ଶୁକ୍ର ପ୍ରଦକ୍ଷିଣ ଯାନ ପଠାଇବ ଭାରତ, ଖର୍ଚ୍ଚ ହେବ ୧୨୩୬ କୋଟି ଟଙ୍କା

ଭାରତର ମହାକାଶ ଅନ୍ୱେଷଣ ଅଭିଯାନକୁ ଆଉ ଏକ ଲମ୍ବଡିଆଁ ଦେଇ ଭାରତ ସରକାର ପୃଥିବୀର ନିକଟତର ଗ୍ରହ ଶୁକ୍ର ପ୍ରଦକ୍ଷିଣ ଅଭିଯାନ ବା ଭେନସ୍‌ ଅର୍‌ବିଟର୍‌ ମିଶନ (ଭୋମ)କୁ ମଂଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ ଏ ସଂକ୍ରାନ୍ତ

ଯବାନଙ୍କ ଗୁଳିରେ ଯବାନ ମୃତ

ମାଲକାନଗିରି : ଯବାନଙ୍କ ଗୁଳିରେ ଯବାନ ମୃତ ।  ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବଳରାମପୁର ଜିଲ୍ଲାରେ ଜଣେ CAF ଜବାନ ନିଜ ସର୍ଭିସ ରିଭଲଭରରେ ସାଥୀ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ।  ଏଥିରେ ଦୁଇ ଜବାନଙ୍କ ମୃତ୍ୟୁ ଘଟିଛି ଏବଂ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।  ମୃତ ଜବାନ

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି l ଟଙ୍କା ଫେରସ୍ତ

‘ୱାନ ନେସନ, ୱାନ ଇଲେକ୍ସନ’ ସଂସଦର ଶୀତ ଅଧିବେଶନରେ ଆସିପାରେ ବିଲ୍‌

‘ୱାନ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଦିଗରେ ଆଜି ଆଉ ପାଦେ ଆଗେଇଛନ୍ତି କେନ୍ଦ୍ର ସରକାର। ‘ୱାନ ନେସନ, ୱାନ ଇଲେକ୍ସନ’ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ରିପୋର୍ଟକୁ ମିଳିଛି କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ।

ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ, ବଣାଇ ବନଖଣ୍ଡରେ ଦୀର୍ଘ ଦିନ ହେବ କରୁଥିଲା ଆତଙ୍କ

ବଣାଇ : ମାଈ ହାତୀଙ୍କୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡର କୋଇଡା ରେଞ୍ଜର ଜାମଢ଼ି ସେକ୍ସନର ତୋଡା ଜଙ୍ଗଲରେ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍ କଲା ବନ ବିଭାଗ । ଦୀର୍ଘ ଦିନ ହେବ ଏକ ଦନ୍ତାହାତୀ ଲୋକଙ୍କ ଘର ଭାଙ୍ଗିବା ସହ ଫସଲ ନଷ୍ଟ କରୁଥିଲା । ଲୋକଙ୍କୁ

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି

ଚାକିରି ପାଇଁ ଜମି ଦୁର୍ନୀତି ମାମଲା; ଲାଲୁଙ୍କ ବଡ଼ ପୁଅଙ୍କ ନାଁରେ ଆସିଲା ସମନ

ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଅଡ଼ୁଆ ବଢ଼ିଲା। ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ଲାଲୁଙ୍କ ସମେତ ତାଙ୍କ ପରିବାରର ଅନ୍ୟ ସଦସ୍ୟ ଫସିଥିବା ବେଳେ ଏଥର ଏଥିରେ ସାମିଲ ହୋଇଛି ତେଜପ୍ରତାପ ଯାଦବଙ୍କ ନାଁ। ଲାଲୁଙ୍କ ବଡ଼ ପୁଅ ତେଜ

ଭରତପୁର ଥାନାରେ ମେଜରଙ୍କୁ ମାଡ଼ମରା ଅଭିଯୋଗ: ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ

ଭୁବନେଶ୍ବର: ଭୁବନେଶ୍ବର ଭରତପୁର ଥାନାରେ ଜଣେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ବିକ୍ଷୋଭ । ନ୍ୟାୟିକ ତଦନ୍ତ ଦାବି କରିଛନ୍ତି । ପୋଲିସ କମିଶନରଙ୍କୁ ଭେଟିଛନ୍ତି ପୂର୍ବତନ ସେନା କର୍ମଚାରୀ ସଂଘ

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,

ପ୍ରତି ଅଗ୍ନିବୀରଙ୍କୁ ମିଳିବ ଚାକିରି: ଅମିତ ଶାହ

ସମସ୍ତ ଅଗ୍ନିବୀରଙ୍କୁ ମିଳିବ ଚାକିରି। ସେନାରୁ ଆସିଥିବା ପ୍ରତ୍ୟେକ ଅଗ୍ନିବୀରଙ୍କୁ ନିଯୁକ୍ତି ଦିଆଯିବ। ଦେଶରେ ସେମାନଙ୍କ ପାଇଁ ୨୦ ପ୍ରତିଶତ ସଂରକ୍ଷଣ କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହରିଆଣାରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି।