ଦିଲ୍ଲୀ ସରକାରକୁ ବରଖାସ୍ତ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ବିଜେପି
ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍) ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର!-->…