ବାଇକରୁ ପଡ଼ି ଯୁବକଙ୍କ ମୃତ୍ୟୁ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ରାଏବଗା ରୋଡ ସ୍ଥିତ କାନ୍ତିଲାଲ ଦଫେଇ ଅଞ୍ଚଳରେ ଆଜି ସନ୍ଧ୍ୟା ପ୍ରାୟ ୫ ଟା ସମୟରେ ଜନୈକ ଯୁବକ ବାଇକରୁ ପଡ଼ି ମୃତ୍ୟୁ ଘଟିଥିବା ଜଣା ପଡ଼ିଛି | ବୀରମିତ୍ରପୁର ପଟୁ କୌଣସି କାମ ସାରି ନିଜ ଘର କୁତ୍ରା ଥାନା ଅନ୍ତର୍ଗତ

ମାଛ ଧରିବାକୁ ଯାଇ ଫସିଲେ ଵ୍ୟକ୍ତି, ଗଛ କୋରଡରେ ବିତିଲା ୨୦ ଘଣ୍ଟା, ଭରାନଈରୁ ଉଦ୍ଧାର

ମାଲକାନଗିରି : ଗତକାଲି ପୋଟେରୁ ନଦୀ ମାଛ ଧରିବା ପାଇଁ ଯାଇଥିବା ବେଳେ ନଦୀରେ ଅତ୍ୟଧିକ ଜଳପ୍ରବାହ ଓ ଲଗାଣ ବର୍ଷା ଯୋଗୁଁ ଫେରିନପାରି ନଇରେ ଫସିଗଲେ ବୃଦ୍ଧା। ତେବେ ପ୍ରାୟ ୨୦ ଘଣ୍ଟା ପରେ ବୃଦ୍ଧା ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ପଡିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ

ପୁନଃ ନିଯୁକ୍ତି ଦେବାପାଇଁ ଓଡ଼ିଶା ଆଉଟସୋର୍ସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଦାବି

ଛତ୍ରପୁର : ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ ନର୍ସିଂ (ଜିଏନଏମ ଓ ଏଏନଏମ) କର୍ମଚାରୀଙ୍କ ଛଟେଇ ସମ୍ବନ୍ଧରେ ବିଚାର କରି ପୁନଃନିଯୁକ୍ତି ଦେବାପାଇଁ ଓଡ଼ିଶା ଆଉଟସୋର୍ସିଂ ନର୍ସିଂ କର୍ମଚାରୀ ୟୁନିଅନ ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଦାବି ହୋଇଛି।

ଅଜଣା ଗାଡି ଧକ୍କାରେ ତିନି ଗୁରୁତର

ଛତ୍ରପୁର : ରମ୍ଭା ଥାନା ଅଧିନ ସାନରାମଚନ୍ଦ୍ରପୁର ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା | ଅଜଣା ଗାଡି ଧକ୍କାରେ ବାପା, ଝିଅ ଓ ଜ୍ୱାଇଁ ଗୁରୁତର | ଗୁରୁତର ମାନେ ହେଲେଜ୍ୱାଇଁ ମନୋଜ ସାହୁ, ଝିଅ ପ୍ରିୟଙ୍କା ସାହୁ ଓ ବାପା ରଙ୍କ ସାହୁ | ରମ୍ଭା ଅଗ୍ନିଶମ ବିଭାଗ ପହଂଚି ଗୁରୁତର

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ: ଇଞ୍ଜିନିୟର ରଶିଦଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜେଲ୍ ଦଣ୍ଡ ଭୋଗୁଥିବା ବାରାମୁଲା ସାଂସଦ ଇଞ୍ଜିନିୟର ରଶିଦଙ୍କୁ ଜାମିନ ମିଳିଛି। ଆଗକୁ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଥିବା ବେଳେ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାଶିଦଙ୍କୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର : ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ନୂତନ ବନ୍ଦେ ଭାରତ ଟ୍ରେନ । ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ । ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ

ରାଜଧାନୀରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର: ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମଙ୍ଗଳବାର ଦିନ କହିଛନ୍ତି ମେୟର ସୁଲୋଚାନା ଦାସ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯଦିଓ ଡେଙ୍ଗୁ ସଂଖ୍ୟା ଅଧିକ ରହିଛି ତେବେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ରାଜ୍ୟର ସମସ୍ତ ପ୍ରମୁଖ ଡାକ୍ତରଖାନା

ଦିଲ୍ଲୀ ସରକାରକୁ ବରଖାସ୍ତ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ବିଜେପି

ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍‌) ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର

ବନ୍ୟାଞ୍ଚଳକୁ ଚିକିତ୍ସା ପାଇଁ ଟ୍ରାକ୍ଟର ଯୋଗେ ଗଲେ ଡାକ୍ତରୀ ଟିମ୍‌

ମାଥିଲି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିବା ସହ ଚାରିଆଡେ ଜଳମଗ୍ନ ହୋଇଯାଇଛି। ଏଥିରେ ବିଶେଷ ଭାବେ ମାଲକାନଗିରି, ମାଥିଲି, କାଲିମେଳା ଏବଂ ପଡ଼ିଆ ବ୍ଲକ କ୍ଷତିଗ୍ରସ୍ତ ହୋଇଛି। ମାଥିଲି ବ୍ଲକର ଟେମରୁପାଲ୍ଲୀ ଅଂଚଳରେ ବନ୍ୟା ଜଳ ବଢିଯିବାରୁ ସେହି

ବର୍ଷା କ୍ଷୟକ୍ଷତି ଏବଂ ମୁକାବିଲାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଅନେକ ଅଞ୍ଚଳ ଜଳମଗ୍ନ । ବର୍ଷା ପ୍ରଭାବରେ କ୍ଷତକ୍ଷତି ଏବଂ ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା