ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ଡିଏଫଓଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକ

କଳାହାଣ୍ଡି : ଫରେଷ୍ଟର ସଞ୍ଜୟ ନାୟକ ଜୀବନ ହାରିବା ଘଟଣାରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ସ୍ଥାନୀୟ DFOଙ୍କ ସଂପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୟ ତଦନ୍ତ ଆରମ୍ଭ କରିଛି ବନବିଭାଗ । ମାମଲାର ତଦନ୍ତ ଦୟିତ୍ବ ଜଣେ ସିସିଏଫ୍ ରାଙ୍କ ଅଧିକାରୀଙ୍କୁ ଦିଆଯାଇଛି। କଳାହାଣ୍ଡି

ବିବାଦୀୟ ଥାନାରେ ଶେଷରେ ଲାଗିଲା ସିସିଟିଭି

ଭୁବନେଶ୍ବର: ବିବାଦୀୟ ତଥା ବର୍ତ୍ତମାନର ଚର୍ଚ୍ଚିତ ଭରତପୁର ଥାନାରେ ପରିଶେଷରେ ସିସିଟିଭି ଲାଗଛି । ଖାଲି ସିସିଟିଭି ଲାଗିନି, ଏହାକୁ ମନିଟର ସହ ଯୋଡି ଚାଲୁ ମଧ୍ୟ କରାଯାଇଛି । ଥାନାର ବିଭିନ୍ନ ସ୍ଥାନକୁ ସିସିଟିଭି ପରିସରଭୁକ୍ତ କରାଯାଇଛି । ଥାନାରେ କେଉଁ ସ୍ଥାନରେ କ’ଣ ଚାଲିଛି ତାହା

ଲେବାନନରେ ଇସ୍ରାଏଲର ସବୁଠାରୁ ବଡ଼ ହମଲା: ୫୫୮ ମୃତକଙ୍କ ମଧ୍ୟରେ ୫୦ ଶିଶୁ

ମଧ୍ୟପ୍ରାଚ୍ୟର ସୁଇଜରଲ୍ୟାଣ୍ଡ କୁହାଯାଉଥିବା ଲେବାନନ ଏବେ ପୂରା ଛାରଖାର ହୋଇଯାଇଛି। ଦକ୍ଷିଣ ଲେବାନନରେ ଇସ୍ରାଏଲ କରିଛି ସବୁଠାରୁ ବଡ଼ ହମଲା। ବିଦ୍ରୋହୀ ସଂଗଠନ ହେଜବୁଲ୍ଲାକୁ ଟାର୍ଗେଟ କରି ଇସ୍ରାଏଲ କରିଥିବା ଘନଘନ ରକେଟ ଓ ବୋମା ମାଡ଼ରେ ସବୁ କିଛି ମାଟିରେ ମିଶି ଯାଇଛି। ଇସ୍ରାଏଲର

ଧାରଣାରେ ସଫେଇ କର୍ମଚାରୀ, ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ

ଭୁବନେଶ୍ୱର: ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସପିଟାଲ ପରିବେଶ । ସବୁ ଆଡ଼େ ପଡ଼ି ରହିଛି ଅଳିଆ ଆବର୍ଜନା । ଗତକାଲି ଠୁଁ ସଫେଇ କର୍ମଚାରୀ ଧାରଣାରେ ବସିଥିବା ବେଳେ ହସ୍ପିଟାଲ ଭିତର ପରିବେଶ ଅବସ୍ଥା ନ କହିବା ଭଲ । କାଜୁଆଲଟିରୁ ଅନ୍ୟ ଇର୍ମଜେନ୍ସି ବିଭାଗ ଯାଏ ପଡ଼ିଛି ଅଳିଆ ।

