ଅବପାତରେ ପରିଣତ ହେଲା ଲଘୁଚାପ: ୧୦ ଯାଏଁ ପ୍ରବଳ ବର୍ଷିବ 

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେଲା ଲଘୁଚାପ। ଗତକାଲିର ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ସକାଳ ସମୟରେ ଘନୀଭୂତ ହୋଇ ଅବପାତ ପରିଣତ ହୋଇଛି।

ଦୁଇ ଦିନିଆ ରୁଷ ଗସ୍ତରେ ଯିବେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ

ନୂଆଦିଲ୍ଲୀ: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ଭାରତ ଉଦ୍ୟମ ଜାରି ରଖିଥିବା ଜଣାପଡିଛି। ବର୍ତ୍ତମାନ ଅଜିତ ଡୋଭାଲ ମସ୍କୋ ଯାଉଛନ୍ତି। ଫଳରେ ଏହି ଅନୁମାନ ଏବେ ଦୃଢ଼ ହେବାରେ ଲାଗିଛି। କେବଳ ଏତିକି ନୁହେଁ, ରୁଷ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ବିଶ୍ୱର ସମସ୍ତ ଦେଶ ଭାରତୀୟ

କଟକ ମହାନଗର ଶାନ୍ତି କମିଟିର ଦୁର୍ଗାପୂଜା ଓ ଭସାଣି ଉତ୍ସବ ପ୍ରସ୍ତୁତି ବୈଠକ

କଟକ: କଟକ ମହାନଗର ଶାନ୍ତି କମିଟିର ଦୁର୍ଗାପୂଜା ଓ ଭସାଣି ଉତ୍ସବ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି ସଭାରେ କଟକ ଜିଲ୍ଲାପାଳ, ସିଏମସି ମେୟର, ପୋଲିସ କମିଶନର, କଟକ ଡିସିପି, ଶାନ୍ତି କମିଟି କର୍ମକର୍ତ୍ତା, ସମସ୍ତ ପୂଜା କମିଟି କର୍ମକର୍ତ୍ତା, ବାରବାଟି କଟକ

ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ

ନୂଆପଡ଼ା: ଗିରଫ ହେଲେ ନୂଆପଡ଼ା ଏମଭିଆଇ ବିଜୟ କୁମାର ବେହୁରିଆ । ଏମଭିଆଇ ବିଜୟ କୁମାର ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିବା ପରେ ଶ୍ରୀ ବେହୁରିଆଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ୧ ଲକ୍ଷ ୩୨ ହଜାର ଟଙ୍କା ନେଇ ନୂଆପଡ଼ାରୁ

ଭାରତରେ ସନ୍ଦିଗ୍ଧ ଏମପକ୍ସ ରୋଗୀ ଚିହ୍ନଟ, ସତର୍କ ହେଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଦୁନିଆରେ ଏମପକ୍ସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଆଫ୍ରିକା ପରେ ୟୁରୋପୀୟ ଦେଶମାନଙ୍କରେ ମଧ୍ୟ ଏହି ଭୂତାଣୁ ବ୍ୟାପିବାରେ ଲାଗିଛି, ଯାହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସତର୍କ ସୂଚନା ଜାରି କରିଛି । ସେପଟେ ଭାରତରେ ଏମପକ୍ସର ଜଣେ ସନ୍ଦିଗ୍ଧ ରୋଗୀ ଚିହ୍ନଟ

ପୁରୀ ସମୁଦ୍ରରେ ଭାସୁଥିବା କଣ୍ଟେନରକୁ ନେଇ ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ

ପୁରୀ: ଗତ ୩ଦିନ ତଳେ ପୁରୀ ପେଣ୍ଠକଟା ବେଳାଭୂମି କୂଳରେ ଲାଗିଥିଲା ଏକ ବଡ଼ କଣ୍ଟେନର । ସେଇ କଣ୍ଟେନରକୁ ଖୋଲିବା ପାଇଁ କୋଷ୍ଟଗାର୍ଡ ଓ କଷ୍ଟମ ଡିପାର୍ଟମେଣ୍ଟକୁ ଖବର ଦିଆଯାଇଥିଲା ଏବଂ ୭ ଜଣିଆ ଟିମ୍ ମଧ୍ୟ ଗଠନ କରାଯାଇଥିଲା । କିନ୍ତୁ ଆଜିକୁ ୪ ଦିନ ବିତିଗଲେ ମଧ୍ୟ ଏହି କଣ୍ଟେନରକୁ

ବିଜେପିକୁ ବଡ଼ ଝଟ୍‌କା: ଆଦିତ୍ୟ ଚୌତାଲା ଦଳ ଛାଡ଼ିଲେ

ଚଣ୍ଡିଗଡ଼: ହରିୟାଣା ରାଜନୀତିରେ ଏକ ବଡ଼ ଧମାକା ହୋଇଛି। ଚୌଧୁରୀ ଦେବୀଲାଲଙ୍କ ନାତି ଆଦିତ୍ୟ ଚୌତାଲା ବିଜେପି ଶିବିର ଛାଡି ଇଣ୍ଡିଆନ ନ୍ୟାସନାଲ ଲୋକଦଳରେ ଯୋଗ ଦେଇଛନ୍ତି। ଆଦିତ୍ୟ ୨ ଦିନ ପୂର୍ବରୁ ହରିୟାଣା କୃଷି ମାର୍କେଟିଂ ବୋର୍ଡରୁ ଇସ୍ତଫା ଦେଇଥିଲେ। ଇଣ୍ଡିଆନ ନ୍ୟାସନାଲ ଲୋକଦଳ

ଗଣେଶ ଭସାଣୀ ସମୟରେ ବୁଡ଼ିଗଲେ ଦୁଇ ଭାଇ

ବାଲେଶ୍ଵର : ଗଣେଶ ପୂଜା ଭସାଣୀ ସମୟରେ ଘଟିଲା ଅଘଟଣ । ଘଟଣା ଟି ଘଟିଛି ବାଲେଶ୍ଵର ଜିଲ୍ଲା ରେମୁଣା ବ୍ଲକ କୁଳି ଗାଁ ରେ । ଏହି ଘଟଣାରେ ଦୁଇ ଭାଇ ବୁଡ଼ି ଯାଇଛନ୍ତି । ପୋଖରୀରେ ବୁଡ଼ି ଯାଇ ସାନ ଭାଇଙ୍କର ଜୀବନ ଚାଲି ଯାଇଛି । ବଡ଼ ଭାଇ ଗୁରୁତର

କେନ୍ଦ୍ରାପଡ଼ାରେ କୁକୁଡ଼ାମରା ଅଭିଯାନ

କେନ୍ଦ୍ରାପଡ଼ା: ଡେରାବିଶ ବ୍ଳକ ଏଣ୍ଡର ଓ ବାଲିଆ ପଞ୍ଚାୟତରେ ବାର୍ଡ ଫ୍ଲୁ ଆତଙ୍କ । କୁକୁଡ଼ା ଫାର୍ମରୁ କୁକୁଡ଼ାଙ୍କ ନମୁନା ପରୀକ୍ଷା ପରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ସ୍ପଷ୍ଟ ହୋଇଛି । ସଂକ୍ରମଣ ଚିହ୍ନଟ ପରେ ସଂକ୍ରମିତ ଅଞ୍ଚଳର ୧ କିମି ପରିସର ମଧ୍ୟରେ ଥିବା ଫାର୍ମର ସମସ୍ତ କୁକୁଡ଼ା

କଂଗ୍ରେସ-ଏସପି ମେଣ୍ଟରେ ପ୍ରିୟଙ୍କା ଚାହୁଁଛନ୍ତି ୬୦-୪୦ ପ୍ରତିଶତ ଆସନ ଫର୍ମୁଲା

ଲକ୍ଷ୍ନୌ: ଖୁବ ଶୀଘ୍ର ଉତ୍ତରପ୍ରଦେଶର ୧୦ଟି ବିଧାନସଭା ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏହି ଉପ-ନିର୍ବାଚନର ତାରିଖ ଘୋଷଣା କରାଯାଇ ନାହିଁ, କିନ୍ତୁ ସମସ୍ତ ରାଜନୈତିକ ଦଳ ଏଥିପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଏକାଠି ଲଢ଼ିବା ପାଇଁ ଏସପି ଏବଂ