ମାଲକାନଗିରି ଜିଲ୍ଲା ଆଇନସେବା ପ୍ରାଧିକରଣ ଦ୍ଵାରା ତୃତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଆଜି ତା ୧୪.୦୯.୨୦୨୪ରିଖ ମାଲକାନଗିରି ଜିଲ୍ଲା ଆଈନ ସେବା ପ୍ରାଧିକରଣ ,ତାଲୁକ ଆଈନ ସେବା ପ୍ରାଧିକରଣ ମୋଟୁ ଏବଂ JMFC,ମାଥିଲି ଓ JMFC,କୁଡୁମୁଳୁ ଗୁମ୍ମା, ଗ୍ରାମ ନ୍ୟାୟଳୟ, କୋରୁକୋଣ୍ଡା,ମାଲକାନଗିରି ଦ୍ଵାରା

ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘର ବାର୍ଷିକ ସମ୍ମିଳନୀ ପାଳିତ…

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘ ଆନୁକୁଲ୍ୟରେ ସ୍ଥାନୀୟ ସୌରା ସାହି କଲ୍ୟାଣ ମଣ୍ଡପ ଠାରେ ସଂଘର ବାର୍ଷିକ ସମ୍ମିଳନୀ ତଥା ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ସଂଘର ଅଧକ୍ଷ ମନୋଜ କୁମାର ପଟ୍ଟନାୟକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ

ବିଦ୍ୟାଳୟରେ ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇ ଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପ୍ରଧାନଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ହିନ୍ଦୀ ଦିବସ ଏବଂ ସ୍ବାଗତ ସମାରୋହ…

(ଭାଷାସୂତ୍ରରେ ଭାରତର ପ୍ରାଦେଶିକ ସଂପର୍କ ଏବଂ ଅଖଣ୍ଡତାକୁ ହିନ୍ଦୀର ଭୂମିକା ଅବର୍ଣ୍ଣନୀୟ - ଅଧ୍ୟକ୍ଷ) ଆସିକା ତା ୧୪/୯ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ତତ୍ତ୍ବାବଧାନରେ ତଥା ହିନ୍ଦୀ ବିଭାଗର ସଂଯୋଜନାରେ ହିନ୍ଦୀ ଦିବସ ଏକ ବର୍ଣ୍ଣାଢ୍ୟ

ବୀରମିତ୍ରପୁର ଟାଉନ ହୋଲରେ ବିଜେପି ପକ୍ଷରୁ ସାଂସଦ ସଦସ୍ୟତା ବୈଠକ ଅନୁଷ୍ଠିତ…

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ମୁନସୀପାଲଟି ଟାଉନ ହୋଲ ରେ ବିଜେପି ପକ୍ଷରୁ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି ! ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲା ସାଂସଦ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ! ବିଜେପିର

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୪ ଅନୁଷ୍ଠିତ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଏବଂ ଦୌରା ଜଜ୍‌ଙ୍କ ଅଦାଲତରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ -୨୦୨୪ ଅନୁଷ୍ଠିତ ହୋଇଯାଇଛି । ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛିଯେ, ପ୍ରାକ୍ ମକଦ୍ଦମା ମାମଲା ଗୁଡ଼ିକ ମଧ୍ୟରୁ ୧୩ଗୋଟି ଅର୍ଥ ଅସୁଲି ମାମଲାର ବିଚାର

ଦେଶୀ ମଦ ଚାଲାଣ ବେଳେ ଧରା ପଡିଲେ ମଦ ମାଫିଆ…

ଚିକିଟୀ -- ସ୍ଥାନୀୟ ଅବକାରୀ ଥାନା ଅଧିନସ୍ତ ବଡ଼ଗାଁ ନିକଟରେ ପାତ୍ରପୁର ପଟୁ ଦେଶୀ ମଦ ନେଇ ଆସୁଥିବା ବେଳେ ଚିକିଟୀ ଅବକାରୀ ନିରୀକ୍ଷକ ସଞ୍ଜୟ କୁମାର ଭୁକ୍ତା ଯୁବକ ଜଣକୁ କାବୁ କରିଥିଲେ l ସୂଚନା ପ୍ରକାରେ ଶୁକ୍ରବାର ସନ୍ଧ୍ୟା ସମୟରେ ପାତ୍ରପୁର ଅଞ୍ଚଳରୁ ଦେଶୀ ମଦ ନିଜ ବାଇକ ଯୋଗେ ଚିକିଟୀ

ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ…

ଚିକିଟୀ-- ଏହି ବିଜ୍ଞାପିତ ଅଞ୍ଚଳ ପରିଷଦରେ ଗୁରୁବାର ଦିନ ଅଧ୍ୟକ୍ଷା ଦୀପା କୁମାରୀ ସାହୁଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି। ଆଗାମୀ ସତର ତାରିଖ ଠାରୁ ସମଗ୍ର ଚିକିଟୀରେ ସମୂହ ସଫାଇ, ପୁଷ୍କରିଣୀ, ନାଳ ନର୍ଦମା, ସମୂହ ଅଞ୍ଚଳ,ଜନଗହଳି, ନଦୀ, ସାମୁହିକ ଜାଗା ଆଦି

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍; ମୋଦି କରିବେ ଶୁଭାରମ୍ଭ

ବଲାଙ୍ଗୀର : ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ

ରବିବାର ବାମନ ଜନ୍ମ ନୀତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଆସନ୍ତାକାଲି(ରବିବାର) ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