିରି ଜିଲ୍ଲାରେ ଯୋଡ଼ି ହେଲା ଆଉ ଏକ ନୂଆ ପର୍ଦ୍ଦ । ଗୁରୁପ୍ରିୟା ସେତୁ ପରେ ଆକାଶପଥରେ ଯୋଡ଼ି ହୋଇଛି ସ୍ବାଭିମାନ ଅଞ୍ଚଳ । ମାଲକାନଗିରି ବିମାନ ବନ୍ଦରକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱରରେ MVI ପଞ୍ଚାନନ ବେହେରାଙ୍କର ୨୭ଟି ପ୍ଲଟ ଠାବ…

ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଜିଲ୍ଲା ମୋଟର ଯାନ ନିରୀକ୍ଷକ ( MVI) ପଞ୍ଚାନନ ବେହେରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ତାଙ୍କର କେବଳ ଭୁବନେଶ୍ୱରରେ ୨୭ଟି ପ୍ଲଟ ଠାବ କରାଯାଇଛି। ଏହି…

ହ୍ୱାଇଟ୍‌ ହାଉସ ଫାଟକରେ ପିଟିହେଲା କାର୍‌ , ଡ୍ରାଇଭର ଗିରଫ…

ଭାରସାମ୍ୟ ହରାଇ ହ୍ୱାଇଟ୍‌ ହାଉସ ଫାଟକରେ ପିଟିହେଲା କାର୍‌ । ଦୁର୍ଘଟଣାଗ୍ରସ୍ତ କାର୍‌ ଡ୍ରାଇଭରକୁ ପୁଲିସ ଗିରଫ କରିବା ସହ ଗାଡ଼ିକୁ ଜବତ କରିଛି। ଗତକାଲି ସନ୍ଧ୍ୟା ସମୟରେ ଏହି ଅଘଟଣ ଘଟିଛି। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌…

ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟ…

ଭୁବନେଶ୍ୱର : ରାଜଧାନୀରେ ଥମୁନି ଲୁଟେରା ଆତଙ୍କ। ସ୍ବାମୀ ସ୍ତ୍ରୀ ଶୋଇଥିବା ବେଳେ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡା ଅଞ୍ଚଳରେ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି ଦୁବୃର୍ତ୍ତ। ପଞ୍ଚାୟତିରାଜ ବିଭାଗର…

ଜାନୁଆରୀ ୨୨ ତାରିଖରେ ଉତ୍ତର ପ୍ରଦେଶର ସମସ୍ତ ସ୍କୁଲ, କଲେଜ ଛୁଟି…

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ହେବ। ରାମ ଲଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯିବ। ସେଥିପାଇଁ ସେହିଦିନ ଉତ୍ତର ପ୍ରଦେଶରେ ସ୍କୁଲ୍‌, କଲେଜ ସବୁ ବନ୍ଦ ରହିବ। ଆଜି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି…

କୁକୁର ବନ୍ଧ୍ୟାକରଣ ଉପରୁ ରହିତାଦେଶ ଉଠାଇଲେ ହାଇକୋର୍ଟ…

ଭୁବନେଶ୍ବର: ଖୁବ୍‌ଶୀଘ୍ର ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର । ଏନେଇ ସୋମବାର ବିଏମ୍‌ସିକୁ ସବୁଜ ସଙ୍କେତ ଦେଇଛନ୍ତି ହାଇକୋର୍ଟ । କୁକୁର ବନ୍ଧ୍ୟାକରଣ ଉପରେ ଥିବା ରହିତାଦେଶ ଉଠାଇ ଦେଇଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସବୁ…

ପୋଲିଓ ଟିକା ନେଇ ଯାଉଥିବା ପୁଲିସ ଟିମ୍‌ ଉପରେ ଆକ୍ରମଣ, ୬ ମୃତ…

ଭୟଙ୍କର ବିସ୍ଫୋରଣ। ପୋଲିଓ ଟିମ୍‌ର ସୁରକ୍ଷାରେ ଥିବା ପୁଲିସ ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୨ ଜଣ ଆହତ ହୋଇଛନ୍ତି। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ପାକିସ୍ତାନ ଖୋଦ୍‌ ଆତଙ୍କବାଦୀ ଆକ୍ରମଣର ଶିକାର…

ରାଜନୀତି ମୈଦାନରେ ବି ରାଗିଗଲେ ବାଂଲାଦେଶ କ୍ୟାପ୍ଟେନ, ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍

ପୁଣି ବିବାଦରେ କ୍ରିକେଟର-କମ୍-ରାଜନେତା ସାକିବ ଅଲ ହାସନ। ଶାକିବ ଜଣେ ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍ ହେଉଛି। ପ୍ରଥମ କରି ସାଂସଦ ଭାବେ ନିର୍ବାଚିତ ହୋଇଥିବା ବାଂଲାଦେଶ କ୍ରିକେଟ ଟିମ୍ କ୍ୟାପ୍ଟେନଙ୍କ ଏପରି ବ୍ୟବାହାରକୁ ସମାଲୋଚନା…