ଗଣେଶ ଭସାଣିରେ ଗାଁ ଦାଣ୍ଡ ପାଲଟିଲା ରଣକ୍ଷେତ୍ର ବୁଲିଲା ଅପେରସନ ବ୍ଲେଡ

ଚିକିଟୀ : ସାରା ଦେଶରେ ଅଗ୍ରପୂଜ୍ୟ ରୂପେ ପୂଜା ପାଉଥିବା ଗଜାନନ ଙ୍କ ପୂଜା ମଣ୍ଡପ ଗାଁ ଗହଳି ଆଦି ଉଛବ ମୁଖରିତ ହୋଇଆସୁଥିବା ବେଳେ ଅନେକ ଜାଗାରେ ଭସାଣି ପର୍ବ ମଧ୍ୟ ବେଶ ଧୂମଧାମ ରେ ପାଳିତ ହୋଇଆସୁଛି l ଇତି ମଧ୍ୟରେ ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ ଗୋଳନ୍ଥରା ଥାନା ଅଧିନସ୍ତ ସୁରଳ

ପରମ୍ପରା ନାମରେ ଚାଲିଛି ଜୁଆଖେଳର ଆସର

ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲାର ପ୍ରାୟତଃ ସମସ୍ତ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳରେ ଚାଲିଛି ପରମ୍ପରା ନାଁ' ରେ ଜୁଆର ଆସର । ଲକ୍ଷ ଲକ୍ଷ ଟଙ୍କା ବାଜି ଲାଗୁଛି । ପୁଲିସ ମଧ୍ୟ ଏହି ବେଆଇନ ଜୁଆ ଖେଳ ରୋକିବାକୁ ବିଭିନ୍ନ ପ୍ରକାରର ଉଦ୍ୟମ ଜାରି ରଖିଛି । ବିଶେଷ କରି ପାର୍ବଣଋତୁ

ଆଦର୍ଶ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷା ଇତିଶ୍ରୀ ସାହୁଙ୍କ ଯୋଗଦାନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକରେ ଥିବା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ଅଧ୍ୟକ୍ଷ ପଦ ଖାଲି ପଡିଥିଲା l ଯାହା ଫଳରେ ବିଦ୍ୟାଳୟରେ ଅଧ୍ୟୟନ ସହ ଅନ୍ୟାନ୍ୟ କାର୍ଯ୍ୟରେ ବହୁ ବାଧା ଉପୁଜୁଥିବା ଦେଖିବାକୁ ମିଳୁଥିଲା l ବର୍ତ୍ତମାନ ନୂତନ ଅଧ୍ୟକ୍ଷା

ଶ୍ରୀ ଗଣେଶ ଚତୁର୍ଥୀ ଯାତ୍ରା ଶାନ୍ତି ଶୃଙ୍ଖଳା ଏବଂ ସଫଳତାର ସହ ସମାପନ

ବ୍ରହ୍ମପୁର : ପଞ୍ଚମା ସ୍ଥିତ ଶ୍ରୀ ଶ୍ରୀ ସିଦ୍ଧ ବିନାୟକ ପୀଠରେ ଶ୍ରୀ ଗଣେଶ ଚତୁର୍ଥୀ ଯାତ୍ରା ଶାନ୍ତି ଶୃଙ୍ଖଳା ଏବଂ ସଫଳତାର ସହ ସମାପନ ହୋଇଥିବାରୁ ଅନ୍ତରୀଣ ଟ୍ରଷ୍ଟି ତରଫରୁ ଆଗତ ଧନ୍ୟବାଦ ସଭାରେ ପ୍ରଶାସନିକ କର୍ମଚାରୀ ଶିଶିର ରଥ ମନ୍ଦିର ସେବାରେ ନିଯୁକ୍ତି ଥିବା ସମସ୍ତ ସେବା

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ମାଲକାନଗିରି ଗସ୍ତ ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ…

ମାଲକାନଗିରି : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

୪୭୬ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପ୍ରଦାନ ପ୍ରଦାନ ବେଳେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ

ଆସୁଛି ଆଉ ଏକ ଲଘୁଚାପ; ୩ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ

ବର୍ଷା ବିତ୍ପାତ: ଘରଭଙ୍ଗା ସହାୟତା ତୁରନ୍ତ ଦିଅ, ସପ୍ତାହକ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ପଠାଇବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶ ମାର୍ଗରୁ ଲଗାଣବର୍ଷା ପ୍ରଭାବିତ ମାଲକାନଗିରି ଜିଲ୍ଲାର ସ୍ଥିତି ପରଖିଛନ୍ତି । ଏହାସହିତ ବର୍ଷା ଯୋଗୁ କଚ୍ଚାଘର ଭାଙ୍ଗିଥିବା ସମସ୍ତ ପରିବାରକୁ ତୁରନ୍ତ ସହାୟତା ଦେବା ସହ ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ପଠାଇବାକୁ

କେନ୍ଦ୍ରମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଓ ଜର୍ଜ କୁରିଅନଙ୍କ ସିଫା ପରିଦର୍ଶନ; ୮ଟି ଭାଷାରେ ରଂଗୀନ ମାଛ ଆପ୍ ଉନ୍ମୋଚିତ

ପିପିଲି:କେନ୍ଦ୍ର ମତ୍ସ୍ୟ, ପଶୁ, ଗୋପାଳନ, ପଂଚାୟତରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଏବଂ ମତ୍ସ୍ୟ, ଗୋପାଳନ, ସଂଖ୍ୟାଲଘୁ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଅନ୍ ଗୁରୁବାର ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ

କାରରୁ ସାଢେ ୭ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବଡ଼ମ୍ବା : ଚୋରା ଚାଲାଣବେଳେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସହିତ ଏକ ଇନୋଭା କାରକୁ ବଡ଼ମ୍ବା ପୁଲିସ ଜବତ କରିଛି । ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି । ଜବତ ଗଞ୍ଜେଇ ୧୫୨ କେଜିର ହୋଇଥିବାବେଳେ ଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ସାଢେ