ଟ୍ରକ୍‌ରେ ନିଆଁ ଲାଗି ପୋଡ଼ିଗଲା ୩୦ ଟନ୍‌ ଡାଲି

ନିଆଳି: ଚଳନ୍ତା ଡାଲି ଟ୍ରକ୍‌ରେ ଲାଗିଲା ନିଆଁ। ପୋଡ଼ିଗଲା ୩୦ ଟନ୍‌ ଡାଲି। କଟକ ଜିଲ୍ଲା ଅଡ଼ଶପୁର-ନିଆଳି ରାସ୍ତାର ଅମଣାକୁଦ ଛକରେ ଏହି ଘଟଣା ଘଟିଛି। ନିଆଁ ଆୟତ୍ତ କଲା ଅଡ଼ଶପୁର ଓ ନିଆଳି ଅଗ୍ନିଶମ ବାହିନୀ। ବଶଃତ ଟ୍ରକ୍‌ ଡ୍ରାଇଭରର କିଛି ହୋଇନାହିଁ। ରାୟପୁରରୁ କୋଣାର୍କ ଯାଉଥିଲା

ଆସନ୍ତା କାର୍ଯ୍ୟକ୍ରମ ପାଇଁ ଉଦାହରଣ ଟିମ୍ ର ବୈଠକ

ରାଉରକେଲା : ସହିଦ୍ ଓ ସହିଦ୍ ପରିବାରକୁ ଦେବା ପାଇଁ ସୃଷ୍ଟି ହୋଇଥିବା ସାମାଜିକ ଅନୁଷ୍ଠାନ ଉଦାହରଣ ଟିମ୍ ର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ବୈଠକ ସେକ୍ଟର ୧୯ ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ମୁଖ୍ୟ ପ୍ରାକ୍ତନ ସିଆରପିଏଫ ଡିଆଇଜି ଦୟାନିଧି ତନ୍ତୀ ଙ୍କ ଅଧ୍ୟକ୍ଷତା ଓ ସାଧାରଣ

ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ପାଳିତ…

ରାଉରକେଲା :  ଜାତୀୟ ସେବା ଯୋଜନାର ପ୍ରତିଷ୍ଠା ଦିବସ ଅବସରରେ ସେକ୍ଟର - ୪ ସ୍ଥିତ ରାଉରକେଲା କଲେଜର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ଦ୍ବାରା 'ସ୍ବଭାବ ସ୍ବଚ୍ଛତା ସଂସ୍କାର ସ୍ବଚ୍ଛତା' ଶୀର୍ଷକ ଏକ ଆଲୋଚନା ଚକ୍ର ପ୍ରୋଗ୍ରାମ ଅଫିସର କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ

ବ୍ଲକସ୍ତରୀୟ ପୋଷଣ ମାସ ପାଳନ

ଗଞ୍ଜାମ/ବୁଗୁଡା : ସ୍ଥାନୀୟ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ପୋଷଣ ମାସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବଂ ତହସିଲଦାର

ଗଞ୍ଜାମ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଯାପିତ

ଛତ୍ରପୁର : ଜିଲ୍ଲାସଦର ମହକୁମା ଛତ୍ରପୁର ସ୍ପୋର୍ଟସ୍ ଷ୍ଟାଡିୟମ୍ (ଖେଳ ପଡିଆ ) ଠାରେ ଗତ ତିନିଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ସ୍ତରୀୟ ବିକାଶ ମେଳା ମଙ୍ଗଳ ବାର ଦିନ ଉଦଯାପିତ ହୋଇଯାଇଛି । ରାଜ୍ୟ ସରକାରଙ୍କ 100 ଦିନ ପୂର୍ତ୍ତି ଅବସରରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଓ କାର୍ଯ୍ୟକ୍ରମର

ଓଡ଼ିଶା ସ୍ବାବଲମ୍ବୀ କାରିଗର ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଶା ସ୍ବାବଲମ୍ବୀ କାରିଗର ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ଵର ସ୍ଥିତ ମାଷ୍ଟର କ୍ୟାଣ୍ଟିନ ଛକ ବୁଲନ ଭାଇ ସେବା ସଦନ ଠାରେ ଭାରତୀୟ ମଜଦୁର ସଂଘ ର ରାଜ୍ୟ ବରିଷ୍ଠ ଉପସଭାପତି ଶ୍ରୀ ଶାନ୍ତନୁ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି। ଏହି