ଇସ୍ତଫା ଦେବାକୁ ରାଜି ଥିବା ଘୋଷଣା କଲେ ମମତା ବାନାର୍ଜୀ
କୋଲକାତା : ଆନ୍ଦୋଳନ କରୁଥିବା ଜୁନିୟର ଡାକ୍ତରଙ୍କ ସହ ଲାଗି ରହିଥିବା ଅଚଳା ଅବସ୍ଥା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ନିଜ ପଦରୁ ଇସ୍ତଫା ଦେବାକୁ ରାଜି ଥିବା ଆଜି କହିଛନ୍ତି।ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଦୁଷ୍କର୍ମ ଓ!-->…