ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ବଡ଼ ପ୍ରକଳ୍ପ

ଭୁବନେଶ୍ବର: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ । ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଣା୍ନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ । ଡେଲାଙ୍ଗରେ ୫ଟି ମେଗା

ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର, ହସ୍ପିଟାଲରେ ଚାଲିଛି ଚିକିତ୍ସା

ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଦିଲ୍ଲୀ ସ୍ଥିତ ଏମ୍ସରେ ଚାଲିଛି। ସେ ନିଜେ ନିଃଶ୍ୱାସ ପ୍ରଶ୍ୱାସ ନେଇ ପାରୁ ନାହାନ୍ତି। ତେଣୁ ତାଙ୍କୁ ମେସିନ ଦ୍ୱାରା ଆବଶ୍ୟକ ଅମ୍ଳଜାନ ଯୋଗାଇ

କନ୍ଧମାଳ ସାଂସଦଙ୍କ ମହାମହିମ ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଫୁଲବାଣୀ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଜୀଙ୍କ ସହ ରାଷ୍ଟ୍ରପତି ଭବନ, ଦିଲ୍ଲୀରେ ଦେଖା ହୋଇ ଓଡ଼ିଶା ଏବଂ ଭାରତର ପ୍ରମୁଖ ବିଷୟରେ ଆଲୋଚନା କରିବାର ସୁଯୋଗ ପାଇଛନ୍ତି । ଓଡିଶାର ମାଟିରୁ ଜନ୍ମଗ୍ରହଣ କରି ଦେଶର

ଅଟୋ ଧକ୍କାରେ ଛାତ୍ରୀ ଗୁରୁତର

ହିଞ୍ଜିଳିକାଟୁ ୧୦/୯ : ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନମହାବିଦ୍ୟାଳୟ ନିକଟରେ ମଙ୍ଗଳବାର ଏକ ଯାତ୍ରୀବାହୀ ଅଟୋ ଧକ୍କାରେ ଜଣେ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି

ପୋଲଭରମ ପ୍ରକଳ୍ପକୁ ବିରୋଧ : ନବୀନଙ୍କୁ ରିପୋର୍ଟ ଦେଲେ ବିଜେଡିର ପୋଲାଭରମ ପ୍ରକଳ୍ପ ଅନୁଧ୍ୟାନକାରୀ ଟିମ୍

ଭୁବନେଶ୍ୱର : ପାର୍ଲାମେଣ୍ଟରୁ ଆରମ୍ଭ କରି ପଞ୍ଚାୟତ ସ୍ତର ଯାଏଁ ସବୁ ଆଡେ ପୋଲଭରମ ପ୍ରକଳ୍ପକୁ ବିରୋଧ କର । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିଜେଡି ନେତାଙ୍କୁ ଆଜି ଏହି ପରାମର୍ଶ ଦେଇଛନ୍ତି । ଆଜି ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି, ବିଜେଡିର ପୋଲାଭରମ

ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ପକ୍ଷରୁ ଶୋକସଭା

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ତରଫରୁ ଏକ ଶୋକସଭା ସ୍ଥାନୀୟ ସୋରଳ ସ୍ଥିତ ସୁରେଶ ହସ୍‌ପିଟାଲ୍ ସଭାକକ୍ଷ ଠାରେ ମହାସଂଘ ସଭାପତି ସୀମାନ୍ତ ନଟରାଜ ଡ଼ା. ତିରୁପତି ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରିଷ୍ଠ

ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ, ଦାବି କଲେ ପୁନଃ ପରୀକ୍ଷା

ଭୁବନେଶ୍ବର: ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି

ଲଘୁଚାପ ଜନିତ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଜଳଭଣ୍ଡାର ଜଳସ୍ତର ବୃଦ୍ଧି

ଚିତ୍ରକୋଣ୍ଡା : ଲଘୁଚାପ ଜନିତ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଉପର ମୁଣ୍ଡରେ ଥିବା ମାଛକୁଣ୍ଡ ଡ୍ୟାମର ଗେଟ ଖୋଲାଯାଇ ବନ୍ୟା ଜଳ ନିଷ୍କାସନ କରାଯାଉଥିବା ହେତୁ କ୍ରମାଗତ ଜଳସ୍ତର ବଢ଼ିବାରେ ଲାଗିଛି । ଏ ନେଇ ଚିତ୍ରକୋଣ୍ଡା

ଚିତ୍ରକୋଣ୍ଡା ଚିତ୍ରଗିରି ସାହିତ୍ୟ ସଂସଦର ନୂଆଁଖାଇ ଭେଟଘାଟ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକ୍ ସ୍ତରରେ ଗତକାଲି ଅର୍ଥାତ୍ ୦୯ ସେପ୍ଟେମ୍ବର ସୋମବାର ଦିବା ୧୦ଘଟିକା ଠାରୁ ୪ଘଟିକା ଯାଏଁ ଚିତ୍ରଗିରି ସାହିତ୍ୟ ସଂସଦର ନୂଆଁଖାଇ ଭେଟଘାଟ ଓ କବିତା ପାଠ ଉତ୍ସବ ତଥା ଆଲୋଚନା ଚକ୍ର ଡି.ଏ.ଭି. ଗୁରୁକୁଳ (ଚିତ୍ରକୋଣ୍ଡା)

ଫିରିଙ୍ଗିଆ ରେ ଗେଣ୍ଡୁଫୁଲ ଚାଷ ସମ୍ବନ୍ଧୀୟ ତାଲିମ…

ଫୁଲବାଣୀ ;- କୃଷକ ଓ ମହିଳା ସ୍ୱୟଂସହାୟକ ଗୋଷ୍ଠି ମାନଙ୍କର ଆର୍ଥିକ ଅଭିବୃଦ୍ଧି ପାଇଁ ବର୍ତମାନ ପାରମ୍ପରିକ କୃଷି ପରିବର୍ତେ ବିକଳ୍ପ ଚାଷ ପାଇଁ ପୋ୍ରତ୍ସାହିତ କରାଯାଉଛି । ବିଗତ ଦିନ ମାନଙ୍କରେ କନ୍ଧମାଳ ଜିଲ୍ଲା ରେ ଫଳ ଓ ପନିପରିବା ର ସଫଳ ଉତ୍ପାଦନ ଦେଖି ଆଗକୁ ଗେଣ୍ଡୁ ଫୁଲ ଚାଷ କରି