ବ୍ୟକ୍ତିଗତ ଜଙ୍ଗଲ ଅଧିକାର ଏବଂ ଗୋଷ୍ଠିଗତ ଜଙ୍ଗଲ ସମ୍ବଳ ଅଧିକାରକୁ ସ୍ବୀକୃତି ପାଇଁ ମାଲକାନଗିରି ରେ ଆଦିବାସୀଙ୍କ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ଆଦିବାସୀ ସମାଜ ମହାସଂଘ ତଥା ଜିଲ୍ଲାର ସମସ୍ତ ଆଦିବାସୀ ସମାଜ, ମହାଗ୍ରାମ ସଭା, କାଲିମେଳା, ପଡିଆ ମିଶି ଏକ ସ୍ମାରକ ପତ୍ର ପ୍ରଦାନ ଅପିଲ କରିଛନ୍ତି। ଏନେଇ ଆଜି ମାଲକାନଗିରି ସହର ଜନ ସମୁଦ୍ର ପାଲଟିଛି। ଜଙ୍ଗଲ ଅଧିକାର ଆଇନ, ୨୦୦୬ ଅନୁଯାୟୀ!-->!-->!-->…