ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର
ହୀରାକୁଦ : ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର। ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି, ଆଉ ଏବେ ପାଣିର ସ୍ତର ବି ୬୩୦ ଫୁଟ୍ ରହିଛି । ଅର୍ଥାତ ଏବେ ପୂରାପୂରି ଭର୍ତ୍ତି ହୋଇଛି!-->…