ମୂର୍ତ୍ତୀ ବିସର୍ଜନକୁ ନେଇ ଗୋଷ୍ଠୀ ସଂଘର୍ଷ : ଆକ୍ରମଣ ଓ ପ୍ରତିଆକ୍ରମଣରେ ୩ ଆହତ, ୪ ଗିରଫ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସାରୁ ଗ୍ରାମରେ ଗଣେଶ ମୂର୍ତ୍ତୀ ବିସର୍ଜନକୁ ନେଇ ମଙ୍ଗଳବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଉଭୟ ଗୋଷ୍ଠୀର ଆକ୍ରମଣ ଓ ପ୍ରତିଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହେଲେ ସାରୁ ଗ୍ରାମର ଆକାଶ ସାହୁ, ରାମକୃଷ୍ଣ ପାତ୍ର ଓ ରାମକୃଷ୍ଣ ସାବତ।

ହରଚଣ୍ଡୀ ଉଚ୍ଚବିଦ୍ୟାଳୟରେ ପାଠ ପଢ଼ାଇଲେ ଗୋଷ୍ଠୀ ଶିକ୍ଷା ଅଧିକାରୀ

ଚିକିଟୀ : ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ ଲାଲ ମେଣ୍ଟା ପଞ୍ଚାୟତ ର ବିଭିନ୍ନ ବିଦ୍ୟାଳୟ କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବସନ୍ତ କୁମାର ପଣ୍ଡା ମଙ୍ଗଳବାର ଗସ୍ତ କରି ବିଦ୍ୟାଳୟ ଗୁଡିକର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ଓ ଶିକ୍ଷା ଦାନ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ

କନ୍ଧମାଳ ସାଂସଦଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହେଲେ ଲିପ୍ସା

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଡେନ୍ସ ଏକାଡେମୀ ଫୁଲବାଣୀର ଓଡିଶୀ ନୃତ୍ୟାଙ୍ଗନା ଲିପ୍ସା ରାଣୀ ଷଡଙ୍ଗୀ ଗତ କନ୍ଧମାଳ ଜିଲ୍ଲା ମିଡିଆ ଫୋରମର ଦଶମ ବାର୍ଷିକ ଉତ୍ସବରେ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଓଡିଶୀ ନୃତ୍ୟ ପରିବେଷଣ କରି ଉପସ୍ଥିତ ମୁଖ୍ୟ ଅତିଥି ଅତିଥି ସୋମ୍ୟ ରଞ୍ଜନ ପଟ୍ଟନାୟକ ଏବଂ

ଚାକିରି ଦେବା ନାଁରେ ଠକେଇ ଅଭିଯୋଗ : ମାଷ୍ଟର ମାଇଣ୍ଡ ସହ ଦୁଇ ସହଯୋଗୀ ଗିରଫ

ବାଲିଗୁଡ଼ା : ଚାକିରି ନାଁ ରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ । ଠକେଇ ର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନଓ ଲିଲିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗ ପ୍ରକାରେ ସାରଙ୍ଗଡ଼ ଥାନା ଅଧିକାରୀ ବଧୁଲିକା ବିଶ୍ବାଳ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି ମାଷ୍ଟର ମାଇଣ୍ଡ ରଞ୍ଜିତ

ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ତା ପ୍ରସ୍ତାବ

ହିଞ୍ଜିଳିକାଟୁ ୧୮/୯ : ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ଦାରୁଭଦ୍ରା ଗ୍ରାମ ପଞ୍ଚାୟତରେ ବିଭିନ୍ନ ଦୁର୍ନୀତି ଓ ସରପଞ୍ଚଙ୍କ ମନମୁଖି କାର୍ଯ୍ୟକୁ ନେଇ ପଞ୍ଚାୟତର ୱାର୍ଡ ସଭ୍ୟ ସଭ୍ୟା ମାନେ ଵୁଧବାର ଛତ୍ରପୁର ଉପଜିଲ୍ଲାପାଳଙ୍କ ପାଖରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ସରପଞ୍ଚଙ୍କ ଏହି ମନମୁଖି

