​ବସ୍ତର ଅଞ୍ଚଳର ମାଓହିଂସା ପୀଡ଼ିତଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଛତିଶଗଡ଼ର ବସ୍ତର ଅଞ୍ଚଳରୁ ମାଓବାଦୀ ହିଂସାର ଶିକାର ହୋଇଥିବା ଅନେକ ପୀଡ଼ିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଭେଟିଛନ୍ତି। ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ହିଂସାର ମାର୍ଗ ଆପଣାଇବାକୁ କୌଣସି ଉଦ୍ଦେଶ୍ୟ

ଶିଖ ବୟାନ ବିବାଦ: ପ୍ରଥମଥର ପାଇଁ ମୁହଁ ଖୋଲିଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ : ଶିଖ ସଂପ୍ରଦାୟକୁ ନେଇ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ତୀବ୍ର ସମାଲୋଚନା କରି ଚାଲିଛି। ଏହାକୁ ନେଇ ରାଜନୀତିକ ବିବାଦ ମଧ୍ୟ ଦେଖାଯାଇଛି। ଦିନକୁ ଦିନ ବିବାଦ ତେଜୁ ଥିବା ବେଳେ ପ୍ରଥମଥର ପାଇଁ ରାହୁଲ ଗାନ୍ଧି ଏହା ଉପରେ

ବିଜେପି ପାକିସ୍ତାନକୁ ବାହା ହୋଇଯାଇଛି : ଖଡଗେ

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରରେ ମେଣ୍ଟ କରିଥିବା କଂଗ୍ରେସ ଓ ନ୍ୟାଶନାଲ କନଫରେନ୍ସର ଏଜେଣ୍ଡା ପାକିସ୍ତାନ ସହ ମେଳ ଖାଉଥିବା ଅଭିଯୋଗ କରି ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତୀବ୍ର ସମାଲୋଚନା କରିବାରେ ଲାଗିଛନ୍ତି। ମୋଦି ଓ ଶାହଙ୍କ ଏପରି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ : ଆତିଶୀ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ଆଜି ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ୟାବିନେଟ ମନ୍ତ୍ରୀଙ୍କୁ ପଦ ଓ

ସରକାର ଲୋକଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଗସ୍ତର ଦ୍ବିତୀୟ ଦିନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମେଗା ସ୍ବାସ୍ଥ୍ୟ ମେଳାର ଉଦ୍‌ଘାଟନ କରିଛନ୍ତି। କେନ୍ଦୁଝର ଜିଲ୍ଲା ପ୍ରଶାସନ ଉଦ୍ୟମରେ କେନ୍ଦୁଝରଠାରେ ଜିଲା ସଦର ମହକୁମା ଡାକ୍ତରଖାନା, ଧରଣୀଧର ନାୟକ ମେଡିକାଲ କଲେଜ ଓ

ଆନ୍ଧ୍ର ପ୍ରଦେଶରେ ‘ଓଡ଼ିଆ ଭାଷା ସୁରକ୍ଷା ସମିତି’ ଗଠିତ…

ମଞ୍ଜୁଷା (ଆନ୍ଧ୍ରପ୍ରଦେଶ) :ପଡୋଶୀ ଆନ୍ଧ୍ର ପ୍ରଦେଶ ଅନ୍ତର୍ଗତ ଓଡ଼ିଶାର ବିଛିନ୍ନାଞ୍ଚଳରେ ସେଠାକାର ଜନ ସଂଖ୍ୟାର ଅର୍ଦ୍ଧାଧିକ ଓଡ଼ିଆ ଲୋକ ବସବାସ କରୁଥିବା ବେଳେ ଆନ୍ଧ୍ର ସରକାରଙ୍କ ଅବହେଳା କ୍ରମେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି l ଏହାର ସମାଧାନ ନିମନ୍ତେ

ବସ୍ ଚକାରେ ଚାପି ହୋଇ ଯୁବକ ଗୁରୁତର…

ହିଞ୍ଜିଳିକାଟୁ, ୨୧ ୯: ହିଞ୍ଜିଳିକାଟୁ ବସ୍ ଟର୍ମିନାଲ ନିକଟରେ ଶନିବାର ସକାଳେ ଜଣେ ଯୁବକ ବସରେ ଚଢୁଥିବା ବେଳେ ତଳକୁ ଖସିପଡି ଚକାରେ ଚାପି ହୋଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ସୋରଡା ଥାନା ବଡବୋରସି° ଗ୍ରାମର ଜିତେନ୍ଦ୍ର ଗୈାଡ (୨୦) ବୋଲି ଜଣାପଡିଛି। ପ୍ରକାଶ ଯେ, ଶନିବାର

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ…

ଫୁଲବାଣୀ:ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ୍ କୋର୍ଟ ର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୯ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲା ର ବିଚାର ୧୫ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଧନୁ ନାୟକ୬୧ଵର୍ଷ, ପିତା ସ୍ଵର୍ଗତ ସଦା ନାୟକ ଗ୍ରାମ କନାଡି,ରାଇକିଆ, କନ୍ଧମାଳ ଙ୍କୁ

ଗଞ୍ଜାମ ଜିଲ୍ଲାରେ ନିପୁଣ ଓଡିଶାର ଶୁଭାରମ୍ଭ

ଛତ୍ରପୁର : ଛତ୍ରପୁର ଜିଲ୍ଲାପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ବୁଧବାର ଦିନ ନିପୁଣ ଓଡିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିଲା । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଧାୟକ ମାନେ ଉପସ୍ଥିତ ରହି ମୌଳିକ

ପାଟଣାଗଡ ପ୍ରସିଦ୍ଧ ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାଟଣାଗଡ : ଚଳିତ ବର୍ଷ ଦଶହରା ପୂଜା ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହରିଶଙ୍କର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଜିଲ୍ଲାପାଳ ଅମିତ କୁମାର ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାର୍ବଜନୀନ ଦୁର୍ଗାପୂଜାନୋତ୍ସବ ପ୍ରସିଦ୍ଧ ବଏଲ ଯାତ୍ରା