କଡେଇରେ ରନ୍ଧାଯାଉଛି ମହାପ୍ରସାଦ; ସେବାୟତ କହିଲେ- ପରମ୍ପରା ବିରୋଧୀ
ପୁରୀ : ଅନ୍ନକ୍ଷେତ୍ର ହେଉଛି ଶ୍ରୀକ୍ଷେତ୍ର। ଏଠି ମହାପ୍ରସାଦ କୁଡୁଆରେ ରନ୍ଧନ କରାଯାଇଥାଏ। ଏପରିକି ମହାପ୍ରଭୁଙ୍କ ପାଖରେ କୁଡୁଆରେ ମହାପ୍ରସାଦ ଅର୍ପଣ କରାଯାଇଥାଏ। ଭାରତ ବର୍ଷରେ କୌଣସି ମନ୍ଦିରରେ ଏପରି ବ୍ୟବସ୍ଥା ନାହିଁ। କିନ୍ତୁ ଶ୍ରୀକ୍ଷେତ୍ରରେ କୁଡୁଆରେ ରନ୍ଧାଯିବା ଓ ଭୋଗ ଲାଗିବା!-->…