ଚାପ ନିୟନ୍ତ୍ରଣ ମାନସିକ ଅସୁସ୍ଥତାକୁ ରୋକିପାରିବ

ଫୁଲବାଣୀ : ମନୁଷ୍ୟ ଅଧିକ ଦିନ ଧରି ମାନସିକ ଚାପ ରେ ରହିଲେ ତାହା ମାନସିକ ଅସୁସ୍ଥତା ଆଡକୁ ଗତି କରିଥାଏ । ଏହାର ସଠିକ୍ ପରିଚାଳନା କରିବାକୁ ହେଲେ ଚାପରେ ରହୁଥିବା ସମୟରେ ବ୍ୟବହାର ରେ ସକରାତ୍ମକ ଚିନ୍ତା ଆଣିବାକୁ ହେବ । ଏହିପରିପ୍ରେକ୍ଷିରେ ବେସିକ୍ ନିଡ୍ ଇଣ୍ଡିଆ, ବାଙ୍ଗାଲୋର ଓ

ବ୍ରହ୍ମପୁରସ୍ଥିତ ରାଜସ୍ୱ ବଙ୍ଗଳା,ସଭାକକ୍ଷରେ ୬୭ତମ ଶ୍ରମିକ ଶିକ୍ଷା ଦିବସ ଅନୁଷ୍ଠିତ

ବ୍ରହ୍ମପୁର : ଦତ୍ତୋପନ୍ତ ଠେଙ୍ଗଡି କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ଏବଂ ବିକାଶ ବୋର୍ଡ(ଶ୍ରମ ବିଭାଗ, ଭାରତ ସରକାର),ବ୍ରହ୍ମପୁର ଆଞ୍ଚଳିକ ନିର୍ଦ୍ଦେଶାଳୟ ତରଫରୁ ୬୭ ତମ ସ୍ଥାପନା ଦିବସ ବ୍ରହ୍ମପୁରସ୍ଥିତ ରାଜସ୍ବ ବଙ୍ଗଳା ଠାରେ ଅନୁଷ୍ଠିତ ହୋଇ ଯାଇଅଛି।ଏହି ଅବସରରେ ମୁଖ୍ୟଅତିଥି ଭାବେ

ନିସର୍ତ୍ତର ପ୍ରଭାବ : ହିଞ୍ଜିଳିକାଟୁ ମେଡିକାଲରେ ନିଯୁକ୍ତି ହେଲେ ଚକ୍ଷୁ ବିଶେଷଜ୍ଞ

ହିଞ୍ଜିଳିକାଟୁ : ଗତ କିଛି ମାସ ହେଲା ଗଞ୍ଜାମ ଜିଲ୍ଲାର ଦ୍ବିତୀୟ ବୃହତ୍ତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଡ଼ାକ୍ତର ଓ କର୍ମଚାରୀ ମରୁଡି ଦେଖାଦେଇଥିଲା। ଫଳରେ ହିଞ୍ଜିଳିକାଟୁ ସହର ସମେତ ନିକଟବର୍ତ୍ତୀ ୪୦ ରୁ ଉର୍ଦ୍ଧ୍ଵ ଗ୍ରାମର ରୋଗୀ ଓ ସମ୍ପର୍କୀୟ ମାନେ

ସରିଲା ରତ୍ନଭଣ୍ଡାର ଲେଜର ସ୍କାନିଂ

ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୁଧବାର ଦିନ ଲେଜର ସ୍କାନିଂ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବିଶେଷଜ୍ଞ ଟିମ୍‌ର ସଦସ୍ୟଙ୍କ ଦ୍ବାରା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ କରାଯାଇଛି। ଏଏସ୍‌ଆଇ ଏଡିଜି

ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ଆଶ୍ୱସ୍ତି

କଟକ: ଚମ୍ପୁଆ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି । ତାଙ୍କ ବିରୋଧରେ ଚାଲିଥିବା ନିର୍ବାଚନୀ ଅନିୟମିତତା ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଚଳିତ ନିର୍ବାଚନରେ ଚମ୍ପୁଆରୁ ସ୍ବାଧୀନ ପ୍ରାର୍ଥୀ ଥିବା ଗୁରୁବକ୍ସ ସିଂ ଆଲୁୱାଲିଆ କରିଥିବା ମାମଲା ଧାର୍ଯ୍ୟ ସମୟ ସୀମା ପରେ