୧୦୦ ଦିନରେ କେବଳ କିଛି ରଙ୍ଗ ବଦଳିଛି: ଦେବାଶିଷ

କଟକ: ଓଡ଼ିଶାରେ ୧୦୦ ଦିନରେ ବିଜେପି ସରକାର ପହଁଚିଛି । ଯାହାକୁ ନେଇ ଆଜି ପୁରୀରେ ଶହେ ଦିନ ପୂର୍ତ୍ତି ଅବସରରେ ଏକ ବିଶାଳ ସମାବେଶରେ ଆୟୋଜନ କରିଛି ବିଜେପି। ଅନ୍ୟପଟେ  ସରକାରର  ୧୦୦ ଦିନକୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ତାଙ୍କ ମତରେ ଓଡିଶାରେ

ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି

ପୁରୀ : ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ASI ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ

ଭୁବନେଶ୍ୱରରେ ହତ୍ୟା କଲା, କୋଣାର୍କ ଥାନା ଅଞ୍ଚଳରେ ଫିଙ୍ଗିଦେଲା

କୋଣାର୍କ : ଭୁବନେଶ୍ୱରରେ ପତ୍ନୀଙ୍କୁ ହତ୍ୟା କଲା! ଆଉ ମୃତଦେହକୁ କାରରେ ନେଇ ପୁରୀ ଜିଲ୍ଲା କୋଣାର୍କ ଥାନା ଅଞ୍ଚଳରେ ଫିଙ୍ଗିଦେଲା ସ୍ୱାମୀ! ପତ୍ନୀଙ୍କ ଚରିତ୍ର ସନ୍ଦେହ କରି ସ୍ୱାମୀ ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ପରେ ପୁଲିସ୍‌ ସ୍ୱାମୀ ଓ ଗାଡ଼ି ଡ୍ରାଇଭରକୁ

ଭରତପୁର ଥାନାର କଳା କାହାଣୀ ବଖାଣିଲେ ପୀଡ଼ିତା; କହିଲେ- ରାତିରେ ଅନ୍ତବସ୍ତ୍ର ଖୋଲି ଗୋଇଠା ମାରିଥିଲେ

ଭୁବନେଶ୍ବର :ଅଭଦ୍ରାମୀର ସବୁ ସୀମା ଲଙ୍ଘିଛି କମିଶନରେଟ୍‌ ପୁଲିସ୍‌ର ଭରତପୁର ଥାନା ପୁଲିସ୍‌। ବିଳମ୍ୱିତ ରାତିରେ ଅଭିଯୋଗ କରିବାକୁ ଆସିଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାତି ତମାମ ଅକଥନୀୟ ନିର୍ଯାତନା ଦେଇଛି। ଖାଲି ନିର୍ଯାତନା ଦେଇନି ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ମାରିବା ସହିତ

‘ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ’

ଭୁବନେଶ୍ବର : ‘ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ। ଖୁବ୍‌ ଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହୋଇ କାମ ଆରମ୍ଭ ହେବ ।’ ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଥିବା ବେଳେ ଏପରି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।ଏକ କାର୍ଯ୍ୟକ୍ରମରେ ଯୋଗ

ଶହେ ଦିନ ପୂର୍ତ୍ତି ଉତ୍ସବ : ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ । ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରିବା ଅବସରରେ ପୁରୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ

କୁଲଡିହା ଗଜ ଶିକାର ଘଟଣାରେ ୫ ବନ କର୍ମଚାରୀ ଗିରଫ

ନୀଳଗିରି: ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଜଙ୍ଗଲରେ ୨ଟି ମୃତହାତୀର ଅଙ୍ଗ ଛେଦନ କରାଯାଇ ଏକ ପଥର ଗୁମ୍ଫାରେ ପୁରାଇ ଦିଆଯିବା ଘଟଣାରେ ବନବିଭାଗ ପକ୍ଷରୁ ଆଜି ୫ଜଣ ବନକର୍ମଚାରୀଙ୍କୁ ଗିରଫ କରାଯାଇଛି। ଯାହାକୁ ନେଇ ଖାକିରେ ଲାଗିଲା କଳଙ୍କ ବୋଲି ଚର୍ଚ୍ଚା ହେଉଛି। କୁଲଡିହା ଅଭୟାରଣ୍ୟର

ଶଙ୍ଖଭଵନରେ ବୌଦ୍ଧ ବିଜେଡିର କର୍ମକର୍ତ୍ତା ସାଙ୍ଗଠନିକ ସମ୍ମିଳନୀ : କର୍ମୀଙ୍କ ସହିତ ୱାନ ଟୁ ୱାନ କଥାହେଲେ ନବୀନ

ଭୁବନେଶ୍ବର : ଆଜି ବୌଦ୍ଧ ଜିଲା ଅନ୍ତର୍ଗତ ଉଭୟ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନମଣ୍ଡଳୀର ସାଂଗଠନିକ କର୍ମକର୍ତ୍ତା ସମ୍ମିଳନୀ ଭୁବନେଶ୍ୱରସ୍ଥିତ ଶଙ୍ଖଭଵନ ଠାରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ସମନ୍ୱୟ କମିଟି ଅଧ୍ୟକ୍ଷ ତଥା

କମାଲ କରିଦେଲେ ଅଶ୍ୱିନ-ଜାଡେଜା ଯୋଡ଼ି, କମବ୍ୟାକ କଲା ଭାରତ

ଚେନ୍ନାଇ : କମାଲ କରିଛନ୍ତି ଭାରତର ସ୍ପିନିଂ ଯୋଡ଼ି ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା। ଏଥର ବୋଲିଂରେ ନୁହେଁ, ବ୍ୟାଟିଂରେ ଉଭୟ ଭାରତକୁ ବିପର୍ଯ୍ୟୟରୁ ଉଦ୍ଧାର କରିଛନ୍ତି। କେବଳ ଉଦ୍ଧାର କରି ନାହାନ୍ତି, ବରଂ ବାଂଲାଦେଶ ବିପକ୍ଷ ଟେଷ୍ଟରେ ଭାରତକୁ କମବ୍ୟାକ କରାଇଛନ୍ତି। ବିଶେଷ କରି

କାର୍ଯ୍ୟ ଚାପରୁ ଜୀବନ ଗଲା, ୨୬ ବର୍ଷରେ ହୃଦଘାତରେ ପ୍ରାଣ ହରାଇଲେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

ତ୍ରିଭେନ୍ଦ୍ରମ : କାର୍ଯ୍ୟ ଚାପ କେତେ ଭୟଙ୍କର ହୋଇପାରେ ତାହାର ଏକ ଉଦାହରଣ ଦେଖିବାକୁ ମିଳିଛି କେରଳରେ। କାର୍ଯ୍ୟ ଚାପ ଯୋଗୁ ମାତ୍ର ୨୬ ବର୍ଷରେ ହୃଦଘାତରେ ପ୍ରାଣ ହରାଇଛନ୍ତି ଜଣେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ। ସେ ହେଉଛନ୍ତି ସେବାଷ୍ଟିଆନ ପେରାୟିଲ। ପୁଣେସ୍ଥିତ ଅର୍ନଷ୍ଟ ଆଣ୍ଡ ୟୋଙ୍ଗ(ଇଓ୍ବାଇ)