ବିଦ୍ୟୁତ୍ ଆଘାତରେ ଯୁବକ ମୃତ : ସହାୟତା ପ୍ରଦାନ ଦାବିରେ ଉତ୍ୟକ୍ତ ଗ୍ରାମବାସୀ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରିଲେ

ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ବାଦିଆମ୍ବଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷଜମିରୁ କାମ ସାରି ଫେରୁଥିବା ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ନିମିଗାଁର ବିଶିକେଶନ ଗୈାଡ (୧୯) ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ ତମ ପ୍ରତିଷ୍ଠା ଦିବସ ପାଳିତ

ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ୧୦ ତମ ପ୍ରତିଷ୍ଠା ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ମୁଖ୍ୟବକ୍ତା

ଥାନା ଅଧିକାରୀସ୍ତରରେ ଅଦଳବଦଳ

ଫୁଲବାଣୀ : କନ୍ଧମାଳର ବିଭିନ୍ନ ଥାନା ଅଧିକାରୀଙ୍କ ଅଦଳବଦଳ କରାଯାଇଛି । ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ହୋଇଥିବା ଏହି ବଦଳି ପ୍ରକ୍ରିୟାରେ ଜିଲ୍ଲା ପୁଲିସ ମୁଖ୍ୟାଳୟ ରେ କାର୍ଯ୍ୟରତ ଇନ୍ସପେକ୍ଟର ବିଜୟ ହାଇବୁରୁଙ୍କୁ ବ୍ରାହ୍ମଣୀ ଗାଁ ଥାନା ଅଧିକାରୀ ଭାବେ

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ

ଭବାନୀପାଟଣା ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ ଏକ ସମ୍ବଲପୁରୀ ଆଲବମ୍‌ ଶୁଟିଂ କରିବାକୁ ଯାଇ ସେଠାରେ ଅସୁସ୍ଥତା ଅନୁଭବ କରିଥିଲେ। ଅଗଷ୍ଟ ୨୭ ତାରିଖରେ

ସେନା ମେଜର ଓ ବାନ୍ଧବୀଙ୍କୁ ପୁଲିସ ମାଡ଼ ଘଟଣା: ଡିଜିପିଙ୍କୁ ନୋଟିସ୍‌

ଭୁବନେଶ୍ବର: କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ଜାତୀୟ ମହିଳା କମିସନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ କରିଛନ୍ତି। ମାମଲାକୁ ନିଜ ତରଫରୁ ଗ୍ରହଣ କରି ନୋଟିସ ଜାରି

ଏରୋସ୍ପେସ୍ ଓ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ଆଗ୍ରହ

ଭୁବନେଶ୍ବର : ଓଡ଼ିଶାରେ ବିନିଯୋଗ କ୍ଷେତ୍ରରେ ଯୋଡ଼ି ହୋଇଛି ଆଉ ଏକ ଅଧ୍ୟାୟ। ପାରମ୍ପରିକ ବ୍ୟବସାୟରେ ନିବେଶ ପରେ ଏବେ ଏରୋସ୍ପେସ୍ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ନିବେଶ ପାଇଁ ନିବେଶକଙ୍କ ଆଗ୍ରହ ବଢ଼ୁଛି। ଓଡ଼ିଶାର ସମୃଦ୍ଧ ଐତିହ୍ୟ, ପ୍ରାକୃତିକ ସମ୍ପଦ, ସହଜରେ ଉପଲବ୍ଧ କଞ୍ଚାମାଲ ପାଇଁ

ଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ ଆରମ୍ଭ

ଭୁବନେଶ୍ଵର: ଆସନ୍ତା ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ ଜନ ଶୁଣାଣି ପୋର୍ଟାଲ ଏବଂ ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ପଞ୍ଜିକରଣ ଆରମ୍ଭ

ଜୀବନକୁ ବାଜି ଲଗେଇ ଅଙ୍ଗନବାଡି ଯାଉଛନ୍ତି ଶିଶୁ

ଘଣ୍ଟାପଡା : ସ୍ୱାଧୀନତାର ଦୀର୍ଘ ୭୮ବର୍ଷ ବିତିଯାଇଛି ସତ କିନ୍ତୁ ଆଜି ବି ନାଳ ପାର ହୋଇ ଅଙ୍ଗନବାଡି ଯାଉଛନ୍ତି କୁନିକୁନି ଶିଶୁ । କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ଉଡେର ଗାଁରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଗାଁରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ପରିବାର ରହୁଛନ୍ତି ହେଲେ

ନନ୍ଦନକାନନରୁ ବାଲୁଖଣ୍ଡ ଅଭୟାରଣ୍ୟ ଗଲେ କୃଷ୍ଣସାର ମୃଗ

ଭୁବନେଶ୍ବର : ଭୁବନେଶ୍ୱର ସ୍ଥିତ ନନ୍ଦନକାନନରୁ କୋଣାର୍କ-ବାଲୁଖଣ୍ଡ ଅଭୟାରଣ୍ୟ ଗଲେ ୧୩ଟି କୃଷ୍ଣସାର ମୃଗ। ବୁଧବାର ବିଳମ୍ବିତ ରାତିରେ ଏକ ସ୍ୱତନ୍ତ୍ର ଭ୍ୟାନରେ ନନ୍ଦନକାନନ ଚିଡ଼ିଆଖାନାରୁ କୃଷ୍ଣସାର ମୃଗମାନଙ୍କୁ କୋଣାର୍କ ନିଆଯାଇଥିଲା। ଅଭୟାରଣ୍ୟରେ କୃଷ୍ଣସାର ମୃଗ ବଂଶ ବୃଦ୍ଧି ପାଇଁ ବନ

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା; ରୁଜୁ ହେବ ନୂଆ ମାମଲା, ଚିହ୍ନଟ ହେବେ ରୋଡ଼ ରୋମିଓ

ଭୁବନେଶ୍ବର : ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଇଆଇସିଙ୍କ ସମତେ ୫ ପୁଲିସ୍‌ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି।