ଜେଲ୍‌ରୁ ଆସି ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସଞ୍ଜୟ ସିଂହ

ଜେଲ୍‌ରୁ ବାହାରକୁ ଆସିଲେ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂହ। ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍‌ ନେତା ସଞ୍ଜୟ ସିଂହ ଜେଲ୍‌ରୁ ବାହାରକୁ ଆସିବା ପରେ ପରେ ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ପୁଲିସ ଭ୍ୟାନ୍‌ରେ ସିଭିଲ ଲାଇନରେ…

ବିହାର ସିଟ ଶେୟାରିଂ ଫର୍ମୁଲା: କଂଗ୍ରେସ ଦେଲା ଏମିତି ପ୍ରସ୍ତାବ

ଆସନ୍ତା ଲୋକସଭା ନିର୍ବାଚନକୁ ନେଇ ଇଣ୍ଡିଆ ମେଣ୍ଟ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିହାରରେ ସିଟ ଶେୟାରିଂ ଫର୍ମୁଲାକୁ ନେଇ ବଡ଼ ପ୍ରସ୍ତାବ ଦେଇଛି କଂଗ୍ରେସ। ଇଣ୍ଡିଆ ମେଣ୍ଟରେ ଥିବା ଜେଡିୟୁ ଓ ଆରଜେଡି ୧୬ଟି ଲେଖାଏ ଆସନରେ ଲଢ଼ିବାକୁ ଚାହୁଁଥିଲେ ହେଁ…

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପ‌ଯୋଗୀ ହେବ ଏବଂ ଏହାଦ୍ବାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇ ପରିବର୍ଦ୍ଧିତ କରାଯାଇଛି । ରାଜ୍ୟରେ କାଳିଆ…

୮୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ

ଭୁବନେଶ୍ବର: ପରଲୋକରେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ସ୍ଥିତ ତାଙ୍କ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅଭିନ୍ନ ଚନ୍ଦ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।ସେ ଜଣେ ସୁଯୋଗ୍ୟ…

ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା

ଅନୁଗୁଳ : ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା। ଅନୁଗୁଳ ଜିଲ୍ଲାର ସାତକୋଶିଆ, ଆଠମଲ୍ଲିକ, ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ଚାଲିଛି ଏହି ଗଣନା କାର୍ଯ୍ୟ। ୧୪ଟି ଟିମ ଡଙ୍ଗାରେ ବିଭିନ୍ନ ଜାଗାକୁ ଯାଇ ପକ୍ଷୀ ଓ କୁମ୍ଭୀର ଗଣନା କରୁଛନ୍ତି। ଗଣନା…

୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା…

ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ ବିଭିନ୍ନ ନିର୍ବାଚନ ମଣ୍ଡଳିକୁ ଗସ୍ତ କରିବେ ।…

ବିଲକିସ ବାନୋ ମାମଲାରେ ‘ସୁପ୍ରିମ’ ରାୟ: ବିଜେପି ଉପରେ ବର୍ଷିଲେ ବିରୋଧୀ…

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଗୁଜରାଟ ଦଙ୍ଗା ପୀଡ଼ିତା ବିଲକିସ ବାନୋ ମାମଲାରେ ଆଜି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧୀ ଦଳଗୁଡ଼ିକ ସ୍ୱାଗତ କରିଛନ୍ତି। ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରିବା ସହ ତାଙ୍କ ପରିବାର ସଦସ୍ୟ ଓ ଛୋଟ ଝିଅକୁ ହତ୍ୟା କରିବା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା…

ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ…

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି । ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ…

ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ…

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ…

ହାଇଟେକ୍ ଟ୍ରାଜେଡି, ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ…

ଭୁବନେଶ୍ଵର: ହାଇଟେକ୍ ହାଇଡ୍ରାମାକୁ ନେଇ ତାତିଲା କଂଗ୍ରେସ । ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ କଲା ଅଣ୍ଡା ମାଡ । ହାଇଟେକ୍ ହସ୍ପିଟାଲ ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଛାତ୍ର ଓ ଯୁବ କଂଗ୍ରେସର ବିକ୍ଷୋଭ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସରକାରୀ…