ଅନ୍‌ଲାଇନ୍‌ ‘ମେଟାଭର୍ସ ଗେମ୍‌’ରେ ୧୬ ବର୍ଷୀୟ ଝିଅ ସହିତ ‘ଭର୍ଚୁଆଲ୍‌’ ଗଣଦୁଷ୍କର୍ମ…

ନୂଆଦିଲ୍ଲୀ: ଅନ୍‌ଲାଇନ୍‌ ‘ମେଟାଭର୍ସ ଭର୍ଚୁଆଲ୍‌ ରିଆଲିଟି ଗେମ୍‌’ରେ ପ୍ରଥମ କରି ଜଣେ ୧୬ ବର୍ଷୀୟ ଝିଅ ସହିତ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଉପରେ ବ୍ରିଟିସ୍‌ ପୁଲିସ ତଦନ୍ତ ଆରମ୍ଭ କରିଥିବା କଥା ‘ଦି ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ରିପୋର୍ଟରେ…

ବେଳେବେଳେ ରାଜ୍ୟାଭିଷେକକୁ ଅପେକ୍ଷା କରିଥିବା ବ୍ୟକ୍ତି ବନବାସ ପଳାଇଯାଏ : ଶିବରାଜ ସିଂ ଚୌହାନ

ଭୋପାଳ: ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କହିଛନ୍ତି ଯେ ବେଳେବେଳେ ରାଜ୍ୟାଭିଷେକକୁ ଅପେକ୍ଷା କରିଥିବା ବ୍ୟକ୍ତି ବନବାସ ପଳାଇଯାଏ । ନଭେମ୍ବର ୨୦୨୩ରେ ଅନୁଷ୍ଠିତ ମଧ୍ୟପ୍ରଦେଶ…

ସିଇସି ନିଯୁକ୍ତିରେ ସ୍ୱଚ୍ଛତା ଆଣିବାକୁ ଦାବି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା…

ନୂଆଦିଲ୍ଲୀ : ନିକଟରେ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ କମିଶନରଙ୍କ ନିଯୁକ୍ତିକୁ ନେଇ ସଂସଦରେ ପାରିତ ବିଲ୍‌କୁ ବିରୋଧ ଆରମ୍ଭ ହୋଇଛି। ଶୀତ ଅଧିବେଶନ ସମୟରେ କେନ୍ଦ୍ର ସରକାର ଉଭୟ ଲୋକସଭା ଓ ରାଜ୍ୟସଭାରେ ନୂଆ ସିଇସି ବିଲ୍‌କୁ ପାରିତ କରିଥିଲେ। ବିଲ ପାରିତ ହେବା…

ଆଲୋଚନା ସଫଳ, ଆନ୍ଦୋଳନ ପ୍ରତ୍ୟାହାର କରିବ ଡ୍ରାଇଭର ସଂଘ…

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ସଫଳ ହୋଇଛି। ନୂଆ ହିଟ୍‌ ଆଣ୍ଡ ରନ ଆଇନକୁ ବିରୋଧ କରି ଡ୍ରାଇଭରମାନେ ଦେଶବ୍ୟାପୀ କରୁଥିବା ଆନ୍ଦୋଳନ ପ୍ରତ୍ୟାହାର କରିବେ। ଏ ସମ୍ପର୍କରେ ସର୍ବଭାରତୀୟ ମୋଟର ପରିବହନ…

ଟ୍ରକ ଡ୍ରାଇଭରଙ୍କ ଆନ୍ଦୋଳନ: ପେଟ୍ରୋଲ-ଡିଜେଲ ବିକ୍ରି ଉପରେ ଲାଗିଲା କଟକଣା…

ନୂଆ ହିଟ ଆଣ୍ଡ ରନ ଆଇନରେ ଥିବା ବ୍ୟବସ୍ଥାକୁ ବିରୋଧ କରି ଦେଶବ୍ୟାପୀ ଟ୍ରକ ଡ୍ରାଇଭରମାନେ ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନରେ ତୈଳ ସପ୍ଲାଏ କରୁଥିବା ଡ୍ରାଇଭରମାନେ ମଧ୍ୟ ସାମିଲ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଚଣ୍ଡିଗଡ଼ରେ ପେଟ୍ରୋଲ ଓ ଡିଜେଲ ବିକ୍ରି ଉପରେ କଟକଣା ଲଗାଯାଇଛି। ବିଭିନ୍ନ…

ଖୋଲିଲା ରହସ୍ୟ; ଝିଅ ଜାଣି ବୋରୱେଲ୍‌ରେ ପକାଇ ଦେଇଥିଲା ମାଆ…!

କଟକ : ଏମିତି କ’ଣ ଜଣେ ମାଆ ହୋଇପାରେ? ଜନ୍ମ ପରେ ଝିଅ ହୋଇଥିବା ଜାଣି ବୋରୱେଲ୍‌ରେ ପକାଇଦେବ? ହଁ ଆଜ୍ଞା ସମ୍ୱଲପୁରରେ ବୋରୱେଲ୍‌ରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟା ଘଟଣାରେ ଏପରି ଚାଞ୍ଚଲ୍ୟକର ଚଥ୍ୟ ସାମ୍ନାକୁ ଆସିଛି। ସେପଟେ କଟକ ବଡ଼ ମେଡିକାଲ୍‌ରେ ଚିକିତ୍ସିତ…

ଭୁବନେଶ୍ୱରରେ ଦୋକାନୀଙ୍କ ତଣ୍ଟି କାଟି ୬ ହଜାର ଟଙ୍କା ନେଇଗଲେ ଦୁର୍ବୃତ୍ତ

ଭୁବନେଶ୍ବର : ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଡମଣା ଗାଁରେ ଆଜି ଭୋରରେ ଜଣେ ଦୋକାନୀଙ୍କ ତଣ୍ଟିକାଟି ୬ ହଜାର ଟଙ୍କା ନେଇ ଯାଇଛନ୍ତି ଲୁଟେରା। ଲୁଟ୍‌ର ଶିକାର ହୋଇଥିବା ଦୋକାନୀଙ୍କ ନାଁ ଶିବାନନ୍ଦ…

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ପାଇଁ ସଜବାଜ ହେଲେଣି କଳାକାର…

ବରଗଡ଼ : ଜାନୁୟାରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୭୬ ତମ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଏବେଠାରୁ ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଧନୁଯାତ୍ର ପାଇଁ କଳାକାର ମାନେ ଏବେଠାରୁ ଅଭ୍ୟାସ ଆରମ୍ଭ କରିଦେଲେଣି। ଚଳିତ ବର୍ଷ ଯାତ୍ରା କିପରି ଅଧିକ…

ଗାଁକୁ ରାସ୍ତା ନାହିଁ, ଚାଙ୍ଗୁ ବଜାଇ ପ୍ରତିବାଦ କଲେ ଲୋକେ…

କେନ୍ଦୁଝର : ରତ୍ନଗର୍ଭା କେନ୍ଦୁଝର ଜିଲ୍ଲା! ଖଣି ଖାଦାନରେ ଭରପୂର ଥିବାରୁ ଧନୀ ଜିଲ୍ଲା ଭାବେ ପରିଚୟ ପାଇଛି! ହେଲେ ଦୁଃଖର ବିଷୟ ଏହି ଧନୀ ଜିଲ୍ଲାରେ ଦେଖିବାକୁ ମିଳିଛି ବିକଳ ଚିତ୍ର। ଆଜି ପର୍ଯ୍ୟନ୍ତ ଗାଁକୁ ଯିବା ପାଇଁ ରାସ୍ତା ଖଣ୍ଡିଏ ଯାଇନି। ବିଜୁଳି କଥା…

ଇ-କୋର୍ଟ ଯୁଗରେ ସ୍ଥାୟୀ ବେଞ୍ଚ ମହତ୍ୱପୂର୍ଣ୍ଣ ନୁହଁ: କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ବର : ହାଇକୋର୍ଟର ନୂଆ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସୁପାରିଶ ଆବଶ୍ୟକ। ଏଥିସହିତ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ସହମତି ଦରକାର। ଏହା ପରେ ଯାଇ କେନ୍ଦ୍ର ସରକାର ନୂଆ…